1 ଶାମୁୟେଲ 26:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିରେ ଦାଉଦ ଅବ୍ନରକୁ କହିଲେ, “ତୁମ୍ଭେ କି ଜଣେ ପୁରୁଷ ନୁହଁ? ଇସ୍ରାଏଲ ମଧ୍ୟରେ ତୁମ୍ଭ ପରି କିଏ ଅଛି? ତେବେ ତୁମ୍ଭେ କାହିଁକି ଆପଣା ପ୍ରଭୁ ରାଜାଙ୍କୁ ଜଗି ରହିଲ ନାହିଁ? କାରଣ ତୁମ୍ଭ ପ୍ରଭୁ ରାଜାଙ୍କୁ ବିନାଶ କରିବା ପାଇଁ ଲୋକମାନଙ୍କ ମଧ୍ୟରୁ ଜଣେ ଆସିଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)15 ଏଥିରେ ଦାଉଦ ଅବ୍ନରକୁ କହିଲେ, ତୁମ୍ଭେ କି ଜଣେ ପୁରୁଷ ନୁହଁ? ଇସ୍ରାଏଲ ମଧ୍ୟରେ ତୁମ୍ଭ ପରି କିଏ ଅଛି? ତେବେ ତୁମ୍ଭେ କିହେତୁ ଆପଣା ପ୍ରଭୁ ରାଜାଙ୍କୁ ଜଗି ରହିଲ ନାହିଁ? କାରଣ ତୁମ୍ଭ ପ୍ରଭୁ ରାଜାଙ୍କୁ ବିନାଶ କରିବା ପାଇଁ ଲୋକମାନଙ୍କ ମଧ୍ୟରୁ ଜଣେ ଆସିଥିଲା। Gade chapit laଓଡିଆ ବାଇବେଲ15 ଏଥିରେ ଦାଉଦ ଅବ୍ନରକୁ କହିଲେ, ତୁମ୍ଭେ କି ଜଣେ ପୁରୁଷ ନୁହଁ ? ଇସ୍ରାଏଲ ମଧ୍ୟରେ ତୁମ୍ଭ ପରି କିଏ ଅଛି ? ତେବେ ତୁମ୍ଭେ କାହିଁକି ଆପଣା ପ୍ରଭୁ ରାଜାଙ୍କୁ ଜଗି ରହିଲ ନାହିଁ ? କାରଣ ତୁମ୍ଭ ପ୍ରଭୁ ରାଜାଙ୍କୁ ବିନାଶ କରିବା ପାଇଁ ଲୋକମାନଙ୍କ ମଧ୍ୟରୁ ଜଣେ ଆସିଥିଲା। Gade chapit laପବିତ୍ର ବାଇବଲ15 ଦାଉଦ ଅବ୍ନରକୁ କହିଲେ, “ତୁମ୍ଭେ କ’ଣ ଜଣେ ପୁରୁଷ ନୁହଁ? ତୁମ୍ଭେ ଇସ୍ରାଏଲରେ ଅନ୍ୟମାନଙ୍କ ଅପେକ୍ଷା ଭଲ। ତେବେ ତୁମ୍ଭେ କାହିଁକି ନିଜର ପ୍ରଭୁ ରାଜାଙ୍କୁ ଜଗିଲ ନାହିଁ? ତୁମ୍ଭର ପ୍ରଭୁ ରାଜାଙ୍କୁ ମାରିବା ପାଇଁ ଜଣେ ସାଧାରଣ ଲୋକ ଛାଉଣିକୁ ଆସିଥିଲା। Gade chapit la |
ତହିଁରେ ବେଲ୍ଟଶତ୍ସର ନାମକ ଦାନିୟେଲ କ୍ଷଣକାଳ ଚମତ୍କୃତ ହୋଇ ରହିଲେ ଓ ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା। ରାଜା ଉତ୍ତର କରି କହିଲା, “ହେ ବେଲ୍ଟଶତ୍ସର, ସେହି ସ୍ୱପ୍ନ ଅବା ତହିଁର ଅର୍ଥ ତୁମ୍ଭଙ୍କୁ ବ୍ୟାକୁଳିତ ନ କରୁ।” ବେଲ୍ଟଶତ୍ସର ଉତ୍ତର କରି କହିଲେ, “ହେ ମୋର ପ୍ରଭୁ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି, ସେମାନଙ୍କ ପାଇଁ ଏହି ସ୍ୱପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତହିଁର ଅର୍ଥ ଘଟୁ।