Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 26:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିରେ ଦାଉଦ ଅବୀଶୟକୁ କହିଲେ, “ତାଙ୍କୁ ବିନାଶ କର ନାହିଁ, କାରଣ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ କିଏ ହସ୍ତ ବିସ୍ତାର କରି ନିର୍ଦ୍ଦୋଷ ହୋଇପାରେ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏଥିରେ ଦାଉଦ ଅବୀଶୟକୁ କହିଲେ, ତାଙ୍କୁ ବିନାଶ କର ନାହିଁ, କାରଣ ସଦାପ୍ରଭୁଙ୍କ ଅଭିଷିକ୍ତର ପ୍ରତିକୂଳରେ କିଏ ହସ୍ତ ବିସ୍ତାର କରି ନିର୍ଦ୍ଦୋଷ ହୋଇପାରେ?

Gade chapit la Kopi

ଓଡିଆ ବାଇବେଲ

9 ଏଥିରେ ଦାଉଦ ଅବୀଶୟକୁ କହିଲେ, ତାଙ୍କୁ ବିନାଶ କର ନାହିଁ, କାରଣ ସଦାପ୍ରଭୁଙ୍କ ଅଭିଷିକ୍ତର ପ୍ରତିକୂଳରେ କିଏ ହସ୍ତ ବିସ୍ତାର କରି ନିର୍ଦ୍ଦୋଷ ହୋଇପାରେ ?

Gade chapit la Kopi

ପବିତ୍ର ବାଇବଲ

9 କିନ୍ତୁ ଦାଉଦ ଅବୀଶୟକୁ କହିଲେ, “ଶାଉଲଙ୍କୁ ମାର ନାହିଁ। ଯେକୌଣସି ଲୋକ ଯେବେ ସଦାପ୍ରଭୁଙ୍କ ଦ୍ୱାରା ବଛା ଯାଇଥିବା ରାଜାଙ୍କୁ ବଧ କରିବ ତାଙ୍କୁ ପ୍ରଭୁ ଦଣ୍ତ ଦେବେ।

Gade chapit la Kopi




1 ଶାମୁୟେଲ 26:9
11 Referans Kwoze  

ତହୁଁ ଦାଉଦ ତାହାକୁ କହିଲେ, “ତୁମ୍ଭେ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ନାଶ କରିବା ପାଇଁ ଆପଣା ହସ୍ତ ବଢ଼ାଇବାକୁ ଭୟ ନ କଲ, ଏ କିପରି?”


“ଆମ୍ଭ ଅଭିଷିକ୍ତମାନଙ୍କୁ ସ୍ପର୍ଶ କର ନାହିଁ ଓ ଆମ୍ଭ ଭବିଷ୍ୟଦ୍‍ବକ୍ତାଗଣର କୌଣସି କ୍ଷତି କର ନାହିଁ।”


ପୁଣି ଦାଉଦ ମୃତ ଅମାଲେକୀୟକୁ କହିଲେ, “ତୁମ୍ଭ ରକ୍ତ ତୁମ୍ଭ ମସ୍ତକରେ ବର୍ତ୍ତୁ; କାରଣ ତୁମ୍ଭର ମୁଖ ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଅଛି, ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ବଧ କରିଅଛି।”


ଏଥିଉତ୍ତାରେ ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, “ସଦାପ୍ରଭୁ କି ଆପଣା ଅଧିକାର ଉପରେ ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି?


ସେତେବେଳେ ଅବୀଶୟ ଦାଉଦଙ୍କୁ କହିଲେ, “ପରମେଶ୍ୱର ଆଜି ଆପଣଙ୍କ ଶତ୍ରୁକୁ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ଏଣୁ ଏବେ ଏହି ବର୍ଚ୍ଛାରେ ତାହାକୁ ଆଘାତ କରି ଏକାଥରକେ ଭୂମିରେ ବିଦ୍ଧ କରିବାକୁ ମୋତେ ଅନୁମତି ଦେଉନ୍ତୁ, ମୁଁ ତାହାକୁ ଦୁଇ ଥର ଆଘାତ କରିବି ନାହିଁ।”


ଯଦି ମୁଁ ଆପଣା ସଙ୍ଗେ ମିଳନରେ ଥିବା ଲୋକର ମନ୍ଦ କରିଥାଏ; (ମାତ୍ର ଯେ ଅକାରଣରେ ମୋହର ବିପକ୍ଷ, ମୁଁ ତାହାକୁ ଉଦ୍ଧାର କରିଅଛି);


ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି? ଅବା ମୁଁ କାହାର ଗଧ ନେଇଅଛି? ଅବା ମୁଁ କାହାର ଅନ୍ୟାୟ କରିଅଛି? ମୁଁ କାହା ପ୍ରତି ଉପଦ୍ରବ କରିଅଛି? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।”


ଏଥିରେ ଦାଉଦ କହିଲେ, “ହେ ସରୁୟାର ପୁତ୍ରଗଣ, ତୁମ୍ଭମାନଙ୍କ ସହିତ ଆମ୍ଭର ବିଷୟ କʼଣ ଯେ, ତୁମ୍ଭେମାନେ ଆଜି ମୋର ବିପକ୍ଷ ହେଉଅଛ? ଆଜି ଇସ୍ରାଏଲ ମଧ୍ୟରେ କʼଣ କାହାରି ପ୍ରାଣଦଣ୍ଡ ହେବ? ଆଜି ମୁଁ ଇସ୍ରାଏଲ ଉପରେ ରାଜା ଅଟେ, ଏହା କʼଣ ମୁଁ ଜାଣୁ ନାହିଁ?”


ମନୁଷ୍ୟର କାର୍ଯ୍ୟ ବୁଝି ମୁଁ ତୁମ୍ଭ ଓଷ୍ଠାଧରର ବାକ୍ୟ ଦ୍ୱାରା ଦୁର୍ଜ୍ଜନର ପଥରୁ ଆପଣାକୁ ରକ୍ଷା କରିଅଛି।


ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋʼ ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି।


Swiv nou:

Piblisite


Piblisite