1 ଶାମୁୟେଲ 28:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିରେ ଶାମୁୟେଲ କହିଲେ, “ସଦାପ୍ରଭୁ ତ ତୁମ୍ଭକୁ ତ୍ୟାଗ କରିଅଛନ୍ତି ଓ ତୁମ୍ଭର ବିପକ୍ଷ ହୋଇଅଛନ୍ତି, ତେବେ ତୁମ୍ଭେ ମୋତେ କାହିଁକି ପଚାରୁଅଛ? Gade chapit laପବିତ୍ର ବାଇବଲ (Re-edited) - (BSI)16 ଏଥିରେ ଶାମୁୟେଲ କହିଲେ, ସଦାପ୍ରଭୁ ତ ତୁମ୍ଭକୁ ତ୍ୟାଗ କରିଅଛନ୍ତି ଓ ତୁମ୍ଭର ବିପକ୍ଷ ହୋଇଅଛନ୍ତି, ତେବେ ତୁମ୍ଭେ ମୋତେ କାହିଁକି ପଚାରୁଅଛ? Gade chapit laଓଡିଆ ବାଇବେଲ16 ଏଥିରେ ଶାମୁୟେଲ କହିଲେ, ସଦାପ୍ରଭୁ ତ ତୁମ୍ଭକୁ ତ୍ୟାଗ କରିଅଛନ୍ତି ଓ ତୁମ୍ଭର ବିପକ୍ଷ ହୋଇଅଛନ୍ତି, ତେବେ ତୁମ୍ଭେ ମୋତେ କାହିଁକି ପଚାରୁଅଛ ? Gade chapit laପବିତ୍ର ବାଇବଲ16 ଶାମୁୟେଲ କହିଲେ, “ସଦାପ୍ରଭୁ ତୁମ୍ଭକୁ ପରିତ୍ୟାଗ କରିଛନ୍ତି। ବର୍ତ୍ତମାନ ସେ ତୁମ୍ଭର ପଡ଼ୋଶୀ ଦାଉଦଙ୍କ ପକ୍ଷରେ ଅଛନ୍ତି। ତେଣୁ ତୁମ୍ଭେ ମୋତେ କାହିଁକି ବ୍ୟସ୍ତ କରୁଅଛ? Gade chapit la |
ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ତୁମ୍ଭେ ମୋତେ ଉଠାଇ ଆଣି କାହିଁକି ବ୍ୟସ୍ତ କଲ?” ତହୁଁ ଶାଉଲ ଉତ୍ତର ଦେଲେ, “ମୁଁ ଅତ୍ୟନ୍ତ ବିପଦଗ୍ରସ୍ତ ହୋଇଅଛି; କାରଣ ପଲେଷ୍ଟୀୟମାନେ ମୋʼ ସଙ୍ଗେ ଯୁଦ୍ଧ କରୁଅଛନ୍ତି ଓ ପରମେଶ୍ୱର ମୋତେ ତ୍ୟାଗ କରିଅଛନ୍ତି, ପୁଣି, ମୋତେ ଆଉ ଉତ୍ତର ଦେଉ ନାହାନ୍ତି, ନା ଭବିଷ୍ୟଦ୍ବକ୍ତାମାନଙ୍କ ହାତରେ, ନା ସ୍ୱପ୍ନରେ (ଉତ୍ତର ଦେଉ ନାହାନ୍ତି); ଏଥିପାଇଁ ମୁଁ କଅଣ କରିବି, ଏହା ମୋତେ ଜଣାଇବା ପାଇଁ ମୁଁ ତୁମ୍ଭକୁ ଡକାଇଲି।”