Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 25:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହିଁରେ ଦାଉଦ ଦଶ ଜଣ ଯୁବାଙ୍କୁ ପଠାଇଲେ ଓ ଦାଉଦ ସେହି ଯୁବାମାନଙ୍କୁ କହିଲେ, “ତୁମ୍ଭେମାନେ କର୍ମିଲକୁ ଉଠି ନାବଲ କତିକି ଯାଅ ଓ ମୋହର ନାମରେ ତାହାକୁ ନମସ୍କାର ଜଣାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତହିଁରେ ଦାଉଦ ଦଶ ଜଣ ଯୁବାଙ୍କୁ ପଠାଇଲେ ଓ ଦାଉଦ ସେହି ଯୁବାମାନଙ୍କୁ କହିଲେ, ତୁମ୍ଭେମାନେ କର୍ମିଲକୁ ଉଠି ନାବଲ କତିକି ଯାଅ ଓ ମୋହର ନାମରେ ତାହାକୁ ନମସ୍କାର ଜଣାଅ।

Gade chapit la Kopi

ଓଡିଆ ବାଇବେଲ

5 ତହିଁରେ ଦାଉଦ ଦଶ ଜଣ ଯୁବାଙ୍କୁ ପଠାଇଲେ ଓ ଦାଉଦ ସେହି ଯୁବାମାନଙ୍କୁ କହିଲେ, ତୁମ୍ଭେମାନେ କର୍ମିଲକୁ ଉଠି ନାବଲ କତିକି ଯାଅ ଓ ମୋହର ନାମରେ ତାହାକୁ ନମସ୍କାର ଜଣାଅ।

Gade chapit la Kopi

ପବିତ୍ର ବାଇବଲ

5 ଦାଉଦ 10ଜଣ ଯୁବକଙ୍କୁ କହିଲେ ଶୁଣ, “କର୍ମିଲକୁ ଯାଅ ଓ ନାବଲକୁ ମୋର ‘ନମସ୍କାର’ ଜଣାଅ।”

Gade chapit la Kopi




1 ଶାମୁୟେଲ 25:5
6 Referans Kwoze  

ପୁଣି, ଦାଉଦ ସାମଗ୍ରୀରକ୍ଷକ ହସ୍ତରେ ଆପଣା ସାମଗ୍ରୀ ରଖି ସୈନ୍ୟଶ୍ରେଣୀ ମଧ୍ୟକୁ ଦୌଡ଼ିଆସି ଆପଣା ଭାଇମାନଙ୍କୁ କୁଶଳବାର୍ତ୍ତା ପଚାରିଲା।


ତହିଁରେ ସେ ଗୃହାଧ୍ୟକ୍ଷ କହିଲା, “ତୁମ୍ଭମାନଙ୍କର ମଙ୍ଗଳ ହେଉ, ଭୟ କର ନାହିଁ; ତୁମ୍ଭମାନଙ୍କ ପରମେଶ୍ୱର ଓ ତୁମ୍ଭମାନଙ୍କ ପୈତୃକ ପରମେଶ୍ୱର ତୁମ୍ଭମାନଙ୍କ ପଟରେ ତୁମ୍ଭମାନଙ୍କୁ ଗୁପ୍ତ ଧନ ଦେଇଅଛନ୍ତି; ତୁମ୍ଭମାନଙ୍କ ଟଙ୍କା ମୋʼ ପାଖରେ ଥିଲା।” ତହୁଁ ସେ ଶିମୀୟୋନକୁ ବାହାର କରି ସେମାନଙ୍କ ନିକଟକୁ ଆଣିଲା।


ଆଉ ନାବଲ ଆପଣା ମେଷର ଲୋମ ଛେଦନ କରୁଅଛି ବୋଲି ଦାଉଦ ପ୍ରାନ୍ତରରେ ଶୁଣିଲେ।


ପୁଣି, ତାହାକୁ ଏପରି କୁହ, ‘ତୁମ୍ଭେ ଚିରଜୀବୀ ହୁଅ, ତୁମ୍ଭର ମଙ୍ଗଳ ହେଉ, ତୁମ୍ଭ ଗୃହର ମଙ୍ଗଳ ହେଉ ଓ ତୁମ୍ଭ ସର୍ବସ୍ୱର ମଙ୍ଗଳ ହେଉ।


ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ୱର ତୁମ୍ଭର ସାହାଯ୍ୟ କରନ୍ତି।” ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ।


ପୁଣି, ଏହି ଦଶ ଖଣ୍ଡ ଛେନାଚକ୍ତି ସେମାନଙ୍କର ସହସ୍ରପତି ନିକଟକୁ ଘେନିଯାଅ ଓ ତୁମ୍ଭ ଭାଇମାନଙ୍କର କୁଶଳବାର୍ତ୍ତା ପଚାରି ସେମାନଙ୍କର କୌଣସି ଚିହ୍ନ ଆଣ।


Swiv nou:

Piblisite


Piblisite