1 ଶାମୁୟେଲ 24:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ ଦାଉଦ ଶାଉଲଙ୍କୁ କହିଲେ, “ଦେଖନ୍ତୁ, ଦାଉଦ ଆପଣଙ୍କର ଅନିଷ୍ଟ ଚାହୁଁଅଛି, ଲୋକମାନଙ୍କର ଏପରି କଥା ଆପଣ କାହିଁକି ଶୁଣୁଅଛନ୍ତି?” Gade chapit laପବିତ୍ର ବାଇବଲ (Re-edited) - (BSI)9 ଆଉ ଦାଉଦ ଶାଉଲଙ୍କୁ କହିଲେ, ଦେଖନ୍ତୁ, ଦାଉଦ ଆପଣଙ୍କର ଅନିଷ୍ଟ ଚାହୁଁଅଛି, ଲୋକମାନଙ୍କର ଏପରି କଥା ଆପଣ କାହିଁକି ଶୁଣୁଅଛନ୍ତି? Gade chapit laଓଡିଆ ବାଇବେଲ9 ଆଉ ଦାଉଦ ଶାଉଲଙ୍କୁ କହିଲେ, ଦେଖନ୍ତୁ, ଦାଉଦ ଆପଣଙ୍କର ଅନିଷ୍ଟ ଚାହୁଁଅଛି, ଲୋକମାନଙ୍କର ଏପରି କଥା ଆପଣ କାହିଁକି ଶୁଣୁଅଛନ୍ତି ? Gade chapit laପବିତ୍ର ବାଇବଲ9 ଦାଉଦ ଶାଉଲଙ୍କୁ କହିଲେ, “ତୁମ୍ଭେ କାହିଁକି ଲୋକମାନଙ୍କ କଥା ଶୁଣିଲ ଯେତେବେଳେ ଲୋକମାନେ କହିଲେ, ‘ଦାଉଦ ଯୋଜନା କରିଛି ତୁମ୍ଭକୁ ମାରିବା ପାଇଁ।’ Gade chapit la |
ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାʼନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ-ସନ୍ତାନମାନେ ତାହା କରିଥାʼନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ‘ଯାଅ ଅନ୍ୟ ଦେବଗଣର ସେବା କର।’