Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 29:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ପ୍ରଭାତରେ ପ୍ରସ୍ଥାନ କରି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଯିବା ପାଇଁ ଶୀଘ୍ର ଉଠିଲେ। ଆଉ ପଲେଷ୍ଟୀୟମାନେ ଯିଷ୍ରିୟେଲକୁ ଗମନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ପ୍ରଭାତରେ ପ୍ରସ୍ଥାନ କରି ପଲେଷ୍ଟୀୟମାନଙ୍କ ଦେଶକୁ ଫେରି ଯିବା ପାଇଁ ଶୀଘ୍ର ଉଠିଲେ। ଆଉ ପଲେଷ୍ଟୀୟ-ମାନେ ଯିଷ୍ରିୟେଲକୁ ଗମନ କଲେ।

Gade chapit la Kopi

ଓଡିଆ ବାଇବେଲ

11 ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ପ୍ରଭାତରେ ପ୍ରସ୍ଥାନ କରି ପଲେଷ୍ଟୀୟମାନଙ୍କ ଦେଶକୁ ଫେରି ଯିବା ପାଇଁ ଶୀଘ୍ର ଉଠିଲେ। ଆଉ ପଲେଷ୍ଟୀୟମାନେ ଯିଷ୍ରିୟେଲକୁ ଗମନ କଲେ।

Gade chapit la Kopi

ପବିତ୍ର ବାଇବଲ

11 ଦାଉଦ ଏବଂ ତାଙ୍କର ଲୋକମାନେ ପ୍ରତ୍ୟୁଷରୁ ଉଠି ପଲେଷ୍ଟୀୟ ଦେଶକୁ ଫେରିଗଲେ ଆଉ ପଲେଷ୍ଟୀୟମାନେ ଯିଷ୍ରିୟେଲକୁ ଗମନ କଲେ।

Gade chapit la Kopi




1 ଶାମୁୟେଲ 29:11
7 Referans Kwoze  

ଶାଉଲଙ୍କର ପୁତ୍ର ଯୋନାଥନଙ୍କର ଗୋଟିଏ ପୁତ୍ର ଥିଲା, ତାହାର ଦୁଇ ପାଦ ଛୋଟା। ଯିଷ୍ରିୟେଲରୁ ଶାଉଲ ଓ ଯୋନାଥନ ବିଷୟକ ସମ୍ବାଦ ଆସିବା ବେଳେ ତାହାକୁ ପାଞ୍ଚ ବର୍ଷ ହୋଇଥିଲା, ପୁଣି ତାହାର ସେବିକା ତାହାକୁ ନେଇ ପଳାଇଲା; ମାତ୍ର ପଳାଇବା ପାଇଁ ଚଞ୍ଚଳ ହେବାରୁ ପିଲା ପଡ଼ିଯାଇ ଛୋଟା ହେଲା। ତାହାର ନାମ ମଫୀବୋଶତ୍‍।


ସେହି ସମୟରେ ପଲେଷ୍ଟୀୟମାନେ ଆପଣାମାନଙ୍କ ସୈନ୍ୟସାମନ୍ତ ସକଳ ଅଫେକରେ ଏକତ୍ର କଲେ ଓ ଇସ୍ରାଏଲୀୟମାନେ ଯିଷ୍ରିୟେଲସ୍ଥ ନିର୍ଝର ନିକଟରେ ଛାଉଣି ସ୍ଥାପନ କଲେ।


ସେମାନଙ୍କ ସୀମା ଯିଷ୍ରିୟେଲ ଓ କସୁଲ୍ଲୋତ ଓ ଶୂନେମ


ଓ ଯିଷ୍ରିୟେଲ ଓ ଯଗ୍‍ଦୀୟାମ୍‍ ଓ ସାନୋହ;


ଏହେତୁ ତୁମ୍ଭେ ଓ ତୁମ୍ଭ ସହିତ ଆଗତ ତୁମ୍ଭ ପ୍ରଭୁର ଦାସମାନେ ଅତି ପ୍ରଭାତରେ ଉଠ ଓ ଅତି ପ୍ରଭାତରେ ଉଠିଲାକ୍ଷଣି ଆଲୁଅ ହେଲେ ପ୍ରସ୍ଥାନ କର।”


ଏଉତ୍ତାରେ ଦାଉଦ ଓ ତାଙ୍କର ଲୋକମାନେ ତୃତୀୟ ଦିନରେ ସିକ୍ଲଗ୍‍ ନଗରରେ ଉପସ୍ଥିତ ହେଲେ, ସେସମୟକୁ ଅମାଲେକୀୟ ଲୋକମାନେ ଦକ୍ଷିଣାଞ୍ଚଳ ଓ ସିକ୍ଲଗ୍‍ ଆକ୍ରମଣ କରିଥିଲେ ଓ ସିକ୍ଲଗ୍‍କୁ ଆଘାତ କରି ଅଗ୍ନିରେ ଦଗ୍ଧ କରିଥିଲେ।


ମଧ୍ୟ ଦାଉଦ ଯିଷ୍ରିୟେଲୀୟା ଅହୀନୋୟମକୁ ବିବାହ କଲେ; ତହିଁରେ ସେ ଦୁହେଁ ତାଙ୍କର ଭାର୍ଯ୍ୟା ହେଲେ।


Swiv nou:

Piblisite


Piblisite