Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 25:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ତହୁଁ ଅବୀଗଲ ନିଜର ପାଞ୍ଚ ଅନୁଚରୀ ଯୁବତୀଙ୍କି ସଙ୍ଗେ ଘେନି ଶୀଘ୍ର ଉଠି ଗର୍ଦ୍ଦଭ ଉପରେ ଆରୋହଣ କଲା; ପୁଣି, ସେ ଦାଉଦଙ୍କର ଦୂତମାନଙ୍କ ପଶ୍ଚାଦ୍‍ଗମନ କରି ତାଙ୍କର ଭାର୍ଯ୍ୟା ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ତହୁଁ ଅବୀଗଲ ନିଜର ପାଞ୍ଚ ଅନୁଚରୀ ଯୁବତୀଙ୍କି ସଂଗେ ଘେନି ଶୀଘ୍ର ଉଠି ଗର୍ଦ୍ଦଭ ଉପରେ ଆରୋହଣ କଲା; ପୁଣି ସେ ଦାଉଦଙ୍କର ଦୂତମାନଙ୍କ ପଶ୍ଚାଦ୍ଗମନ କରି ତାଙ୍କର ଭାର୍ଯ୍ୟା ହେଲା।

Gade chapit la Kopi

ଓଡିଆ ବାଇବେଲ

42 ତହୁଁ ଅବୀଗଲ ନିଜର ପାଞ୍ଚ ଅନୁଚରୀ ଯୁବତୀଙ୍କି ସଙ୍ଗେ ଘେନି ଶୀଘ୍ର ଉଠି ଗର୍ଦ୍ଦଭ ଉପରେ ଆରୋହଣ କଲା; ପୁଣି, ସେ ଦାଉଦଙ୍କର ଦୂତମାନଙ୍କ ପଶ୍ଚାଦ୍‍ଗମନ କରି ତାଙ୍କର ଭାର୍ଯ୍ୟା ହେଲା।

Gade chapit la Kopi

ପବିତ୍ର ବାଇବଲ

42 ଅବୀଗଲ ଶୀଘ୍ର ଗଧପିଠିରେ ବସି ଦାଉଦଙ୍କର ବାର୍ତ୍ତାବହଙ୍କ ସହିତ ଆସିଲେ, ଅବୀଗଲ ତାଙ୍କ ସହିତ ପାଞ୍ଚ ଜଣ ଅନୁଚରୀ ଯୁବତୀଙ୍କୁ ସଙ୍ଗରେ ଆଣିଲେ। ସେ ଦାଉଦଙ୍କର ସ୍ତ୍ରୀ ହୋଇ ରହିଲେ।

Gade chapit la Kopi




1 ଶାମୁୟେଲ 25:42
7 Referans Kwoze  

ପୁଣି, ଦାଉଦ ଓ ତାଙ୍କର ଲୋକମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପରିବାର ସହିତ ଆଖୀଶ୍‍ ନିକଟରେ ଗାଥ୍‍ ନଗରରେ ବାସ କଲେ, ବିଶେଷତଃ ଦାଉଦ ଓ ଯିଷ୍ରିୟେଲୀୟା ଅହୀନୋୟମ୍‍ ଓ ନାବଲର ଭାର୍ଯ୍ୟା କର୍ମିଲୀୟା ଅବୀଗଲ ନାମ୍ନୀ ତାଙ୍କର ଏହି ଦୁଇ ଭାର୍ଯ୍ୟା ସେଠାରେ ବାସ କଲେ।


ପୁଣି, ଯିଷ୍ରିୟେଲୀୟା ଅହୀନୋୟମ୍‍ ଓ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲ ନାମ୍ନୀ ଦାଉଦଙ୍କର ଦୁଇ ଭାର୍ଯ୍ୟା ବନ୍ଦୀ ହୋଇଥିଲେ।


ଏଣୁ ଦାଉଦ ଓ ତାଙ୍କର ଦୁଇ ଭାର୍ଯ୍ୟା ଯିଷ୍ରିୟେଲୀୟା ଅହୀନୋୟମ୍‍ ଓ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲ ନାମ୍ନୀ ସେହି ସ୍ଥାନକୁ ଗଲେ।


ପୁଣି ହିବ୍ରୋଣରେ ଦାଉଦଙ୍କର କେତେକ ପୁତ୍ର ଜାତ ହେଲେ; ତାଙ୍କର ପ୍ରଥମଜାତ ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମ୍‍ଠାରୁ ଜାତ;


ପୁଣି ଦ୍ୱିତୀୟ ପୁତ୍ର କିଲାବ୍‍, ସେ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲଠାରୁ ଜାତ, ପୁଣି ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର।


Swiv nou:

Piblisite


Piblisite