1 ଶାମୁୟେଲ 25:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହିଁରେ ନାବଲ ଦାଉଦଙ୍କର ଦାସମାନଙ୍କୁ ଉତ୍ତର ଦେଇ କହିଲା, “ଦାଉଦ କିଏ? ଯିଶୀର ପୁତ୍ର କିଏ? ଆଜିକାଲି ଅନେକ ଦାସ ଅଛନ୍ତି, ଯେଉଁମାନେ ଆପଣା ଆପଣା ମୁନିବଠାରୁ ବିଗିଡ଼ି ବୁଲୁଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)10 ତହିଁରେ ନାବଲ ଦାଉଦଙ୍କର ଦାସମାନଙ୍କୁ ଉତ୍ତର ଦେଇ କହିଲା, ଦାଉଦ କିଏ? ଯିଶୀର ପୁତ୍ର କିଏ? ଆଜିକାଲି ଅନେକ ଦାସ ଅଛନ୍ତି, ଯେଉଁମାନେ ଆପଣା ଆପଣା ମୁନିବଠାରୁ ବିଗିଡ଼ି ବୁଲୁଛନ୍ତି। Gade chapit laଓଡିଆ ବାଇବେଲ10 ତହିଁରେ ନାବଲ ଦାଉଦଙ୍କର ଦାସମାନଙ୍କୁ ଉତ୍ତର ଦେଇ କହିଲା, ଦାଉଦ କିଏ ? ଯିଶୀର ପୁତ୍ର କିଏ ? ଆଜିକାଲି ଅନେକ ଦାସ ଅଛନ୍ତି, ଯେଉଁମାନେ ଆପଣା ଆପଣା ମୁନିବଠାରୁ ବିଗିଡ଼ି ବୁଲୁଛନ୍ତି। Gade chapit laପବିତ୍ର ବାଇବଲ10 ନାବଲ ଦାଉଦଙ୍କ ଲୋକମାନଙ୍କୁ ଉତ୍ତର ଦେଇ କହିଲା, “ଦାଉଦ କିଏ? ଯିଶୀର ପୁତ୍ର କିଏ? ଆଜିକାଲି ଅନେକ ଦାସ ଅଛନ୍ତି ଯେଉଁମାନେ ଆପଣା ଆପଣା ମୁନିବଠାରୁ ପଳାଇଯାଇ ବୁଲୁଛନ୍ତି। Gade chapit la |
ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଦାଉଦଙ୍କଠାରେ ଆମ୍ଭମାନଙ୍କର କି ଅଂଶ ଅଛି? ଏଣିକି ଯିଶୀର ପୁତ୍ରଠାରେ; ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ଆପଣା ଆପଣା ତମ୍ବୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ଘର କଥା ବୁଝ। ତହୁଁ ଇସ୍ରାଏଲୀୟମାନେ ଆପଣା ଆପଣା ତମ୍ବୁକୁ ଚାଲିଗଲେ।”