1 ଶାମୁୟେଲ 3:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଉତ୍ତାରେ ସଦାପ୍ରଭୁ ଆସିଲେ, ପୁଣି, ଠିଆ ହୋଇ ଅନ୍ୟ ସମୟ ପରି “ଶାମୁୟେଲ, ଶାମୁୟେଲ,” ବୋଲି ଡାକିଲେ। ତେବେ ଶାମୁୟେଲ କହିଲେ, “କହନ୍ତୁ; ଆପଣଙ୍କ ଦାସ ଶୁଣୁଅଛି।” Gade chapit laପବିତ୍ର ବାଇବଲ (Re-edited) - (BSI)10 ଏଉତ୍ତାରେ ସଦାପ୍ରଭୁ ଆସିଲେ, ପୁଣି ଠିଆ ହୋଇ ଅନ୍ୟ ସମୟ ପରି ଶାମୁୟେଲ, ଶାମୁୟେଲ, ବୋଲି ଡାକିଲେ। ତେବେ ଶାମୁୟେଲ କହିଲେ, କହନ୍ତୁ; ଆପଣଙ୍କ ଦାସ ଶୁଣୁଅଛି। Gade chapit laଓଡିଆ ବାଇବେଲ10 ଏଉତ୍ତାରେ ସଦାପ୍ରଭୁ ଆସିଲେ, ପୁଣି, ଠିଆ ହୋଇ ଅନ୍ୟ ସମୟ ପରି ଶାମୁୟେଲ, ଶାମୁୟେଲ, ବୋଲି ଡାକିଲେ। ତେବେ ଶାମୁୟେଲ କହିଲେ, କହନ୍ତୁ; ଆପଣଙ୍କ ଦାସ ଶୁଣୁଅଛି। Gade chapit laପବିତ୍ର ବାଇବଲ10 ଏହା ପରେ ସଦାପ୍ରଭୁ ଆସିଲେ ଏବଂ ସେଠାରେ ଛିଡ଼ା ହେଲେ, ଆଗ ଥର ପରି ସେ “ଶାମୁୟେଲ, ଶାମୁୟେଲ” ବୋଲି ଡାକିଲେ। ତା'ପରେ ଶାମୁୟେଲ ଉତ୍ତର ଦେଲେ, “ମୋତେ କୁହନ୍ତୁ ଆପଣଙ୍କ ଦାସ ଶୁଣୁଅଛି।” Gade chapit la |