1 ଶାମୁୟେଲ 28:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେତେବେଳେ ସେହି ସ୍ତ୍ରୀ କହିଲା, “ମୁଁ କାହାକୁ ତୁମ୍ଭ କତିକି ଉଠାଇ ଆଣିବି?” ସେ କହିଲେ, “ମୋʼ କତିକି ଶାମୁୟେଲଙ୍କୁ ଉଠାଇ ଆଣ।” Gade chapit laପବିତ୍ର ବାଇବଲ (Re-edited) - (BSI)11 ସେତେବେଳେ ସେହି ସ୍ତ୍ରୀ କହିଲା, ମୁଁ କାହାକୁ ତୁମ୍ଭ କତିକି ଉଠାଇ ଆଣିବି? ସେ କହିଲେ, ମୋʼ କତିକି ଶାମୁୟେଲଙ୍କୁ ଉଠାଇ ଆଣ। Gade chapit laଓଡିଆ ବାଇବେଲ11 ସେତେବେଳେ ସେହି ସ୍ତ୍ରୀ କହିଲା, ମୁଁ କାହାକୁ ତୁମ୍ଭ କତିକି ଉଠାଇ ଆଣିବି ? ସେ କହିଲେ, ମୋ’ କତିକି ଶାମୁୟେଲଙ୍କୁ ଉଠାଇ ଆଣ। Gade chapit laପବିତ୍ର ବାଇବଲ11 ସ୍ତ୍ରୀଲୋକଟି କହିଲା, “ମୁଁ କାହାକୁ ତୁମ୍ଭ ନିକଟକୁ ଉଠାଇ ଆଣିବି।” ସେ କହିଲେ, “ମୋ’ ପାଖକୁ ଶାମୁୟେଲଙ୍କୁ ଉଠାଇ ଆଣ।” Gade chapit la |
ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ତୁମ୍ଭେ ମୋତେ ଉଠାଇ ଆଣି କାହିଁକି ବ୍ୟସ୍ତ କଲ?” ତହୁଁ ଶାଉଲ ଉତ୍ତର ଦେଲେ, “ମୁଁ ଅତ୍ୟନ୍ତ ବିପଦଗ୍ରସ୍ତ ହୋଇଅଛି; କାରଣ ପଲେଷ୍ଟୀୟମାନେ ମୋʼ ସଙ୍ଗେ ଯୁଦ୍ଧ କରୁଅଛନ୍ତି ଓ ପରମେଶ୍ୱର ମୋତେ ତ୍ୟାଗ କରିଅଛନ୍ତି, ପୁଣି, ମୋତେ ଆଉ ଉତ୍ତର ଦେଉ ନାହାନ୍ତି, ନା ଭବିଷ୍ୟଦ୍ବକ୍ତାମାନଙ୍କ ହାତରେ, ନା ସ୍ୱପ୍ନରେ (ଉତ୍ତର ଦେଉ ନାହାନ୍ତି); ଏଥିପାଇଁ ମୁଁ କଅଣ କରିବି, ଏହା ମୋତେ ଜଣାଇବା ପାଇଁ ମୁଁ ତୁମ୍ଭକୁ ଡକାଇଲି।”