Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 25:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 କାରଣ ତୁମ୍ଭକୁ ହିଂସା କରିବାରୁ ମୋତେ ବାରଣ କଲେ ଯେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର, ତାହାଙ୍କର ଜୀବିତ ଥିବା ପ୍ରମାଣେ ଏହା ସତ୍ୟ ଯେ, ତୁମ୍ଭେ ଶୀଘ୍ର ମୋତେ ଭେଟିବା ପାଇଁ ଆସି ନ ଥିଲେ, ସକାଳ ଆଲୁଅ ବେଳକୁ ନାବଲର ଗୋଟିଏ ପୁରୁଷ ପିଲା ଅବଶିଷ୍ଟ ନ ଥାଆନ୍ତା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 କାରଣ ତୁମ୍ଭକୁ ହିଂସା କରିବାରୁ ମୋତେ ବାରଣ କଲେ ଯେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର, ତାହାଙ୍କର ଜୀବିତ ଥିବା ପ୍ରମାଣେ ଏହା ସତ୍ୟ ଯେ, ତୁମ୍ଭେ ଶୀଘ୍ର ମୋତେ ଭେଟିବା ପାଇଁ ଆସି ନ ଥିଲେ, ସକାଳ ଆଲୁଅ ବେଳକୁ ନାବଲର ଗୋଟିଏ ପୁରୁଷ ପିଲା ଅବଶିଷ୍ଟ ନ ଥାʼନ୍ତା।

Gade chapit la Kopi

ଓଡିଆ ବାଇବେଲ

34 କାରଣ ତୁମ୍ଭକୁ ହିଂସା କରିବାରୁ ମୋତେ ବାରଣ କଲେ ଯେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର, ତାହାଙ୍କର ଜୀବିତ ଥିବା ପ୍ରମାଣେ ଏହା ସତ୍ୟ ଯେ, ତୁମ୍ଭେ ଶୀଘ୍ର ମୋତେ ଭେଟିବା ପାଇଁ ଆସି ନ ଥିଲେ, ସକାଳ ଆଲୁଅ ବେଳକୁ ନାବଲର ଗୋଟିଏ ପୁରୁଷ ପିଲା ଅବଶିଷ୍ଟ ନ ଥାଆନ୍ତା।

Gade chapit la Kopi

ପବିତ୍ର ବାଇବଲ

34 ସଦାପ୍ରଭୁ ମୋତେ ତୁମ୍ଭକୁ ଆଘାତ କରିବାରୁ ବାରଣ କଲେ। ନିଶ୍ଚିତ ଭାବରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଯେପର୍ଯ୍ୟନ୍ତ ଅଛନ୍ତି, ଯଦି ତୁମ୍ଭେ ମୋତେ ସାକ୍ଷାତ କରିବା ପାଇଁ ଶୀଘ୍ର ଆସି ନ ଥା’ନ୍ତ, ପ୍ରତ୍ୟୁଷ ବେଳକୁ ନାବଲ ପରିବାର କେହି ଜଣେ ପୁରୁଷ ଜୀବିତ ରହି ନ ଥା’ନ୍ତା।”

Gade chapit la Kopi




1 ଶାମୁୟେଲ 25:34
8 Referans Kwoze  

ହେ ମୋହର ପ୍ରଭୋ, ସଦାପ୍ରଭୁ ତ ଆପଣଙ୍କୁ ରକ୍ତପାତ ଦୋଷରୁ ଓ ଆପଣଙ୍କ ନିଜ ହସ୍ତରେ ଆତ୍ମ-ପ୍ରତିକାର କରିବାରୁ ବାରଣ କଲେ, ଏହେତୁ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣ ଜୀବିତ ଥିବା ପ୍ରମାଣେ ଆପଣଙ୍କ ଶତ୍ରୁମାନେ ଓ ମୋର ପ୍ରଭୁଙ୍କ ଅମଙ୍ଗଳ ଅନ୍ୱେଷଣକାରୀମାନେ ନାବଲ ପରି ହେଉନ୍ତୁ।


ତହୁଁ ଅବୀଗଲ ଶୀଘ୍ର ଦୁଇ ଶହ ରୁଟି ଓ ଦୁଇ କୁମ୍ପା ଦ୍ରାକ୍ଷାରସ ଓ ପାଞ୍ଚୋଟି କଟା ମେଷ ଓ ପାଞ୍ଚ ଗଉଣୀ ଭଜା ଶସ୍ୟ ଓ ଶହେ ପେଣ୍ଡା ଦ୍ରାକ୍ଷାଫଳ ଓ ଦୁଇ ଶହ ଡିମ୍ବିରି ଚକ୍ତି ନେଇ ଗଧମାନଙ୍କ ଉପରେ ନଦିଲା।


