Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 26:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏଉତ୍ତାରେ ଦାଉଦ ସେପାଖକୁ ଯାଇ ଦୂର ପର୍ବତ ଶିଖରରେ ଠିଆ ହେଲେ; ସେମାନଙ୍କ ମଧ୍ୟରେ ବହୁତ ସ୍ଥାନ ଅନ୍ତର ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏଉତ୍ତାରେ ଦାଉଦ ସେପାଖକୁ ଯାଇ ଦୂର ପର୍ବତ-ଶିଖରରେ ଠିଆ ହେଲେ; ସେମାନଙ୍କ ମଧ୍ୟରେ ବହୁତ ସ୍ଥାନ ଅନ୍ତର ଥିଲା।

Gade chapit la Kopi

ଓଡିଆ ବାଇବେଲ

13 ଏଉତ୍ତାରେ ଦାଉଦ ସେପାଖକୁ ଯାଇ ଦୂର ପର୍ବତଶିଖରରେ ଠିଆ ହେଲେ; ସେମାନଙ୍କ ମଧ୍ୟରେ ବହୁତ ସ୍ଥାନ ଅନ୍ତର ଥିଲା।

Gade chapit la Kopi

ପବିତ୍ର ବାଇବଲ

13 ଦାଉଦ ପାହାଡ଼ ଆର ପାଖକୁ ଯାଇ ଦୂରରେ ପର୍ବତ ଶିଖରରେ ଠିଆ ହେଲେ, ସେମାନଙ୍କ ମଧ୍ୟରେ ବହୁତ ସ୍ଥାନ ଦୂର ଥିଲା।

Gade chapit la Kopi




1 ଶାମୁୟେଲ 26:13
4 Referans Kwoze  

ଦାଉଦ ମଧ୍ୟ ତହିଁ ଉତ୍ତାରେ ଉଠି ଗୁମ୍ଫାରୁ ବାହାରକୁ ଗଲେ ଓ ଶାଉଲଙ୍କର ପଛେ ଡାକି କହିଲେ, “ହେ ମୋହର ପ୍ରଭୋ, ମହାରାଜ।” ତହିଁରେ ଶାଉଲ ଆପଣା ପଛକୁ ଅନାନ୍ତେ, ଦାଉଦ ଭୂମିଷ୍ଠ ହୋଇ ପ୍ରଣାମ କଲେ।


ତହୁଁ ଲୋକମାନେ ଯୋଥମ୍‍କୁ ଏହି ସମ୍ବାଦ ଦିଅନ୍ତେ, ସେ ଯାଇ ଗରିଷୀମ ପର୍ବତ ଶିଖରରେ ଠିଆ ହୋଇ ଉଚ୍ଚସ୍ୱରରେ ଡାକି ସେମାନଙ୍କୁ କହିଲା, ହେ ଶିଖିମ ନିବାସୀ ଲୋକଗଣ, “ଆମ୍ଭ କଥା ଶୁଣ, ତହିଁରେ ପରମେଶ୍ୱର ତୁମ୍ଭମାନଙ୍କ କଥା ଶୁଣିବେ।


ତହୁଁ ଦାଉଦ ଶାଉଲଙ୍କର ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଲେ ଓ ସେମାନେ ବାହାରିଗଲେ, ମାତ୍ର ସମସ୍ତେ ନିଦ୍ରିତ ଥିବାରୁ କେହି ତାହା ଦେଖିଲା ନାହିଁ, କି ଜାଣିଲା ନାହିଁ, କି କେହି ଜାଗିଲା ନାହିଁ; କାରଣ ସମସ୍ତେ ନିଦ୍ରିତ ଥିଲେ; ଯେହେତୁ ସଦାପ୍ରଭୁ ସେମାନଙ୍କୁ ଘୋର ନିଦ୍ରାଗ୍ରସ୍ତ କରିଥିଲେ।


ଆଉ ଦାଉଦ ଲୋକମାନଙ୍କୁ ଓ ନେର୍‍ର ପୁତ୍ର ଅବ୍‍ନରକୁ ଡାକି କହିଲେ, “ହେ ଅବ୍‍ନର, ତୁମ୍ଭେ କʼଣ ଉତ୍ତର ଦେବ ନାହିଁ?” ତେବେ ଅବ୍‍ନର ଉତ୍ତର ଦେଇ କହିଲା, “ରାଜାଙ୍କୁ ଡାକ ପକାଇବା ଲୋକ ତୁମ୍ଭେ କିଏ?”


Swiv nou:

Piblisite


Piblisite