1 ଶାମୁୟେଲ 25:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହୁଁ ଦାଉଦଙ୍କର ଯୁବାମାନେ ଆପଣା ବାଟରେ ଫେରିଗଲେ ଓ ତାଙ୍କ ନିକଟକୁ ଆସି ସେହି ସବୁ କଥା ତାଙ୍କୁ ଜଣାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ତହୁଁ ଦାଉଦଙ୍କର ଯୁବାମାନେ ଆପଣା ବାଟରେ ଫେରି ଗଲେ ଓ ତାଙ୍କ ନିକଟକୁ ଆସି ସେହିସବୁ କଥା ତାଙ୍କୁ ଜଣାଇଲେ। Gade chapit laଓଡିଆ ବାଇବେଲ12 ତହୁଁ ଦାଉଦଙ୍କର ଯୁବାମାନେ ଆପଣା ବାଟରେ ଫେରି ଗଲେ ଓ ତାଙ୍କ ନିକଟକୁ ଆସି ସେହିସବୁ କଥା ତାଙ୍କୁ ଜଣାଇଲେ। Gade chapit laପବିତ୍ର ବାଇବଲ12 ଦାଉଦର ଲୋକମାନେ ନିଜ ବାଟରେ ଫେରିଗଲେ ଓ ତାଙ୍କ ନିକଟକୁ ଆସି ସେ ସବୁ କଥା ତାଙ୍କୁ ଜଣାଇଲେ। Gade chapit la |
ତହୁଁ ଗାଦ୍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ ଜଣାଇ କହିଲା, “ତୁମ୍ଭ ଦେଶରେ ତିନି ବର୍ଷ ଦୁର୍ଭିକ୍ଷ ହେବ? କି ତୁମ୍ଭ ଶତ୍ରୁମାନେ ତୁମ୍ଭ ପଛେ ପଛେ ଗୋଡ଼ାଇବା ବେଳେ ତୁମ୍ଭେ ସେମାନଙ୍କ ଆଗେ ଆଗେ ତିନି ମାସ ପର୍ଯ୍ୟନ୍ତ ପଳାଇବ? କିଅବା ତିନି ଦିନ ପର୍ଯ୍ୟନ୍ତ ତୁମ୍ଭ ଦେଶରେ ମହାମାରୀ ହେବ? ଏହା ବୁଝ, ଆଉ ମୋʼ ପ୍ରେରଣା କର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ବିବେଚନା କର।”