Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 28:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମାତ୍ର ଶାଉଲ ପଲେଷ୍ଟୀୟମାନଙ୍କ ସୈନ୍ୟସାମନ୍ତ ଦେଖି ଭୀତ ହେଲେ ଓ ତାଙ୍କର ହୃଦୟ ଅତ୍ୟନ୍ତ କମ୍ପିତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ମାତ୍ର ଶାଉଲ ପଲେଷ୍ଟୀୟମାନଙ୍କ ସୈନ୍ୟସାମ; ଦେଖି ଭୀତ ହେଲେ ଓ ତାଙ୍କର ହୃଦୟ ଅତ୍ୟ; କମ୍ପିତ ହେଲା।

Gade chapit la Kopi

ଓଡିଆ ବାଇବେଲ

5 ମାତ୍ର ଶାଉଲ ପଲେଷ୍ଟୀୟମାନଙ୍କ ସୈନ୍ୟସାମନ୍ତ ଦେଖି ଭୀତ ହେଲେ ଓ ତାଙ୍କର ହୃଦୟ ଅତ୍ୟନ୍ତ କମ୍ପିତ ହେଲା।

Gade chapit la Kopi

ପବିତ୍ର ବାଇବଲ

5 ଶାଉଲ ପଲେଷ୍ଟୀୟମାନଙ୍କର ସେନା ଛାଉଣିକି ଦେଖି ଭୟ କଲେ। ତାଙ୍କର ହୃଦୟ ଭୟରେ ଚୁ‌ର୍‌ମାର ହୋଇଗଲା।

Gade chapit la Kopi




1 ଶାମୁୟେଲ 28:5
11 Referans Kwoze  

ତହିଁରେ ରାଜାର ମୁଖ ବିବର୍ଣ୍ଣ ହେଲା ଓ ତାହାର ଭାବନା ତାହାକୁ ଉଦ୍‍ବିଗ୍ନ କଲା; ପୁଣି, ତାହାର କଟିଦେଶରେ ସନ୍ଧିସ୍ଥାନସବୁ ହୁଗୁଳା ହୋଇଗଲା ଓ ତାହାର ଆଣ୍ଠୁରେ ଆଣ୍ଠୁ ବାଜିଲା।


ଏଥିଉତ୍ତାରେ ଦାଉଦ-ବଂଶକୁ ଜ୍ଞାତ କରାଗଲା ଯେ, ଅରାମ ଇଫ୍ରୟିମର ସହାୟ ହୋଇଅଛି। ଏଥିରେ ତାହାର ହୃଦୟ ଓ ତାହାର ଲୋକମାନଙ୍କ ହୃଦୟ ବାୟୁରେ କମ୍ପିତ ଓ ବନବୃକ୍ଷ ତୁଲ୍ୟ କମ୍ପିତ ହେଲା।


ଦୁଷ୍ଟ ଲୋକ ଯାହା ଭୟ କରେ, ତାହା ହିଁ ତାହା ପ୍ରତି; ମାତ୍ର ଧାର୍ମିକର ମନୋବାଞ୍ଛା ତାହାକୁ ଦିଆଯିବ।


ସେମାନେ ଏକ ନିମିଷରେ କିପରି ଉଚ୍ଛିନ୍ନ ହୁଅନ୍ତି! ନାନା ତ୍ରାସରେ ସେମାନେ ନିଃଶେଷ ରୂପେ ସଂହାରିତ ହୁଅନ୍ତି।


ଭୟଙ୍କରତା ତାହାକୁ ଚତୁର୍ଦ୍ଦିଗରେ ଭୀତ କରିବ ଓ ତାହାର ଗୋଡ଼େ ଗୋଡ଼େ ଗୋଡ଼ାଇବ।


ତାହାର କର୍ଣ୍ଣରେ ତ୍ରାସଜନକ ଶବ୍ଦ ଥାଏ, ସୌଭାଗ୍ୟ ସମୟରେ ଲୁଣ୍ଠନକାରୀ ତାହାକୁ ଆକ୍ରମଣ କରିବ;


ଏଥିରେ ପଲେଷ୍ଟୀୟମାନେ ଏକତ୍ର ହୋଇ ଆସି ଶୂନେମରେ ଛାଉଣି ସ୍ଥାପନ କଲେ; ପୁଣି, ଶାଉଲ ସମସ୍ତ ଇସ୍ରାଏଲକୁ ଏକତ୍ର କରନ୍ତେ, ସେମାନେ ଗିଲ୍‍ବୋୟରେ ଛାଉଣି ସ୍ଥାପନ କଲେ।


ତହୁଁ ଶାଉଲ ସଦାପ୍ରଭୁଙ୍କ ନିକଟରେ ପଚାରନ୍ତେ, ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ ନାହିଁ; ନା ସ୍ୱପ୍ନ ଦ୍ୱାରା, ନା ଊରୀମ୍‍ ଦ୍ୱାରା, ନା ଭବିଷ୍ୟଦ୍‍ବକ୍ତାମାନଙ୍କ ଦ୍ୱାରା।


Swiv nou:

Piblisite


Piblisite