1 ଶାମୁୟେଲ 25:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ହେ ମୋହର ପ୍ରଭୋ, ସଦାପ୍ରଭୁ ତ ଆପଣଙ୍କୁ ରକ୍ତପାତ ଦୋଷରୁ ଓ ଆପଣଙ୍କ ନିଜ ହସ୍ତରେ ଆତ୍ମ-ପ୍ରତିକାର କରିବାରୁ ବାରଣ କଲେ, ଏହେତୁ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣ ଜୀବିତ ଥିବା ପ୍ରମାଣେ ଆପଣଙ୍କ ଶତ୍ରୁମାନେ ଓ ମୋର ପ୍ରଭୁଙ୍କ ଅମଙ୍ଗଳ ଅନ୍ୱେଷଣକାରୀମାନେ ନାବଲ ପରି ହେଉନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)26 ହେ ମୋହର ପ୍ରଭୋ, ସଦାପ୍ରଭୁ ତ ଆପଣଙ୍କୁ ରକ୍ତପାତ ଦୋଷରୁ ଓ ଆପଣଙ୍କ ନିଜ ହସ୍ତରେ ଆତ୍ମ-ପ୍ରତିକାର କରିବାରୁ ବାରଣ କଲେ, ଏହେତୁ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣ ଜୀବିତ ଥିବା ପ୍ରମାଣେ ଆପଣଙ୍କ ଶତ୍ରୁମାନେ ଓ ମୋର ପ୍ରଭୁଙ୍କ ଅମଙ୍ଗଳ ଅନ୍ଵେଷଣକାରୀମାନେ ନାବଲ ପରି ହେଉନ୍ତୁ। Gade chapit laଓଡିଆ ବାଇବେଲ26 ହେ ମୋହର ପ୍ରଭୁ, ସଦାପ୍ରଭୁ ତ ଆପଣଙ୍କୁ ରକ୍ତପାତ ଦୋଷରୁ ଓ ଆପଣଙ୍କ ନିଜ ହସ୍ତରେ ଆତ୍ମ-ପ୍ରତିକାର କରିବାରୁ ବାରଣ କଲେ, ଏହେତୁ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣ ଜୀବିତ ଥିବା ପ୍ରମାଣେ ଆପଣଙ୍କ ଶତ୍ରୁମାନେ ଓ ମୋର ପ୍ରଭୁଙ୍କ ଅମଙ୍ଗଳ ଅନ୍ୱେଷଣକାରୀମାନେ ନାବଲ ପରି ହେଉନ୍ତୁ। Gade chapit laପବିତ୍ର ବାଇବଲ26 ହେ ମୋର ପ୍ରଭୁ, ସଦାପ୍ରଭୁ ତ ଆପଣଙ୍କୁ ନିରୀହ ଲୋକମାନଙ୍କର ରକ୍ତପାତ ବାରଣ କଲେ। ତେଣୁ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ତୁମ୍ଭେ ଜୀବିତ ଥିବା ଯାଏ ତୁମ୍ଭର ଶତ୍ରୁମାନେ ଯେଉଁମାନେ ତୁମ୍ଭର କ୍ଷତି କରିବା ପାଇଁ ଗ୍ଭହାନ୍ତି, ସେମାନେ ନାବଲ ପରି ହୁଅନ୍ତୁ। Gade chapit la |
ତହିଁରେ ବେଲ୍ଟଶତ୍ସର ନାମକ ଦାନିୟେଲ କ୍ଷଣକାଳ ଚମତ୍କୃତ ହୋଇ ରହିଲେ ଓ ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା। ରାଜା ଉତ୍ତର କରି କହିଲା, “ହେ ବେଲ୍ଟଶତ୍ସର, ସେହି ସ୍ୱପ୍ନ ଅବା ତହିଁର ଅର୍ଥ ତୁମ୍ଭଙ୍କୁ ବ୍ୟାକୁଳିତ ନ କରୁ।” ବେଲ୍ଟଶତ୍ସର ଉତ୍ତର କରି କହିଲେ, “ହେ ମୋର ପ୍ରଭୁ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି, ସେମାନଙ୍କ ପାଇଁ ଏହି ସ୍ୱପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତହିଁର ଅର୍ଥ ଘଟୁ।
ଏଉତ୍ତାରେ ନାବଲ ମରିଅଛି, ଏହା ଦାଉଦ ଶୁଣି କହିଲେ, “ନାବଲ ହସ୍ତରୁ ମୋହର ଅପମାନଜନକ ବିବାଦର ପ୍ରତିବାଦ କଲେ ଓ ଆପଣା ଦାସକୁ ମନ୍ଦ କର୍ମରୁ ନିବୃତ୍ତ କଲେ ଯେ ସଦାପ୍ରଭୁ, ସେ ଧନ୍ୟ ହେଉନ୍ତୁ; ଆଉ ସଦାପ୍ରଭୁ ନାବଲର ମନ୍ଦ କର୍ମର ପ୍ରତିଫଳ ତାହା ମସ୍ତକରେ ବର୍ତ୍ତାଇଅଛନ୍ତି।” ଏଉତ୍ତାରେ ଦାଉଦ ଅବୀଗଲକୁ ବିବାହ କରିବା ବିଷୟ କଥାବାର୍ତ୍ତା କରିବା ପାଇଁ ତାହା ନିକଟକୁ ଲୋକ ପଠାଇଲେ।