Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 25:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ମାତ୍ର ଶାଉଲ ଆପଣା ମୀଖଲ ନାମ୍ନୀ କନ୍ୟା ଦାଉଦଙ୍କର ଭାର୍ଯ୍ୟାକୁ ଗଲ୍ଲୀମ ନିବାସୀ ଲୟିଶର ପୁତ୍ର ପଲ୍ଟିକୁ ଦେଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ମାତ୍ର ଶାଉଲ ଆପଣା ମୀଖଲ ନାମ୍ନୀ କନ୍ୟା ଦାଉଦଙ୍କର ଭାର୍ଯ୍ୟାକୁ ଗଲିମ୍ ନିବାସୀ ଲୟିଶର ପୁତ୍ର ପଲ୍ଟିକି ଦେଇଥିଲେ।

Gade chapit la Kopi

ଓଡିଆ ବାଇବେଲ

44 ମାତ୍ର ଶାଉଲ ଆପଣା ମୀଖଲ ନାମ୍ନୀ କନ୍ୟା ଦାଉଦଙ୍କର ଭାର୍ଯ୍ୟାକୁ ଗଲ୍ଲୀମ ନିବାସୀ ଲୟିଶର ପୁତ୍ର ପଲ୍‍ଟିକୁ ଦେଇଥିଲେ।

Gade chapit la Kopi

ପବିତ୍ର ବାଇବଲ

44 ଶାଉଲ ନିଜର କନ୍ୟା ମୀଖଲକୁ, ଦାଉଦଙ୍କର ସ୍ତ୍ରୀକୁ ଗଲିମ୍ ନିବାସୀ ଲୟିସ ପୁତ୍ର ପ‌ଲ୍‌ଟିକି ଦେଇଥିଲେ।

Gade chapit la Kopi




1 ଶାମୁୟେଲ 25:44
5 Referans Kwoze  

ତହୁଁ ଦାଉଦ ଶାଉଲଙ୍କର ପୁତ୍ର ଈଶ୍‍ବୋଶତ ନିକଟକୁ ବାର୍ତ୍ତାବହମାନଙ୍କୁ ପଠାଇ କହିଲେ, “ମୁଁ ପଲେଷ୍ଟୀୟମାନଙ୍କର ଏକ ଶହ ସୁନ୍ନତ ଚର୍ମ ଦେଇ ଯାହାକୁ ବିବାହ କରିଅଛି, ମୋହର ଭାର୍ଯ୍ୟା ସେହି ମୀଖଲକୁ ମୋତେ ଦିଅ।”


ଏଥିଉତ୍ତାରେ କାଳ ସମ୍ପୂର୍ଣ୍ଣ ନୋହୁଣୁ, ଦାଉଦ ଓ ତାଙ୍କର ଲୋକମାନେ ଉଠିଯାଇ ପଲେଷ୍ଟୀୟମାନଙ୍କର ଦୁଇ ଶହ ଲୋକଙ୍କୁ ବଧ କଲେ; ପୁଣି, ଦାଉଦ ସେମାନଙ୍କର ସୁନ୍ନତ ଚର୍ମ ଆଣିଲେ, ତହୁଁ ସେ ଯେପରି ରାଜାଙ୍କର ଜୁଆଁଇ ହେବେ, ଏଥିପାଇଁ ପୂର୍ଣ୍ଣ ସଂଖ୍ୟାନୁସାରେ ତାହା ରାଜାଙ୍କୁ ଦେଲେ। ତହିଁରେ ଶାଉଲ ତାଙ୍କୁ ଆପଣା କନ୍ୟା ମୀଖଲକୁ ଭାର୍ଯ୍ୟା ରୂପେ ଦାନ କଲେ।


ଆଗୋ ଗଲ୍ଲୀମର କନ୍ୟେ, ତୁମ୍ଭେ ଆପଣା ରବରେ ଉଚ୍ଚ ଶବ୍ଦ କର, ହେ ଲୟିଶ୍‍, କର୍ଣ୍ଣପାତ କର, ଆଃ ଦୁଃଖିନୀ ଅନାଥୋତ୍‍,


ପୁଣି, ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ପ୍ରେମ କଲା; ତହୁଁ ଲୋକମାନେ ଶାଉଲଙ୍କୁ ତାହା ଜଣାନ୍ତେ, ସେ କଥା ତାଙ୍କ ଦୃଷ୍ଟିରେ ପସନ୍ଦ ହେଲା।


ତହିଁରେ ଈଶ୍‍ବୋଶତ ଲୋକ ପଠାଇ ଲୟିଶର ପୁତ୍ର ପଲ୍ଟୀୟେଲ ନାମକ ତାହାର ସ୍ୱାମୀ ନିକଟରୁ ମୀଖଲକୁ ନେଲା।


Swiv nou:

Piblisite


Piblisite