Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 26:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସୀଫୀୟମାନେ ଗିବୀୟାକୁ ଶାଉଲଙ୍କ ନିକଟକୁ ଆସି କହିଲେ, “ଦାଉଦ କʼଣ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଆପଣାକୁ ଲୁଚାଇ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସୀଫୀୟମାନେ ଗିବୀୟାକୁ ଶାଉଲଙ୍କ କତିକି ଆସି କହିଲେ, ଦାଉଦ କʼଣ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଆପଣାକୁ ଲୁଚାଇ ନାହିଁ।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ସୀଫୀୟମାନେ ଗିବୀୟାକୁ ଶାଉଲଙ୍କ ନିକଟକୁ ଆସି କହିଲେ, ଦାଉଦ କ’ଣ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଆପଣାକୁ ଲୁଚାଇ ନାହିଁ।

Gade chapit la Kopi

ପବିତ୍ର ବାଇବଲ

1 ସୀଫୀୟରୁ ଲୋକମାନେ ଗିବିୟାକୁ ଶାଉଲଙ୍କୁ ସାକ୍ଷାତ କରିବାକୁ ଆସିଲେ ଓ କହିଲେ, “ଦାଉଦ ଯେଶିମନର ହଖୀଲା ପର୍ବତରେ ଆପଣାକୁ ଲୁଗ୍ଭଇ ଅଛି।”

Gade chapit la Kopi




1 ଶାମୁୟେଲ 26:1
5 Referans Kwoze  

ଏଉତ୍ତାରେ ସୀଫୀୟ ଲୋକମାନେ ଗିବୀୟାକୁ ଶାଉଲଙ୍କ କତିକି ଆସି କହିଲେ, “ଦାଉଦ କʼଣ ଆମ୍ଭମାନଙ୍କ ମଧ୍ୟରେ ମରୁଭୂମିର ଦକ୍ଷିଣ ଦିଗସ୍ଥ ହଖୀଲା ପର୍ବତର ବଣରେ ନାନା ଦୁର୍ଗମ ସ୍ଥାନରେ ଲୁଚି ରହି ନାହିଁ?


ପୁଣି, ଶାଉଲ ପଥ ପାର୍ଶ୍ୱରେ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଛାଉଣି ସ୍ଥାପନ କଲେ। ମାତ୍ର ଦାଉଦ ପ୍ରାନ୍ତରରେ ବାସ କରୁଥିଲେ, ପୁଣି, ଶାଉଲ ତାଙ୍କ ପଛେ ପଛେ ପ୍ରାନ୍ତରକୁ ଆସିଅଛନ୍ତି, ଏହା ସେ ଦେଖିଲେ।


ମାୟୋନ୍‍, କର୍ମିଲ ଓ ସୀଫ୍‍ ଓ ଯୁଟା


ସୀଫ୍‍ ଓ ଟେଲମ୍‍ ଓ ବାଲୋତ୍‍


Swiv nou:

Piblisite


Piblisite