1 ଶାମୁୟେଲ 28:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହୁଁ ରାଜା ତାହାକୁ କହିଲେ, “ଭୟ ନ କର; ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ସେ ସ୍ତ୍ରୀ ଶାଉଲଙ୍କୁ କହିଲା, “ମୁଁ ଦେବଗଣ (ତୁଲ୍ୟ ଏକ ବ୍ୟକ୍ତି) ଭୂମିରୁ ଉଠି ଆସିବାର ଦେଖୁଅଛି।” Gade chapit laପବିତ୍ର ବାଇବଲ (Re-edited) - (BSI)13 ତହୁଁ ରାଜା ତାହାକୁ କହିଲେ, ଭୟ ନ କର; ତୁମ୍ଭେ କଅଣ ଦେଖୁଅଛ? ତହିଁରେ ସେ ସ୍ତ୍ରୀ ଶାଉଲଙ୍କୁ କହିଲା, ମୁଁ ଦେବଗଣ (ତୁଲ୍ୟ ଏକ ବ୍ୟକ୍ତି) ଭୂମିରୁ ଉଠି ଆସିବାର ଦେଖୁଅଛି। Gade chapit laଓଡିଆ ବାଇବେଲ13 ତହୁଁ ରାଜା ତାହାକୁ କହିଲେ, ଭୟ ନ କର; ତୁମ୍ଭେ କଅଣ ଦେଖୁଅଛ ? ତହିଁରେ ସେ ସ୍ତ୍ରୀ ଶାଉଲଙ୍କୁ କହିଲା, ମୁଁ ଦେବଗଣ (ତୁଲ୍ୟ ଏକ ବ୍ୟକ୍ତି) ଭୂମିରୁ ଉଠି ଆସିବାର ଦେଖୁଅଛି। Gade chapit laପବିତ୍ର ବାଇବଲ13 ରାଜା ସ୍ତ୍ରୀଲୋକଟିକୁ କହିଲେ, “ଭୟ କର ନାହିଁ, ତୁମ୍ଭେ କ’ଣ ଦେଖୁଛ?” ସ୍ତ୍ରୀଲୋକ ଜଣକ କହିଲା, “ମୁଁ ଦେଖୁଛି ଏକ ଶକ୍ତି ଭୂମିରୁ ବାହାରୁଛି।” Gade chapit la |