Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 25:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ତହୁଁ ଦାଉଦଙ୍କର ଦାସମାନେ କର୍ମିଲକୁ; ଅବୀଗଲ କତିକି ଆସି ତାହାକୁ କହିଲେ, “ଦାଉଦ ତୁମ୍ଭକୁ ବିବାହ କରିବା ପାଇଁ ତାଙ୍କ ନିକଟକୁ ନେବାକୁ ଆମ୍ଭମାନଙ୍କୁ ତୁମ୍ଭ କତିକି ପଠାଇଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ତହୁଁ ଦାଉଦଙ୍କର ଦାସମାନେ କର୍ମିଲକୁ; ଅବୀଗଲ କତିକି ଆସି ତାହାକୁ କହିଲେ, ଦାଉଦ ତୁମ୍ଭକୁ ବିବାହ କରିବା ପାଇଁ ତାଙ୍କ ନିକଟକୁ ନେବାକୁ ଆମ୍ଭମାନଙ୍କୁ ତୁମ୍ଭ କତିକି ପଠାଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

40 ତହୁଁ ଦାଉଦଙ୍କର ଦାସମାନେ କର୍ମିଲକୁ; ଅବୀଗଲ କତିକି ଆସି ତାହାକୁ କହିଲେ, ଦାଉଦ ତୁମ୍ଭକୁ ବିବାହ କରିବା ପାଇଁ ତାଙ୍କ ନିକଟକୁ ନେବାକୁ ଆମ୍ଭମାନଙ୍କୁ ତୁମ୍ଭ କତିକି ପଠାଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

40 ଦାଉଦଙ୍କ ଦାସମାନେ କର୍ମିଲକୁ ଗଲେ ଏବଂ ଅବୀଗଲକୁ କହିଲେ, “ଦାଉଦ ତୁମ୍ଭକୁ ନେଇଯିବା ପାଇଁ ଏଠାକୁ ପଠାଇଛନ୍ତି। ଦାଉଦ ଗ୍ଭହାନ୍ତି, ତୁମ୍ଭକୁ ସ୍ତ୍ରୀରୂପେ ଗ୍ରହଣ କରିବା ପାଇଁ।”

Gade chapit la Kopi




1 ଶାମୁୟେଲ 25:40
5 Referans Kwoze  

ଦେଖ, ରିବିକା ତୁମ୍ଭ ସମ୍ମୁଖରେ ଅଛି, ତାହାକୁ ଘେନି ପ୍ରସ୍ଥାନ କର, ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ତୁମ୍ଭ କର୍ତ୍ତାଙ୍କ ପୁତ୍ରର ଭାର୍ଯ୍ୟା ହେଉ।”


ଏଉତ୍ତାରେ ନାବଲ ମରିଅଛି, ଏହା ଦାଉଦ ଶୁଣି କହିଲେ, “ନାବଲ ହସ୍ତରୁ ମୋହର ଅପମାନଜନକ ବିବାଦର ପ୍ରତିବାଦ କଲେ ଓ ଆପଣା ଦାସକୁ ମନ୍ଦ କର୍ମରୁ ନିବୃତ୍ତ କଲେ ଯେ ସଦାପ୍ରଭୁ, ସେ ଧନ୍ୟ ହେଉନ୍ତୁ; ଆଉ ସଦାପ୍ରଭୁ ନାବଲର ମନ୍ଦ କର୍ମର ପ୍ରତିଫଳ ତାହା ମସ୍ତକରେ ବର୍ତ୍ତାଇଅଛନ୍ତି।” ଏଉତ୍ତାରେ ଦାଉଦ ଅବୀଗଲକୁ ବିବାହ କରିବା ବିଷୟ କଥାବାର୍ତ୍ତା କରିବା ପାଇଁ ତାହା ନିକଟକୁ ଲୋକ ପଠାଇଲେ।


ଏଥିରେ ସେ ଉଠି ଭୂମିଷ୍ଠ ପ୍ରଣାମ କରି କହିଲା, “ଦେଖ, ତୁମ୍ଭ ଦାସୀ ମୋହର ପ୍ରଭୁଙ୍କ ଦାସମାନଙ୍କ ପାଦ ଧୋଇବା ଦାସୀ।”


ଅନୁଗ୍ରହଜନିକା ସ୍ତ୍ରୀ ଗୌରବ ଧରି ରଖେ, ପୁଣି, ଉପଦ୍ରବୀ ଲୋକେ ସମ୍ପତ୍ତି ଧରି ରଖନ୍ତି।


Swiv nou:

Piblisite


Piblisite