Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 26:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଏଥିରେ ଶାଉଲ ଦାଉଦଙ୍କୁ କହିଲେ, “ହେ ମୋହର ପୁତ୍ର ଦାଉଦ, ତୁମ୍ଭେ ଧନ୍ୟ; ତୁମ୍ଭେ ମହତ କର୍ମ କରିବ ଓ ଅବଶ୍ୟ କୃତକାର୍ଯ୍ୟ ହେବ।” ତହୁଁ ଦାଉଦ ଆପଣା ପଥରେ ଗଲେ ଓ ଶାଉଲ ଆପଣା ସ୍ଥାନକୁ ଫେରିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଏଥିରେ ଶାଉଲ ଦାଉଦଙ୍କୁ କହିଲେ, ହେ ମୋହର ପୁତ୍ର ଦାଉଦ, ତୁମ୍ଭେ ଧନ୍ୟ; ତୁମ୍ଭେ ମହତ କର୍ମ କରିବ ଓ ଅବଶ୍ୟ କୃତକାର୍ଯ୍ୟ ହେବ। ତହୁଁ ଦାଉଦ ଆପଣା ପଥରେ ଗଲେ ଓ ଶାଉଲ ଆପଣା ସ୍ଥାନକୁ ଫେରି ଗଲେ।

Gade chapit la Kopi

ଓଡିଆ ବାଇବେଲ

25 ଏଥିରେ ଶାଉଲ ଦାଉଦଙ୍କୁ କହିଲେ, ହେ ମୋହର ପୁତ୍ର ଦାଉଦ, ତୁମ୍ଭେ ଧନ୍ୟ; ତୁମ୍ଭେ ମହତ କର୍ମ କରିବ ଓ ଅବଶ୍ୟ କୃତକାର୍ଯ୍ୟ ହେବ। ତହୁଁ ଦାଉଦ ଆପଣା ପଥରେ ଗଲେ ଓ ଶାଉଲ ଆପଣା ସ୍ଥାନକୁ ଫେରି ଗଲେ।

Gade chapit la Kopi

ପବିତ୍ର ବାଇବଲ

25 ତା'ପରେ ଶାଉଲ ଦାଉଦଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ। ହେ ମୋର ପୁତ୍ର, ଦାଉଦ, ତୁମ୍ଭେ ମହାନ କାର୍ଯ୍ୟ କରିବ ଓ ତୁମ୍ଭେ ମଧ୍ୟ ସେଥିରେ ସଫଳ ହେବ।” ଦାଉଦ ତାଙ୍କ ବାଟରେ ଗଲେ ଓ ଶାଉଲ ତାଙ୍କ ଗୃହକୁ ଫେରିଲେ।

Gade chapit la Kopi




1 ଶାମୁୟେଲ 26:25
10 Referans Kwoze  

ସେ ମିଷ୍ଟ ସ୍ୱରରେ କହିଲେ, ତାହାକୁ ବିଶ୍ୱାସ କର ନାହିଁ, ଯେହେତୁ ତାହାର ହୃଦୟରେ ସାତୋଟି ଘୃଣ୍ୟ ବିଷୟ ଥାଏ।


ମନୁଷ୍ୟ ଆପଣା ଶତ୍ରୁକୁ ପାଇଲେ, ସେ କʼଣ ତାକୁ ଭଲରେ ଯିବାକୁ ଦେବ? ଏଣୁ ଆଜି ତୁମ୍ଭେ ମୋʼ ପ୍ରତି ଯାହା କରିଅଛ, ତହିଁ ଲାଗି ସଦାପ୍ରଭୁ ତୁମ୍ଭକୁ ଉତ୍ତମ ପୁରସ୍କାର ଦେଉନ୍ତୁ।


ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।”


ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଏହି ସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ।


ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଗ୍ନତା, କି ବିପଦ, କି ଖଡ୍ଗ?


ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; ସେ ବେଥେଲ୍‍ରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ।


ଯେକୌଣସି ଅସ୍ତ୍ର ତୁମ୍ଭ ପ୍ରତିକୂଳରେ ନିର୍ମିତ ହୁଏ, ତାହା ସାର୍ଥକ ହେବ ନାହିଁ ଓ ଯେ ପ୍ରତ୍ୟେକ ଜିହ୍ୱା ବିଚାରରେ ତୁମ୍ଭ ବିରୁଦ୍ଧରେ ଉଠେ, ତୁମ୍ଭେ ତାହାକୁ ଦୋଷୀ କରିବ। ସଦାପ୍ରଭୁଙ୍କ ଦାସମାନଙ୍କର ଅଧିକାର ଓ ଆମ୍ଭ ଦତ୍ତ ସେମାନଙ୍କର ଧାର୍ମିକତା ଏହି,” ଏହା ସଦାପ୍ରଭୁ କହନ୍ତି।


ତହିଁରେ ଦାଉଦ ଶାଉଲଙ୍କ ନିକଟରେ ଶପଥ କଲେ। ଏଉତ୍ତାରେ ଶାଉଲ ଗୃହକୁ ଗଲେ; ମାତ୍ର ଦାଉଦ ଓ ତାଙ୍କର ଲୋକମାନେ ଦୁର୍ଗମ ସ୍ଥାନକୁ ଆରୋହୀ ଗଲେ।


ଏବେ ଦେଖ, ମୁଁ ଜାଣେ, ତୁମ୍ଭେ ଅବଶ୍ୟ ରାଜା ହେବ ଓ ତୁମ୍ଭ ହସ୍ତରେ ଇସ୍ରାଏଲର ରାଜ୍ୟ ସ୍ଥିର ହେବ।


Swiv nou:

Piblisite


Piblisite