Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 25:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତେବେ ମୁଁ କʼଣ ଆପଣା ରୁଟି ଓ ଆପଣା ଜଳ ଓ ଆପଣା ଲୋମଛେଦକମାନଙ୍କ ନିମନ୍ତେ ହତ ପଶୁମାନଙ୍କ ମାଂସ ନେଇ କେଉଁଆଡ଼ର ଅଜ୍ଞାତ ଲୋକମାନଙ୍କୁ ଦେବି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତେବେ ମୁଁ କʼଣ ଆପଣା ରୋଟୀ ଓ ଆପଣା ଜଳ ଓ ଆପଣା ଲୋମଛେଦକମାନଙ୍କ ନିମନ୍ତେ ହତ ପଶୁମାନଙ୍କ ମାଂସ ନେଇ କେଉଁଆଡ଼ର ଅଜ୍ଞାତ ଲୋକମାନଙ୍କୁ ଦେବି?

Gade chapit la Kopi

ଓଡିଆ ବାଇବେଲ

11 ତେବେ ମୁଁ କ’ଣ ଆପଣା ରୁଟି ଓ ଆପଣା ଜଳ ଓ ଆପଣା ଲୋମଛେଦକମାନଙ୍କ ନିମନ୍ତେ ହତ ପଶୁମାନଙ୍କ ମାଂସ ନେଇ କେଉଁଆଡ଼ର ଅଜ୍ଞାତ ଲୋକମାନଙ୍କୁ ଦେବି ?

Gade chapit la Kopi

ପବିତ୍ର ବାଇବଲ

11 ମୁଁ କ’ଣ ନିଜର ରୋଟୀ, ନିଜର ଜଳ ଓ ନିଜର ଲୋମଛେଦକମାନଙ୍କ ନିମନ୍ତେ ହତ ପଶୁମାନଙ୍କ ମାଂସ ନେଇ କେଉଁ ଅଜ୍ଞାନ ଲୋକମାନଙ୍କୁ ଦେବି?”

Gade chapit la Kopi




1 ଶାମୁୟେଲ 25:11
16 Referans Kwoze  

ତହିଁରେ ସୁକ୍କୋତର ଅଧିପତିମାନେ କହିଲେ, “ସେବହ ଓ ସଲମୁନ୍ନର ହାତ ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭ ସୈନ୍ୟଗଣକୁ ରୁଟି ଦେବୁ?”


ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ୱାସୀ ସମସ୍ତଙ୍କର ମଙ୍ଗଳ କରୁ।


କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର;


ଅପରିଚିତ ତୁଲ୍ୟ, ଅଥବା ସୁପରିଚିତ, ମୃତକଳ୍ପ ତୁଲ୍ୟ, ଅଥବା ଦେଖ, ଆମ୍ଭେମାନେ ଜୀବିତ, ଶାସ୍ତିପ୍ରାପ୍ତ ତୁଲ୍ୟ,


ଅଥବା ଆପଣାର ଖାଦ୍ୟ ଏକା ଖାଇଥାଏ ଓ ପିତୃହୀନ ତହିଁରୁ ଖାଇ ନ ଥାଏ;


ସେହି ମନୁଷ୍ୟର ନାମ ନାବଲ ଓ ତାହାର ଭାର୍ଯ୍ୟାର ନାମ ଅବୀଗଲ; ସେହି ସ୍ତ୍ରୀ ବୁଦ୍ଧିମତୀ ଓ ରୂପବତୀ; ମାତ୍ର ସେହି ପୁରୁଷ କଟୁଭାଷୀ ଓ କୁକର୍ମକାରୀ ଓ ସେ କାଲେବ ବଂଶଜ ଥିଲା।


ପ୍ରାଚୀନମାନଙ୍କ ପ୍ରବାଦ କହେ, ଯଥା, ଦୁଷ୍ଟଠାରୁ ଦୁଷ୍ଟତା ବାହାରେ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ।


ପୁଣି ତୁମ୍ଭେ ଆପଣା ମନେ ମନେ କହିବ, “ଆମ୍ଭର ପରାକ୍ରମ ଓ ବାହୁ ବଳ ଏହିସବୁ ଐଶ୍ୱର୍ଯ୍ୟ ଲାଭ କରିଅଛି।”


ଏଥିଉତ୍ତାରେ ସେ ସୁକ୍କୋତର ଲୋକମାନଙ୍କ ନିକଟକୁ ଆସି କହିଲେ, “ସେବହ ଓ ସଲମୁନ୍ନକୁ ଦେଖ, ଏମାନଙ୍କ ବିଷୟରେ ତୁମ୍ଭେମାନେ ପରା ଆମ୍ଭକୁ ତୁଚ୍ଛ କରି କହିଥିଲ, ‘ସେବହ ଓ ସଲମୁନ୍ନର ହାତ କି ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭର କ୍ଳାନ୍ତ ଲୋକମାନଙ୍କୁ ରୁଟି ଦେବୁ?’”


ଆମ୍ଭେ ଶୁଣିଲୁ, ତୁମ୍ଭର ଲୋମଛେଦକମାନେ ଅଛନ୍ତି; ତୁମ୍ଭର ମେଷପାଳକମାନେ ଏବେ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ଆମ୍ଭେମାନେ ସେମାନଙ୍କର କୌଣସି ଅପକାର କରି ନାହୁଁ, କିଅବା କର୍ମିଲରେ ଥିବା ସମୟଯାକ ସେମାନଙ୍କର କିଛି ହଜି ନାହିଁ।


ତହୁଁ ଦାଉଦଙ୍କର ଯୁବାମାନେ ଆପଣା ବାଟରେ ଫେରିଗଲେ ଓ ତାଙ୍କ ନିକଟକୁ ଆସି ସେହି ସବୁ କଥା ତାଙ୍କୁ ଜଣାଇଲେ।


ତହୁଁ ସେ ସେଠାରୁ ପନୂୟେଲକୁ ଉଠିଯାଇ ସେଠାର ଲୋକମାନଙ୍କୁ ସେହିପରି କହିଲେ, ତହିଁରେ ସୁକ୍କୋତର ଲୋକମାନେ ଯେପରି ଉତ୍ତର କରିଥିଲେ, ପନୂୟେଲର ଲୋକମାନେ ମଧ୍ୟ ସେହିପରି ଉତ୍ତର ଦେଲେ।


Swiv nou:

Piblisite


Piblisite