1 ଶାମୁୟେଲ 27:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ଦାଉଦ ଏପରି କରନ୍ତି ଓ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ସମୟାବଧି ଏପରି କରିବାର ତାଙ୍କର ରୀତି ହୋଇଅଛି, “ଏହି କଥା କେହି ଅବା ଆମ୍ଭମାନଙ୍କ ବିରୁଦ୍ଧରେ କହିବ” ବୋଲି ଭାବି ଦାଉଦ ଗାଥ୍କୁ ଆଣିବା ପାଇଁ ପୁରୁଷ କି ସ୍ତ୍ରୀ କାହାକୁ ଜୀବିତ ରଖନ୍ତି ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)11 ପୁଣି ଦାଉଦ ଏପରି କରନ୍ତି ଓ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ସମୟାବଧି ଏପରି କରିବାର ତାଙ୍କର ରୀତି ହୋଇଅଛି, ଏହି କଥା କେହି ଅବା ଆମ୍ଭମାନଙ୍କ ବିରୁଦ୍ଧରେ କହିବ ବୋଲି ଭାବି ଦାଉଦ ଗାଥ୍କୁ ଆଣିବା ପାଇଁ ପୁରୁଷ କି ସ୍ତ୍ରୀ କାହାକୁ ଜୀବିତ ରଖନ୍ତି ନାହିଁ। Gade chapit laଓଡିଆ ବାଇବେଲ11 ପୁଣି, ଦାଉଦ ଏପରି କରନ୍ତି ଓ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ସମୟାବଧି ଏପରି କରିବାର ତାଙ୍କର ରୀତି ହୋଇଅଛି, ଏହି କଥା କେହି ଅବା ଆମ୍ଭମାନଙ୍କ ବିରୁଦ୍ଧରେ କହିବ ବୋଲି ଭାବି ଦାଉଦ ଗାଥ୍କୁ ଆଣିବା ପାଇଁ ପୁରୁଷ କି ସ୍ତ୍ରୀ କାହାକୁ ଜୀବିତ ରଖନ୍ତି ନାହିଁ। Gade chapit laପବିତ୍ର ବାଇବଲ11 ଦାଉଦ କଦାପି ଗାଥ୍କୁ ଆଣିବାକୁ କାହାରିକୁ ଜୀବିତ ରଖୁ ନ ଥିଲେ। ସେ ଭାବୁଥିଲେ, “ଯଦି ଆମ୍ଭେ ଲୋକକୁ ଜୀବିତ ଛାଡ଼ୁ, ସେ ଲୋକମାନେ ଆଖୀଶ୍କୁ ସବୁ କହି ଦେବେ, ବାସ୍ତବରେ ମୁଁ କ’ଣ କରୁଥିଲି।” ସେ ସର୍ବଦା ଏହା କରୁଥିଲେ ସେ ଯେପର୍ଯ୍ୟନ୍ତ ପଲେଷ୍ଟୀୟ ଦେଶରେ ରହୁଥିଲେ। Gade chapit la |