Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 28:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏହେତୁ ବିନୟ କରୁଅଛି, ଏବେ ଆପଣ ମଧ୍ୟ ଆପଣା ଦାସୀର ରବ ଶୁଣନ୍ତୁ ଓ ଆପଣଙ୍କ ସମ୍ମୁଖରେ ମୁଠିଏ ଆହାର ଥୋଇବା ପାଇଁ ମୋତେ ଅନୁମତି ଦେଉନ୍ତୁ ଓ ଭୋଜନ କରନ୍ତୁ, ତହିଁରେ ନିଜ ପଥରେ ଗଲା ବେଳେ ବଳ ପାଇବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଏହେତୁ ବିନୟ କରୁଅଛି, ଏବେ ଆପଣ ମଧ୍ୟ ଆପଣା ଦାସୀର ରବ ଶୁଣନ୍ତୁ ଓ ଆପଣଙ୍କ ସମ୍ମୁଖରେ ମୁଠିଏ ଆହାର ଥୋଇବା ପାଇଁ ମୋତେ ଅନୁମତି ଦେଉନ୍ତୁ ଓ ଭୋଜନ କରନ୍ତୁ, ତହିଁରେ ନିଜ ପଥରେ ଗଲା ବେଳେ ବଳ ପାଇବେ।

Gade chapit la Kopi

ଓଡିଆ ବାଇବେଲ

22 ଏହେତୁ ବିନୟ କରୁଅଛି, ଏବେ ଆପଣ ମଧ୍ୟ ଆପଣା ଦାସୀର ରବ ଶୁଣନ୍ତୁ ଓ ଆପଣଙ୍କ ସମ୍ମୁଖରେ ମୁଠିଏ ଆହାର ଥୋଇବା ପାଇଁ ମୋତେ ଅନୁମତି ଦେଉନ୍ତୁ ଓ ଭୋଜନ କରନ୍ତୁ, ତହିଁରେ ନିଜ ପଥରେ ଗଲା ବେଳେ ବଳ ପାଇବେ।

Gade chapit la Kopi

ପବିତ୍ର ବାଇବଲ

22 ଦୟା ପୂର୍ବକ ମୋ’ କଥା ଟିକେ ଶୁଣନ୍ତୁ। ଆପଣଙ୍କୁ କିଛି ଖାଦ୍ୟ ଦେବା ପାଇଁ ଅନୁମତି ଲୋଡ଼ୁଛି। ଆପଣ ନିଶ୍ଚିତ ଖାଇବେ, ତା'ପରେ ଆପଣ ଶକ୍ତି ପାଇ ଆପଣା ବାଟରେ ଗ୍ଭଲିଯିବେ।”

Gade chapit la Kopi




1 ଶାମୁୟେଲ 28:22
2 Referans Kwoze  

ଏଥିରେ ସେ ସ୍ତ୍ରୀ ଶାଉଲଙ୍କ ନିକଟକୁ ଆସି ତାଙ୍କୁ ଅତିଶୟ ବିହ୍ୱଳ ଦେଖି କହିଲା, “ଦେଖନ୍ତୁ, ଆପଣଙ୍କ ଦାସୀ ଆପଣଙ୍କ ରବ ଶୁଣିଅଛି ଓ ମୁଁ ମୋʼ ପ୍ରାଣ ଆପଣା ହାତରେ ଧରି ଯାହା ଆପଣ ମୋତେ କହିଲେ, ଆପଣଙ୍କ ସେହି କଥା ମୁଁ ଶୁଣିଲି।


ମାତ୍ର ସେ ଅସମ୍ମତ ହୋଇ କହିଲେ, “ମୁଁ ଭୋଜନ କରିବି ନାହିଁ।” ତଥାପି ତାଙ୍କର ଦାସମାନେ ଓ ସେ ସ୍ତ୍ରୀ ମିଶି ତାଙ୍କୁ ବଳାନ୍ତେ, ସେ ସେମାନଙ୍କ ରବ ଶୁଣିଲେ। ପୁଣି, ସେ ଭୂମିରୁ ଉଠି ଶଯ୍ୟା ଉପରେ ବସିଲେ।


Swiv nou:

Piblisite


Piblisite