Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 24:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତୁମ୍ଭେ ମୋʼ ପ୍ରତି କିପରି ଉତ୍ତମ ବ୍ୟବହାର କରିଅଛ, ତାହା ଆଜି ପ୍ରକାଶ କରିଅଛ; କାରଣ ସଦାପ୍ରଭୁ ମୋତେ ତୁମ୍ଭ ହସ୍ତରେ ଦେଲେ ହେଁ ତୁମ୍ଭେ ମୋତେ ବଧ କଲ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତୁମ୍ଭେ ମୋʼ ପ୍ରତି କିପରି ଉତ୍ତମ ବ୍ୟବହାର କରିଅଛ, ତାହା ଆଜି ପ୍ରକାଶ କରିଅଛ; କାରଣ ସଦାପ୍ରଭୁ ମୋତେ ତୁମ୍ଭ ହସ୍ତରେ ଦେଲେ ହେଁ ତୁମ୍ଭେ ମୋତେ ବଧ କଲ ନାହିଁ।

Gade chapit la Kopi

ଓଡିଆ ବାଇବେଲ

18 ତୁମ୍ଭେ ମୋ’ ପ୍ରତି କିପରି ଉତ୍ତମ ବ୍ୟବହାର କରିଅଛ, ତାହା ଆଜି ପ୍ରକାଶ କରିଅଛ; କାରଣ ସଦାପ୍ରଭୁ ମୋତେ ତୁମ୍ଭ ହସ୍ତରେ ଦେଲେ ହେଁ ତୁମ୍ଭେ ମୋତେ ବଧ କଲ ନାହିଁ।

Gade chapit la Kopi

ପବିତ୍ର ବାଇବଲ

18 ତୁମ୍ଭେ ମୋତେ କହିଲ, ତୁମ୍ଭେ ଯେଉଁ ଭଲ କାର୍ଯ୍ୟ କରିଛ, ସଦାପ୍ରଭୁ ମୋତେ ତୁମ୍ଭକୁ ଦେଇଥିଲେ କିନ୍ତୁ ତୁମ୍ଭେ ମୋତେ ହତ୍ୟା କଲ ନାହିଁ।

Gade chapit la Kopi




1 ଶାମୁୟେଲ 24:18
10 Referans Kwoze  

ପୁଣି, ସଦାପ୍ରଭୁ ପ୍ରତ୍ୟେକ ମନୁଷ୍ୟକୁ ତାହାର ଧାର୍ମିକତା ଓ ବିଶ୍ୱସ୍ତତା ପ୍ରମାଣେ ଫଳ ଦେଉନ୍ତୁ; ସଦାପ୍ରଭୁ ଆଜି ଆପଣଙ୍କୁ ମୋହର ହସ୍ତରେ ସମର୍ପଣ କଲେ ହେଁ ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବାକୁ ଇଚ୍ଛା କଲି ନାହିଁ।


ପୁଣି, ଶତ୍ରୁ ହସ୍ତରେ ତୁମ୍ଭେ ମୋତେ ବନ୍ଦ କରି ନାହଁ; ତୁମ୍ଭେ ପ୍ରଶସ୍ତ ସ୍ଥାନରେ ମୋର ଚରଣ ସ୍ଥାପନ କରିଅଛ।


ସେତେବେଳେ ଅବୀଶୟ ଦାଉଦଙ୍କୁ କହିଲେ, “ପରମେଶ୍ୱର ଆଜି ଆପଣଙ୍କ ଶତ୍ରୁକୁ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ଏଣୁ ଏବେ ଏହି ବର୍ଚ୍ଛାରେ ତାହାକୁ ଆଘାତ କରି ଏକାଥରକେ ଭୂମିରେ ବିଦ୍ଧ କରିବାକୁ ମୋତେ ଅନୁମତି ଦେଉନ୍ତୁ, ମୁଁ ତାହାକୁ ଦୁଇ ଥର ଆଘାତ କରିବି ନାହିଁ।”


