Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 25:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତୁମ୍ଭେ ଆପଣା ଯୁବାମାନଙ୍କୁ ପଚାର, ସେମାନେ କହିବେ; ଏହେତୁ ଏହି ଯୁବାମାନେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଉନ୍ତୁ; କାରଣ ଆମ୍ଭେମାନେ ଶୁଭ ଦିନରେ ଆସିଅଛୁ। ବିନୟ କରୁଅଛୁ, ତୁମ୍ଭ ହସ୍ତରେ ଯାହା ଆସେ, ତାହା ତୁମ୍ଭେ ଆପଣା ଦାସମାନଙ୍କୁ ଓ ଆପଣା ପୁତ୍ର ଦାଉଦଙ୍କୁ ଦିଅ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତୁମ୍ଭେ ଆପଣା ଯୁବାମାନଙ୍କୁ ପଚାର, ସେମାନେ କହିବେ; ଏହେତୁ ଏହି ଯୁବାମାନେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଉନ୍ତୁ; କାରଣ ଆମ୍ଭେମାନେ ଶୁଭ ଦିନରେ ଆସିଅଛୁ। ବିନୟ କରୁଅଛୁ, ତୁମ୍ଭ ହସ୍ତରେ ଯାହା ଆସେ, ତାହା ତୁମ୍ଭେ ଆପଣା ଦାସମାନଙ୍କୁ ଓ ଆପଣା ପୁତ୍ର ଦାଉଦଙ୍କୁ ଦିଅ।

Gade chapit la Kopi

ଓଡିଆ ବାଇବେଲ

8 ତୁମ୍ଭେ ଆପଣା ଯୁବାମାନଙ୍କୁ ପଚାର, ସେମାନେ କହିବେ; ଏହେତୁ ଏହି ଯୁବାମାନେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଉନ୍ତୁ; କାରଣ ଆମ୍ଭେମାନେ ଶୁଭ ଦିନରେ ଆସିଅଛୁ। ବିନୟ କରୁଅଛୁ, ତୁମ୍ଭ ହସ୍ତରେ ଯାହା ଆସେ, ତାହା ତୁମ୍ଭେ ଆପଣା ଦାସମାନଙ୍କୁ ଓ ଆପଣା ପୁତ୍ର ଦାଉଦଙ୍କୁ ଦିଅ।

Gade chapit la Kopi

ପବିତ୍ର ବାଇବଲ

8 ତୁମ୍ଭର ଗ୍ଭକରମାନଙ୍କୁ ପଗ୍ଭର, ସେମାନେ ତୁମ୍ଭକୁ ସତ କହିବେ। ମୋର ଯୁବକ ଲୋକମାନଙ୍କୁ ଦୟାକର। ଆମ୍ଭେମାନେ ଏହି ଖୁସୀ ସମୟରେ ତୁମ୍ଭ ପାଖକୁ ଆସିଛୁ। ବିନୟ କରୁଅଛୁ ତୁମ୍ଭେ ଯାହାପାର ଏମାନଙ୍କୁ ଦିଅ। ଦୟାକରି ତୁମ୍ଭେ ତୁମ୍ଭର ସାଙ୍ଗ ଦାଉଦ ପାଇଁ ଏହା କର।”

Gade chapit la Kopi




1 ଶାମୁୟେଲ 25:8
9 Referans Kwoze  

ଏନିମନ୍ତେ ଗ୍ରାମସ୍ଥ, ଅର୍ଥାତ୍‍, ପ୍ରାଚୀରହୀନ ନଗର ନିବାସୀ ଯିହୁଦୀୟମାନେ ଅଦର ମାସର ଚତୁର୍ଦ୍ଦଶ ଦିନକୁ ଆନନ୍ଦ ଓ ଭୋଜନପାନ ଓ ମଙ୍ଗଳର, ପୁଣି ପରସ୍ପର ଅଂଶ ପଠାଇବାର ଦିନ କରି ମାନନ୍ତି।


ବରଂ ଭିତରେ ଯାହା ଯାହା ଅଛି, ସେହିସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ।


ସାତଜଣକୁ, ବରଞ୍ଚ ଆଠ ଜଣକୁ ଅଂଶ ବିତରଣ କର; କାରଣ ପୃଥିବୀରେ କି ବିପଦ ଘଟିବ, ତାହା ତୁମ୍ଭେ ଜାଣ ନାହିଁ।


ପ୍ରତି ବର୍ଷ ସେହି ମାସର ସେହି ଦୁଇ ଦିନ, ଅର୍ଥାତ୍‍, ଅଦର ମାସର ଚତୁର୍ଦ୍ଦଶ ଓ ପଞ୍ଚଦଶ ଦିନକୁ ସେମାନେ ଯେପରି ଭୋଜନପାନ ଓ ଆନନ୍ଦର ଓ ପରସ୍ପର ଅଂଶ ଓ ଦରିଦ୍ରମାନଙ୍କ ନିକଟକୁ ଦାନ ପ୍ରେରଣ କରିବାର ଦିନ କରି ମାନିବେ, ଏହି ଆଜ୍ଞା ଦେଲେ।


ଆହୁରି ମୋହର ପିତା, ଦେଖନ୍ତୁ, ହଁ, ମୋର ହାତରେ ଆପଣଙ୍କ ଚୋଗାଧଡ଼ି ଦେଖନ୍ତୁ; ମୁଁ ଯେ ଆପଣଙ୍କ ଚୋଗାଧଡ଼ି କାଟିଲି, ମାତ୍ର ଆପଣଙ୍କୁ ବଧ ନ କଲି, ଏଥିରୁ ଆପଣ ବୁଝନ୍ତୁ ଓ ଦେଖନ୍ତୁ ଯେ, ମୋʼ ହାତରେ କିଛି ମନ୍ଦ ବା ଅଧର୍ମ ନାହିଁ, ଆପଣ ମୋʼ ପ୍ରାଣକୁ ଧରିବା ପାଇଁ ଅନ୍ୱେଷଣ କଲେ ହେଁ ମୁଁ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ।


ଏଉତ୍ତାରେ ସଦାପ୍ରଭୁ “ଶାମୁୟେଲ” ବୋଲି ପୁନର୍ବାର ଡାକିଲେ। ତହୁଁ ଶାମୁୟେଲ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା?” ସେ ଉତ୍ତର ଦେଲେ, “ହେ ପୁତ୍ର, ମୁଁ ଡାକି ନାହିଁ; ଫେରିଯାଇ ଶୁଅ।”


ତହୁଁ ଦାଉଦଙ୍କର ଯୁବାମାନେ ଯାଇ ଦାଉଦଙ୍କ ନାମରେ ନାବଲକୁ ଏହିସବୁ କଥା କହି କ୍ଷାନ୍ତ ହେଲେ।


Swiv nou:

Piblisite


Piblisite