Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 24:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏହେତୁ ସଦାପ୍ରଭୁ ବିଚାରକର୍ତ୍ତା ହେଉନ୍ତୁ, ଆଉ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ, ପୁଣି, ଦୃଷ୍ଟି କରି ମୋହର ବିବାଦ ନିଷ୍ପତ୍ତି କରନ୍ତୁ ଓ ଆପଣଙ୍କ ହସ୍ତରୁ ମୋତେ ରକ୍ଷା କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏହେତୁ ସଦାପ୍ରଭୁ ବିଚାରକର୍ତ୍ତା ହେଉନ୍ତୁ, ଆଉ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ, ପୁଣି ଦୃଷ୍ଟି କରି ମୋହର ବିବାଦ ନିଷ୍ପତ୍ତି କରନ୍ତୁ ଓ ଆପଣଙ୍କ ହସ୍ତରୁ ମୋତେ ରକ୍ଷା କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

15 ଏହେତୁ ସଦାପ୍ରଭୁ ବିଚାରକର୍ତ୍ତା ହେଉନ୍ତୁ, ଆଉ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ, ପୁଣି, ଦୃଷ୍ଟି କରି ମୋହର ବିବାଦ ନିଷ୍ପତ୍ତି କରନ୍ତୁ ଓ ଆପଣଙ୍କ ହସ୍ତରୁ ମୋତେ ରକ୍ଷା କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ

15 ସଦାପ୍ରଭୁ ବିଗ୍ଭରକର୍ତ୍ତା ହୁଅନ୍ତୁ। ତୁମ୍ଭ ଓ ମୋ’ ଭିତରେ ସେ ବିଗ୍ଭର କରନ୍ତୁ। ସଦପ୍ରଭୁ ମୋର ପକ୍ଷରେ ବିଗ୍ଭର କରନ୍ତୁ ଏବଂ ପ୍ରମାଣ କରନ୍ତୁ ଯେ ମୁଁ ଠିକ୍ ଅଛି। ସଦାପ୍ରଭୁ ମୋତେ ତୁମ୍ଭଠାରୁ ରକ୍ଷା କରନ୍ତୁ।”

Gade chapit la Kopi




1 ଶାମୁୟେଲ 24:15
12 Referans Kwoze  

ହେ ପରମେଶ୍ୱର, ମୋହର ବିଚାର କର ଓ ଅଧାର୍ମିକ ଗୋଷ୍ଠୀ ବିରୁଦ୍ଧରେ ମୋହର ଗୁହାରି ନିଷ୍ପତ୍ତି କର; ପ୍ରବଞ୍ଚକ ଓ ଅନ୍ୟାୟକାରୀ ମନୁଷ୍ୟଠାରୁ ମୋତେ ଉଦ୍ଧାର କର।


ତୁମ୍ଭେ ମୋହର ବିବାଦ ନିଷ୍ପତ୍ତି କର ଓ ମୋତେ ମୁକ୍ତ କର; ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର।


ସଦାପ୍ରଭୋ, ଯେଉଁମାନେ ମୋʼ ସଙ୍ଗେ ବିବାଦ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ବିବାଦ କର। ଯେଉଁମାନେ ମୋʼ ସଙ୍ଗେ ଯୁଦ୍ଧ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ଯୁଦ୍ଧ କର।


ସଦାପ୍ରଭୁ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ ଓ ସଦାପ୍ରଭୁ ଆପଣଙ୍କଠାରୁ ମୋହର ପରିଶୋଧ ନେଉନ୍ତୁ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ।


ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି, ଏଥିପାଇଁ ଯେପର୍ଯ୍ୟନ୍ତ ସେ ମୋʼ ବିବାଦର ସପକ୍ଷବାଦୀ ହୋଇ ମୋର ବିଚାର ନିଷ୍ପତ୍ତି ନ କରନ୍ତି, ସେପର୍ଯ୍ୟନ୍ତ ମୁଁ ତାହାଙ୍କ କ୍ରୋଧରୂପ ଭାର ବହନ କରିବି; ସେ ମୋତେ ବାହାର କରି ଆଲୁଅକୁ ଆଣିବେ ଓ ମୁଁ ତାହାଙ୍କର ଧାର୍ମିକତା ଦେଖିବି।


