Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 24:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତହିଁରେ ଦାଉଦ ଶାଉଲଙ୍କ ନିକଟରେ ଶପଥ କଲେ। ଏଉତ୍ତାରେ ଶାଉଲ ଗୃହକୁ ଗଲେ; ମାତ୍ର ଦାଉଦ ଓ ତାଙ୍କର ଲୋକମାନେ ଦୁର୍ଗମ ସ୍ଥାନକୁ ଆରୋହୀ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ତହିଁରେ ଦାଉଦ ଶାଉଲଙ୍କ ନିକଟରେ ଶପଥ କଲେ। ଏଉତ୍ତାରେ ଶାଉଲ ଗୃହକୁ ଗଲେ; ମାତ୍ର ଦାଉଦ ଓ ତାଙ୍କର ଲୋକମାନେ ଦୁର୍ଗମ ସ୍ଥାନକୁ ଆରୋହୀ ଗଲେ।

Gade chapit la Kopi

ଓଡିଆ ବାଇବେଲ

22 ତହିଁରେ ଦାଉଦ ଶାଉଲଙ୍କ ନିକଟରେ ଶପଥ କଲେ। ଏଉତ୍ତାରେ ଶାଉଲ ଗୃହକୁ ଗଲେ; ମାତ୍ର ଦାଉଦ ଓ ତାଙ୍କର ଲୋକମାନେ ଦୁର୍ଗମ ସ୍ଥାନକୁ ଆରୋହୀ ଗଲେ।

Gade chapit la Kopi

ପବିତ୍ର ବାଇବଲ

22 ତେଣୁ ଦାଉଦ ଶାଉଲଙ୍କ ନିକଟରେ ପ୍ରତିଜ୍ଞା କଲେ। ଦାଉଦ ପ୍ରତିଜ୍ଞା କରି କହିଲେ ସେ କଦାପି ଶାଉଲଙ୍କ ପରିବାରକୁ ଧ୍ୱଂସ କରିବେ ନାହିଁ। ତା'ପରେ ଶାଉଲ ଗୃହକୁ ଫେରିଲେ। ଦାଉଦ ଓ ତାଙ୍କର ଲୋକମାନେ ଦୁର୍ଗକୁ ପଳାଇଗଲେ।

Gade chapit la Kopi




1 ଶାମୁୟେଲ 24:22
9 Referans Kwoze  

ଏଉତ୍ତାରେ ଦାଉଦ ସେହି ସ୍ଥାନରୁ ଯାଇ ଐନଗଦୀସ୍ଥ ଦୁର୍ଗମ ସ୍ଥାନରେ ବାସ କଲେ।


କିନ୍ତୁ ଯୀଶୁ ସେମାନଙ୍କୁ ବିଶ୍ୱାସ ନ କରି ସେମାନଙ୍କଠାରୁ ଆପଣାକୁ ପୃଥକ ରଖିଲେ, କାରଣ ସେ ସମସ୍ତଙ୍କୁ ଜାଣିଥିଲେ,


ଏଥିରେ ଶାଉଲ ଦାଉଦଙ୍କୁ କହିଲେ, “ହେ ମୋହର ପୁତ୍ର ଦାଉଦ, ତୁମ୍ଭେ ଧନ୍ୟ; ତୁମ୍ଭେ ମହତ କର୍ମ କରିବ ଓ ଅବଶ୍ୟ କୃତକାର୍ଯ୍ୟ ହେବ।” ତହୁଁ ଦାଉଦ ଆପଣା ପଥରେ ଗଲେ ଓ ଶାଉଲ ଆପଣା ସ୍ଥାନକୁ ଫେରିଗଲେ।


ଏହି ସମୟରେ ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ସବୁ କାର୍ଯ୍ୟରେ ସହାୟ ଅଟନ୍ତି।


ଏଥିପାଇଁ ତୁମ୍ଭେ ଆମ୍ଭ ପ୍ରତି ଓ ଆମ୍ଭର ପୁତ୍ରପୌତ୍ର ପ୍ରତି ବିଶ୍ୱାସଘାତକତା କରିବ ନାହିଁ; ପୁଣି, ଆମ୍ଭେ ତୁମ୍ଭ ପ୍ରତି ଯେପରି ଅନୁଗ୍ରହ କରିଅଛୁ, ତଦନୁସାରେ ତୁମ୍ଭେ ଆମ୍ଭ ପ୍ରତି ଓ ତୁମ୍ଭର ପ୍ରବାସ ସ୍ଥାନ ଏହି ଦେଶ ପ୍ରତି ଅନୁଗ୍ରହ କରିବ, ଆମ୍ଭ ଆଗରେ ପରମେଶ୍ୱରଙ୍କ ଶପଥ କରି ଏହି କଥା କୁହ।”


ତାହାରି ସନ୍ତାନମାନଙ୍କ ମଧ୍ୟରୁ ସାତ ଜଣ ପୁରୁଷ ଆମ୍ଭମାନଙ୍କ ହସ୍ତରେ ସମର୍ପିତ ହେଉନ୍ତୁ, ତହିଁରେ ଆମ୍ଭେମାନେ ସଦାପ୍ରଭୁଙ୍କ ମନୋନୀତ ଶାଉଲର ଗିବୀୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କୁ ଟଙ୍ଗାଇ ଦେବା।” ଏଥିରେ ରାଜା କହିଲେ, “ମୁଁ ସେମାନଙ୍କୁ ସମର୍ପି ଦେବି।”


ମାତ୍ର ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍‍ଙ୍କୁ ରାଜା ରକ୍ଷା କଲେ, ଯେହେତୁ ସେମାନଙ୍କ ମଧ୍ୟରେ, ଅର୍ଥାତ୍‍, ଦାଉଦ ଓ ଶାଉଲଙ୍କର ପୁତ୍ର ଯୋନାଥନ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ଥିଲା।


Swiv nou:

Piblisite


Piblisite