Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 24:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ମନୁଷ୍ୟ ଆପଣା ଶତ୍ରୁକୁ ପାଇଲେ, ସେ କʼଣ ତାକୁ ଭଲରେ ଯିବାକୁ ଦେବ? ଏଣୁ ଆଜି ତୁମ୍ଭେ ମୋʼ ପ୍ରତି ଯାହା କରିଅଛ, ତହିଁ ଲାଗି ସଦାପ୍ରଭୁ ତୁମ୍ଭକୁ ଉତ୍ତମ ପୁରସ୍କାର ଦେଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ମନୁଷ୍ୟ ଆପଣା ଶତ୍ରୁକୁ ପାଇଲେ, ସେ କʼଣ ତାକୁ ଭଲରେ ଯିବାକୁ ଦେବ? ଏଣୁ ଆଜି ତୁମ୍ଭେ ମୋʼ ପ୍ରତି ଯାହା କରିଅଛ, ତହିଁ ଲାଗି ସଦାପ୍ରଭୁ ତୁମ୍ଭକୁ ଉତ୍ତମ ପୁରସ୍କାର ଦେଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

19 ମନୁଷ୍ୟ ଆପଣା ଶତ୍ରୁକୁ ପାଇଲେ, ସେ କ’ଣ ତାକୁ ଭଲରେ ଯିବାକୁ ଦେବ ? ଏଣୁ ଆଜି ତୁମ୍ଭେ ମୋ’ ପ୍ରତି ଯାହା କରିଅଛ, ତହିଁ ଲାଗି ସଦାପ୍ରଭୁ ତୁମ୍ଭକୁ ଉତ୍ତମ ପୁରସ୍କାର ଦେଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ

19 ଯେତେବେଳେ ଜଣେ ମନୁଷ୍ୟ ନିଜର ଶତ୍ରୁକୁ ପାଏ ସେ ତାକୁ ଭଲରେ ଯିବାକୁ ଦିଏ ନାହିଁ। ତା’ ପ୍ରତି ଉତ୍ତମ ବ୍ୟବହାର କରେ ନାହିଁ। ଏଣୁ ଆଜି ମୋ’ ପ୍ରତି ଯାହା ଉତ୍ତମ କରିଅଛ, ସଦାପ୍ରଭୁ ତୁମ୍ଭକୁ ଉତ୍ତମ ପୁରସ୍କାର ଦିଅନ୍ତୁ।

Gade chapit la Kopi




1 ଶାମୁୟେଲ 24:19
8 Referans Kwoze  

ସଦାପ୍ରଭୁ ମୋହର ଧର୍ମାନୁସାରେ ମୋତେ ପୁରସ୍କାର ଦେଲେ; ମୋʼ ହସ୍ତର ଶୌଚ ଅନୁସାରେ ସେ ମୋତେ ଫଳ ଦେଲେ।


ଏଥିରେ ଶାଉଲ ଦାଉଦଙ୍କୁ କହିଲେ, “ହେ ମୋହର ପୁତ୍ର ଦାଉଦ, ତୁମ୍ଭେ ଧନ୍ୟ; ତୁମ୍ଭେ ମହତ କର୍ମ କରିବ ଓ ଅବଶ୍ୟ କୃତକାର୍ଯ୍ୟ ହେବ।” ତହୁଁ ଦାଉଦ ଆପଣା ପଥରେ ଗଲେ ଓ ଶାଉଲ ଆପଣା ସ୍ଥାନକୁ ଫେରିଗଲେ।


ତହୁଁ ଶାଉଲ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଆଶୀର୍ବାଦର ପାତ୍ର; କାରଣ ତୁମ୍ଭେମାନେ ମୋʼ ପ୍ରତି କୃପା କଲ।


ସେ ଆପଣା ମାତାକୁ କହିଲା, “ତୁମ୍ଭଠାରୁ ଯେଉଁ ଏଗାର ଶହ ଖଣ୍ଡ ରୂପା ନିଆଯାଇଅଛି, ଯହିଁ ବିଷୟରେ ତୁମ୍ଭେ ଅଭିଶାପ ଦେଇଅଛ ଓ ମଧ୍ୟ ମୋହର କର୍ଣ୍ଣରେ କହିଅଛ, ଦେଖ, ସେହି ରୂପା ମୋର ନିକଟରେ ଅଛି, ମୁଁ ତାହା ନେଇଅଛି;” ତହିଁରେ ତାହାର ମାତା କହିଲା, “ଆମ୍ଭ ପୁତ୍ର ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର ହେଉ।”


ସଦାପ୍ରଭୁ ତୁମ୍ଭ କର୍ମର ଫଳ ଦେଉନ୍ତୁ; ଇସ୍ରାଏଲର ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କ ପକ୍ଷ ତଳେ ତୁମ୍ଭେ ଆଶ୍ରୟ ନେବାକୁ ଆସିଅଛ, ସେ ତୁମ୍ଭକୁ ସମ୍ପୂର୍ଣ୍ଣ ପୁରସ୍କାର ଦେଉନ୍ତୁ।”


ପୁଣି, ସେ ତାଙ୍କୁ କହିଲା, “ଭୟ ନ କର; କାରଣ ମୋର ପିତା ଶାଉଲଙ୍କର ହସ୍ତ ତୁମ୍ଭକୁ ପାଇବ ନାହିଁ; ପୁଣି, ତୁମ୍ଭେ ଇସ୍ରାଏଲ ଉପରେ ରାଜା ହେବ ଓ ମୁଁ ତୁମ୍ଭର ଦ୍ୱିତୀୟ ହେବି; ଏହା ମଧ୍ୟ ମୋର ପିତା ଶାଉଲ ଜାଣନ୍ତି।”


ପୁଣି, ସଦାପ୍ରଭୁ ପ୍ରତ୍ୟେକ ମନୁଷ୍ୟକୁ ତାହାର ଧାର୍ମିକତା ଓ ବିଶ୍ୱସ୍ତତା ପ୍ରମାଣେ ଫଳ ଦେଉନ୍ତୁ; ସଦାପ୍ରଭୁ ଆଜି ଆପଣଙ୍କୁ ମୋହର ହସ୍ତରେ ସମର୍ପଣ କଲେ ହେଁ ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବାକୁ ଇଚ୍ଛା କଲି ନାହିଁ।


Swiv nou:

Piblisite


Piblisite