ହେ ଗୋଷ୍ଠୀଗଣ, ତୁମ୍ଭେ ସମସ୍ତେ ଶୁଣ; ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ, ମନୋଯୋଗ କର; ପ୍ରଭୁ ସଦାପ୍ରଭୁ, ଆପଣା ପବିତ୍ର ମନ୍ଦିରରୁ ପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ହେଉନ୍ତୁ।


ଏହିରୂପେ, ତାହାର ପିତା ଯିହୋୟାଦା ଯୋୟାଶ୍‍ ରାଜାଙ୍କ ପ୍ରତି ଯେଉଁ ଦୟା ପ୍ରକାଶ କରିଥିଲା, ତାହା ସ୍ମରଣ ନ କରି ସେ ତାହାର ପୁତ୍ରକୁ ବଧ କଲେ। ପୁଣି, ସେ ମରଣକାଳରେ କହିଲା, “ସଦାପ୍ରଭୁ ଏଥିପ୍ରତି ଦୃଷ୍ଟିପାତ କରନ୍ତୁ ଓ ତହିଁର ପରିଶୋଧ ନେଉନ୍ତୁ।”


ଏଣୁ ଦାଉଦ ଚୋର ପଠାଇ ଶାଉଲ ନିଶ୍ଚୟ ଆସିଅଛନ୍ତି ବୋଲି ଜାଣିଲେ।


ଏହେତୁ ମୁଁ ତୁମ୍ଭ ବିରୁଦ୍ଧରେ କୌଣସି ପାପ କରି ନାହିଁ, ମାତ୍ର ତୁମ୍ଭେ ମୋହର ବିରୁଦ୍ଧରେ ଯୁଦ୍ଧ କରିବାରେ ମୋʼ ପ୍ରତି ଅନ୍ୟାୟ କର୍ମ କରୁଅଛ; ସଦାପ୍ରଭୁ ଯେ ବିଚାରକର୍ତ୍ତା, ସେ ଆଜି ଇସ୍ରାଏଲ-ସନ୍ତାନଗଣ ଓ ଅମ୍ମୋନ-ସନ୍ତାନଗଣ ମଧ୍ୟରେ ବିଚାରକର୍ତ୍ତା ହେଉନ୍ତୁ।”


ଏଉତ୍ତାରେ ନାବଲ ମରିଅଛି, ଏହା ଦାଉଦ ଶୁଣି କହିଲେ, “ନାବଲ ହସ୍ତରୁ ମୋହର ଅପମାନଜନକ ବିବାଦର ପ୍ରତିବାଦ କଲେ ଓ ଆପଣା ଦାସକୁ ମନ୍ଦ କର୍ମରୁ ନିବୃତ୍ତ କଲେ ଯେ ସଦାପ୍ରଭୁ, ସେ ଧନ୍ୟ ହେଉନ୍ତୁ; ଆଉ ସଦାପ୍ରଭୁ ନାବଲର ମନ୍ଦ କର୍ମର ପ୍ରତିଫଳ ତାହା ମସ୍ତକରେ ବର୍ତ୍ତାଇଅଛନ୍ତି।” ଏଉତ୍ତାରେ ଦାଉଦ ଅବୀଗଲକୁ ବିବାହ କରିବା ବିଷୟ କଥାବାର୍ତ୍ତା କରିବା ପାଇଁ ତାହା ନିକଟକୁ ଲୋକ ପଠାଇଲେ।


ପୁଣି, ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, “ମୁଁ କି କୁକ୍କୁର, ଯେ ତୁ ଯଷ୍ଟି ନେଇ ମୋʼ ପାଖକୁ ଆସିଛୁ?” ତହିଁରେ ପଲେଷ୍ଟୀୟ ଆପଣା ଦେବତାମାନଙ୍କ ନାମରେ ଦାଉଦଙ୍କୁ ଶାପ ଦେଲା।


ଏହେତୁ ଏବେ ସଦାପ୍ରଭୁଙ୍କ ଛାମୁରୁ ଦୂରରେ ମୋହର ରକ୍ତ ଭୂମିରେ ପତିତ ନ ହେଉ। କାରଣ ଯେପରି କେହି ପର୍ବତରେ ତିତ୍ତିର ପକ୍ଷୀ ପଛେ ମୃଗୟା କରେ, ସେପରି ଇସ୍ରାଏଲର ରାଜା ଗୋଟିଏ ଡାଉଁଶର ଅନ୍ୱେଷଣରେ ବାହାର ହୋଇ ଆସିଅଛନ୍ତି।”


Swiv nou:

Piblisite


Piblisite