ଦେଖନ୍ତୁ, ଆଜି ସଦାପ୍ରଭୁ ଗୁମ୍ଫା ମଧ୍ୟରେ କିପରି ଆପଣଙ୍କୁ ମୋହର ହସ୍ତରେ ଦେଇଥିଲେ, ଏହା ଆଜି ଆପଣଙ୍କ ଚକ୍ଷୁ ଦେଖିଅଛି; ଆପଣଙ୍କୁ ବଧ କରିବା ପାଇଁ କେହି କେହି ମୋତେ କହିଥିଲେ; ମାତ୍ର ମୋର ଚକ୍ଷୁ ଆପଣଙ୍କୁ ଦୟା କଲା ଓ ମୁଁ କହିଲି, ମୁଁ ଆପଣା ପ୍ରଭୁଙ୍କ ବିରୁଦ୍ଧରେ ହାତ ଉଠାଇବି ନାହିଁ, କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ।


ତେବେ ଦାଉଦ କହିଲେ, “କିୟୀଲା ନିବାସୀମାନେ ମୋତେ ଓ ମୋʼ ଲୋକମାନଙ୍କୁ କʼଣ ଶାଉଲଙ୍କ ହସ୍ତରେ ସମର୍ପଣ କରିବେ?” ତହିଁରେ ସଦାପ୍ରଭୁ କହିଲେ, “ସେମାନେ ତୁମ୍ଭକୁ ସମର୍ପଣ କରିବେ।”


ପୁଣି, ଦାଉଦ କିୟୀଲାକୁ ଆସିଅଛି ବୋଲି ଶାଉଲଙ୍କୁ କୁହାଯାଆନ୍ତେ, ଶାଉଲ କହିଲେ, “ପରମେଶ୍ୱର ତାହାକୁ ମୋʼ ହସ୍ତରେ ପରିତ୍ୟାଗ କରିଅଛନ୍ତି; ଯେହେତୁ ସେ ଦ୍ୱାର ଓ ଅର୍ଗଳବିଶିଷ୍ଟ ନଗରରେ ପ୍ରବେଶ କରିବା ହେତୁରୁ ଅବରୁଦ୍ଧ ହୋଇଅଛି।”


ମନୁଷ୍ୟ ଆପଣା ଶତ୍ରୁକୁ ପାଇଲେ, ସେ କʼଣ ତାକୁ ଭଲରେ ଯିବାକୁ ଦେବ? ଏଣୁ ଆଜି ତୁମ୍ଭେ ମୋʼ ପ୍ରତି ଯାହା କରିଅଛ, ତହିଁ ଲାଗି ସଦାପ୍ରଭୁ ତୁମ୍ଭକୁ ଉତ୍ତମ ପୁରସ୍କାର ଦେଉନ୍ତୁ।


ତହୁଁ ଯିହୁଦା ସେହି ସକଳ ପଦାର୍ଥ ଆପଣାର ବୋଲି ସ୍ୱୀକାର କରି କହିଲା, “ସେ ମୋʼ ଠାରୁ ଅଧିକ ଧର୍ମିଷ୍ଠା, କାରଣ ମୁଁ ତାକୁ ମୋର ପୁତ୍ର ଶେଲାକୁ ଦେଲି ନାହିଁ।” ମାତ୍ର ଯିହୁଦା ଆଉ ତାହା କତିକି ଗଲା ନାହିଁ।


ତେବେ ଶତ୍ରୁ ମୋହର ପ୍ରାଣ ପଛେ ଦୌଡ଼ି ତାହାକୁ ଧରୁ; ଆହୁରି, ସେ ମୋʼ ଜୀବନକୁ ଭୂମିରେ ଦଳି ପକାଉ, ପୁଣି, ମୋʼ ଗୌରବକୁ ଧୂଳିସାତ୍‍ କରୁ। [ସେଲା]


ତହିଁରେ ତୁମ୍ଭେ ତାହାର ମସ୍ତକରେ ଜ୍ୱଳ ଅଙ୍ଗାର ରାଶି କରି ଥୋଇବ, ପୁଣି, ସଦାପ୍ରଭୁ ତୁମ୍ଭକୁ ପୁରସ୍କାର ଦେବେ।


Swiv nou:

Piblisite


Piblisite