1 ଶାମୁୟେଲ 26:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେତେବେଳେ ଶାଉଲ ଦାଉଦଙ୍କର ରବ ବାରି କହିଲେ, “ହେ ମୋର ପୁତ୍ର ଦାଉଦ, ଏ କʼଣ ତୁମ୍ଭର ରବ?” ତହିଁରେ ଦାଉଦ କହିଲେ, “ମୋହର ରବ, ମୋହର ପ୍ରଭୁ, ମହାରାଜ।” Gade chapit laପବିତ୍ର ବାଇବଲ (Re-edited) - (BSI)17 ସେତେବେଳେ ଶାଉଲ ଦାଉଦଙ୍କର ରବ ବାରି କହିଲେ, ହେ ମୋର ପୁତ୍ର ଦାଉଦ, ଏ କʼଣ ତୁମ୍ଭର ରବ? ତହିଁରେ ଦାଉଦ କହିଲେ, ମୋହର ରବ, ମୋହର ପ୍ରଭୁ, ମହାରାଜ। Gade chapit laଓଡିଆ ବାଇବେଲ17 ସେତେବେଳେ ଶାଉଲ ଦାଉଦଙ୍କର ରବ ବାରି କହିଲେ, ହେ ମୋର ପୁତ୍ର ଦାଉଦ, ଏ କ’ଣ ତୁମ୍ଭର ରବ ? ତହିଁରେ ଦାଉଦ କହିଲେ, ମୋହର ରବ, ମୋହର ପ୍ରଭୁ, ମହାରାଜ। Gade chapit laପବିତ୍ର ବାଇବଲ17 ଶାଉଲ ଦାଉଦଙ୍କ ସ୍ୱର ଜାଣିଥିଲେ। ଶାଉଲ କହିଲେ, “ଏହା କ’ଣ ତୁମ୍ଭ ସ୍ୱର ହେ ମୋହର ପୁତ୍ର ଦାଉଦ?” ଦାଉଦ ଉତ୍ତର ଦେଲେ, “ହଁ, ଏହା ମୋର ସ୍ୱର ଅଟେ। ହେ ମୋର ପ୍ରଭୁ, ମୋର ମହାଶୟ।” Gade chapit la |