1 ଶାମୁୟେଲ 27:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଦାଉଦ ମନେ ମନେ କହିଲେ, “ଏବେ ମୁଁ କୌଣସି ଦିନ ଶାଉଲଙ୍କ ହସ୍ତରେ ବିନଷ୍ଟ ହେବି; ପଲେଷ୍ଟୀୟମାନଙ୍କ ଦେଶକୁ ପଳାଇ ରକ୍ଷା ପାଇବା ବିନୁ ମୋହର ଆଉ କିଛି ଭଲ ଉପାୟ ନାହିଁ; ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳରେ ମୋତେ ଖୋଜି ଖୋଜି ନିରାଶ ହେବେ; ଏହିରୂପେ ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇବି।” Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଦାଉଦ ମନେ ମନେ କହିଲେ, ଏବେ ମୁଁ କୌଣସି ଦିନ ଶାଉଲଙ୍କ ହସ୍ତରେ ବିନଷ୍ଟ ହେବି; ପଲେଷ୍ଟୀୟମାନଙ୍କ ଦେଶକୁ ପଳାଇ ରକ୍ଷା ପାଇବା ବିନୁ ମୋହର ଆଉ କିଛି ଭଲ ଉପାୟ ନାହିଁ; ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳରେ ମୋତେ ଖୋଜି ଖୋଜି ନିରାଶ ହେବେ; ଏହିରୂପେ ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇବି। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ଦାଉଦ ମନେ ମନେ କହିଲେ, ଏବେ ମୁଁ କୌଣସି ଦିନ ଶାଉଲଙ୍କ ହସ୍ତରେ ବିନଷ୍ଟ ହେବି; ପଲେଷ୍ଟୀୟମାନଙ୍କ ଦେଶକୁ ପଳାଇ ରକ୍ଷା ପାଇବା ବିନୁ ମୋହର ଆଉ କିଛି ଭଲ ଉପାୟ ନାହିଁ; ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳରେ ମୋତେ ଖୋଜି ଖୋଜି ନିରାଶ ହେବେ; ଏହିରୂପେ ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇବି। Gade chapit laପବିତ୍ର ବାଇବଲ1 କିନ୍ତୁ ଦାଉଦ ନିଜେ ଚିନ୍ତା କଲେ, “ମୁଁ ଦିନେ ଶାଉଲଙ୍କ ହାତରେ ଧରା ହେବି। ଏହା ସବୁଠୁ ଭଲ ହେବ। ମୁଁ ପଲେଷ୍ଟୀୟମାନଙ୍କ ଦେଶକୁ ଯାଇ ନିଜକୁ ରକ୍ଷା କରିବି। ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳ ଖୋଜି ନିରାଶ ହେବ। ଏହିପରି ଭାବରେ ମୁଁ ତାଙ୍କର ହସ୍ତରୁ ରକ୍ଷା ପାଇବି।” Gade chapit la |
ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାʼନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ-ସନ୍ତାନମାନେ ତାହା କରିଥାʼନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ‘ଯାଅ ଅନ୍ୟ ଦେବଗଣର ସେବା କର।’