ପରଦିନ ଶାଉଲ ଲୋକମାନଙ୍କୁ ତିନି ଦଳ କଲେ; ତେଣୁ ସେମାନେ ପ୍ରଭାତୀୟ ପ୍ରହରରେ ଅମ୍ମୋନୀୟମାନଙ୍କ ଛାଉଣି ମଧ୍ୟକୁ ଯାଇ ଖରାବେଳ ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କଲେ; ତହିଁରେ ସେମାନଙ୍କର ଅବଶିଷ୍ଟ ଲୋକମାନେ ଏପରି ଛିନ୍ନଭିନ୍ନ ହେଲେ ଯେ, ସେମାନଙ୍କର ଦୁଇ ଜଣ ଏକତ୍ର ରହିଲେ ନାହିଁ।


ତହୁଁ ଯିହୋଶୂୟ ଅକସ୍ମାତ୍‍ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; କାରଣ ସେ ଗିଲ୍‍ଗଲ୍‍ଠାରୁ ରାତ୍ରିଯାକ ଚାଲିଥିଲେ।


ଏଥିରେ ଗିବୀୟୋନୀୟ ଲୋକମାନେ ଗିଲ୍‍ଗଲ୍‍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ କହି ପଠାଇଲେ, “ତୁମ୍ଭେ ଆପଣାର ଏହି ଦାସମାନଙ୍କଠାରୁ ଆପଣା ହାତ କାଢ଼ି ନ ନିଅ; ଶୀଘ୍ର ଆମ୍ଭମାନଙ୍କ ନିକଟକୁ ଆସ, ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କର ଉପକାର କର; କାରଣ ପର୍ବତ ନିବାସୀ ଇମୋରୀୟମାନଙ୍କ ସମସ୍ତ ରାଜା ଆମ୍ଭମାନଙ୍କ ବିରୁଦ୍ଧରେ ଏକତ୍ର ହୋଇଅଛନ୍ତି।”


ତେବେ ପରମେଶ୍ୱର ସ୍ୱପ୍ନ ଯୋଗେ ତାହାକୁ କହିଲେ, “ତୁମ୍ଭେ ମନର ସରଳତାରେ ଏହି କର୍ମ କରିଅଛ; ଏହା ଆମ୍ଭେ ଜାଣୁ; ପୁଣି, ଆମ୍ଭେ ମଧ୍ୟ ଆମ୍ଭ ବିରୁଦ୍ଧରେ ପାପ କରିବାକୁ ତୁମ୍ଭକୁ ବାରଣ କଲୁ; ଏନିମନ୍ତେ ତାଙ୍କୁ ସ୍ପର୍ଶ କରିବାକୁ ତୁମ୍ଭଙ୍କୁ ଦେଲୁ ନାହିଁ।


ଏହାର ଯାହା କିଛି ଅଛି, ସେସବୁ ମଧ୍ୟରୁ ଯେବେ ସକାଳ ଆଲୁଅ ପର୍ଯ୍ୟନ୍ତ ଗୋଟିଏ ପୁରୁଷ ପିଲା ଅବଶିଷ୍ଟ ରଖେ, ତେବେ ପରମେଶ୍ୱର ଦାଉଦଙ୍କର ଶତ୍ରୁମାନଙ୍କୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”


ଏଉତ୍ତାରେ ନାବଲ ମରିଅଛି, ଏହା ଦାଉଦ ଶୁଣି କହିଲେ, “ନାବଲ ହସ୍ତରୁ ମୋହର ଅପମାନଜନକ ବିବାଦର ପ୍ରତିବାଦ କଲେ ଓ ଆପଣା ଦାସକୁ ମନ୍ଦ କର୍ମରୁ ନିବୃତ୍ତ କଲେ ଯେ ସଦାପ୍ରଭୁ, ସେ ଧନ୍ୟ ହେଉନ୍ତୁ; ଆଉ ସଦାପ୍ରଭୁ ନାବଲର ମନ୍ଦ କର୍ମର ପ୍ରତିଫଳ ତାହା ମସ୍ତକରେ ବର୍ତ୍ତାଇଅଛନ୍ତି।” ଏଉତ୍ତାରେ ଦାଉଦ ଅବୀଗଲକୁ ବିବାହ କରିବା ବିଷୟ କଥାବାର୍ତ୍ତା କରିବା ପାଇଁ ତାହା ନିକଟକୁ ଲୋକ ପଠାଇଲେ।


Swiv nou:

Piblisite


Piblisite