1 ଶାମୁୟେଲ 29:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିରେ ଆଖୀଶ୍ ଦାଉଦଙ୍କୁ ଉତ୍ତର ଦେଇ କହିଲା, “ମୁଁ ଜାଣେ, ତୁମ୍ଭେ ମୋʼ ଦୃଷ୍ଟିରେ ପରମେଶ୍ୱରଙ୍କ ଦୂତ ପରି ଉତ୍ତମ; ତଥାପି ପଲେଷ୍ଟୀୟ ଅଧିପତିମାନେ କହୁଅଛନ୍ତି, ‘ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ।’ Gade chapit laପବିତ୍ର ବାଇବଲ (Re-edited) - (BSI)9 ଏଥିରେ ଆଖୀଶ୍ ଦାଉଦଙ୍କୁ ଉତ୍ତର ଦେଇ କହିଲା, ମୁଁ ଜାଣେ, ତୁମ୍ଭେ ମୋʼ ଦୃଷ୍ଟିରେ ପରମେଶ୍ଵରଙ୍କ ଦୂତ ପରି ଉତ୍ତମ; ତଥାପି ପଲେଷ୍ଟୀୟ ଅଧିପତିମାନେ କହୁଅଛନ୍ତି, ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ। Gade chapit laଓଡିଆ ବାଇବେଲ9 ଏଥିରେ ଆଖୀଶ୍ ଦାଉଦଙ୍କୁ ଉତ୍ତର ଦେଇ କହିଲା, ମୁଁ ଜାଣେ, ତୁମ୍ଭେ ମୋ’ ଦୃଷ୍ଟିରେ ପରମେଶ୍ୱରଙ୍କ ଦୂତ ପରି ଉତ୍ତମ; ତଥାପି ପଲେଷ୍ଟୀୟ ଅଧିପତିମାନେ କହୁଅଛନ୍ତି, ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ। Gade chapit laପବିତ୍ର ବାଇବଲ9 ଆଖୀଶ୍ ଉତ୍ତର ଦେଲେ, “ମୁଁ ବିଶ୍ୱାସ କରୁଛି ତୁମ୍ଭେ ଜଣେ ଉତ୍ତମ ଲୋକ। ତୁମ୍ଭେ ଜଣେ ପରମେଶ୍ୱରଙ୍କର ଦୂତ ସ୍ୱରୂପ। ତଥାପି ପଲେଷ୍ଟୀୟ ଶାସକମାନେ କହୁଛନ୍ତି, ‘ଦାଉଦ କେବେ ଆମ୍ଭମାନଙ୍କ ସହିତ ଯୁଦ୍ଧକୁ ଯାଇ ପାରିବେ ନାହିଁ।’ Gade chapit la |
ମାତ୍ର ପଲେଷ୍ଟୀୟ ଅଧିପତିମାନେ ତାହା ଉପରେ କ୍ରୁଦ୍ଧ ହେଲେ ଓ ପଲେଷ୍ଟୀୟ ଅଧିପତିମାନେ ତାହାକୁ କହିଲେ, “ତୁମ୍ଭେ ସେ ଲୋକକୁ ଫେରାଇ ଦିଅ, ତୁମ୍ଭେ ତାହା ପାଇଁ ଯେଉଁ ସ୍ଥାନ ନିରୂପଣ କରିଅଛ, ସେ ଆପଣାର ସେହି ସ୍ଥାନକୁ ଫେରିଯାଉ, ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ, କେଜାଣି ଯୁଦ୍ଧ ସମୟରେ ସେ ଆମ୍ଭମାନଙ୍କର ବିପକ୍ଷ ହୋଇ ପଡ଼ିବ; ଏଇଟା ଆଉ କାହିଁରେ ଆପଣା ପ୍ରଭୁକୁ ପ୍ରସନ୍ନ କରିବ? କି ଏହି ଲୋକମାନଙ୍କ ମସ୍ତକ ଦ୍ୱାରା ନୁହେଁ?