Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 25:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଥିମଧ୍ୟରେ ଯୁବାମାନଙ୍କ ମଧ୍ୟରୁ ଜଣେ ନାବଲର ଭାର୍ଯ୍ୟା ଅବୀଗଲକୁ ଜଣାଇ କହିଲା, “ଦେଖ, ଦାଉଦ ଆମ୍ଭମାନଙ୍କ କର୍ତ୍ତାଙ୍କୁ ମଙ୍ଗଳବାଦ କରିବା ନିମନ୍ତେ ପ୍ରାନ୍ତରରୁ ଦୂତମାନଙ୍କୁ ପଠାଇଥିଲେ, ତହିଁରେ ସେ ସେମାନଙ୍କୁ ଖାଇ ଗୋଡ଼ାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଏଥି ମଧ୍ୟରେ ଯୁବାମାନଙ୍କ ମଧ୍ୟରୁ ଜଣେ ନାବଲର ଭାର୍ଯ୍ୟା ଅବୀଗଲକୁ ଜଣାଇ କହିଲା, ଦେଖ, ଦାଉଦ ଆମ୍ଭମାନଙ୍କ କର୍ତ୍ତାଙ୍କୁ ମଙ୍ଗଳବାଦ କରିବା ନିମନ୍ତେ ପ୍ରାନ୍ତରରୁ ଦୂତମାନଙ୍କୁ ପଠାଇଥିଲେ, ତହିଁରେ ସେ ସେମାନଙ୍କୁ ଖାଇ ଗୋଡ଼ାଇଲେ।

Gade chapit la Kopi

ଓଡିଆ ବାଇବେଲ

14 ଏଥି ମଧ୍ୟରେ ଯୁବାମାନଙ୍କ ମଧ୍ୟରୁ ଜଣେ ନାବଲର ଭାର୍ଯ୍ୟା ଅବୀଗଲକୁ ଜଣାଇ କହିଲା, ଦେଖ, ଦାଉଦ ଆମ୍ଭମାନଙ୍କ କର୍ତ୍ତାଙ୍କୁ ମଙ୍ଗଳବାଦ କରିବା ନିମନ୍ତେ ପ୍ରାନ୍ତରରୁ ଦୂତମାନଙ୍କୁ ପଠାଇଥିଲେ, ତହିଁରେ ସେ ସେମାନଙ୍କୁ ଖାଇ ଗୋଡ଼ାଇଲେ।

Gade chapit la Kopi

ପବିତ୍ର ବାଇବଲ

14 ଯୁବକମାନଙ୍କ ମଧ୍ୟରୁ ଜଣେ ନାବଲର ସ୍ତ୍ରୀ ଅବୀଗଲକୁ ଜଣାଇ କହିଲା, “ଦେଖ, ଦାଉଦ ଆମ୍ଭମାନଙ୍କ କର୍ତ୍ତାଙ୍କୁ ଶୁଭେଚ୍ଛା ଜଣେଇବା ନିମନ୍ତେ ମରୁଭୂମିରୁ ଦୂତମାନଙ୍କୁ ପଠାଇଥିଲେ, କିନ୍ତୁ ସେ ସେମାନଙ୍କୁ ଖରାପ ଭାବିଲେ।

Gade chapit la Kopi




1 ଶାମୁୟେଲ 25:14
4 Referans Kwoze  

ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ, ବାଃ! ରେ ମନ୍ଦିର-ଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ,


ପୁଣି, ସେ ହୋମବଳି ଉତ୍ସର୍ଗ କରିବାର ସମାପ୍ତ କରିବା ମାତ୍ରେ ଦେଖ, ଶାମୁୟେଲ ଉପସ୍ଥିତ ହେଲେ; ତହିଁରେ ଶାଉଲ ତାଙ୍କୁ ମଙ୍ଗଳବାଦ କରିବା ପାଇଁ ଭେଟିବାକୁ ଗଲେ।


ଏଥିରେ ଶାମୁୟେଲ ଶାଉଲଙ୍କ ନିକଟକୁ ଗଲେ; ପୁଣି, ଶାଉଲ ତାଙ୍କୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ଆଶୀର୍ବାଦ-ପାତ୍ର, ମୁଁ ସଦାପ୍ରଭୁଙ୍କ ବାକ୍ୟ ସଫଳ କରିଅଛି।”


ସେହି ମନୁଷ୍ୟର ନାମ ନାବଲ ଓ ତାହାର ଭାର୍ଯ୍ୟାର ନାମ ଅବୀଗଲ; ସେହି ସ୍ତ୍ରୀ ବୁଦ୍ଧିମତୀ ଓ ରୂପବତୀ; ମାତ୍ର ସେହି ପୁରୁଷ କଟୁଭାଷୀ ଓ କୁକର୍ମକାରୀ ଓ ସେ କାଲେବ ବଂଶଜ ଥିଲା।


Swiv nou:

Piblisite


Piblisite