Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 3:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏହେତୁ ଏଲି ବଂଶର ଅପରାଧ, ବଳିଦାନ କି ନୈବେଦ୍ୟ ଦ୍ୱାରା ସଦାକାଳ ପରିଷ୍କୃତ ନୋହିବ ବୋଲି ଏଲି-ବଂଶ ବିଷୟରେ ଆମ୍ଭେ ଶପଥ କରିଅଛୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଏହେତୁ ଏଲି ବଂଶର ଅପରାଧ, ବଳିଦାନ କି ନୈବେଦ୍ୟ ଦ୍ଵାରା ସଦାକାଳ ପରିଷ୍କୃତ ନୋହିବ ବୋଲି ଏଲି-ବଂଶ ବିଷୟରେ ଆମ୍ଭେ ଶପଥ କରିଅଛୁ।

Gade chapit la Kopi

ଓଡିଆ ବାଇବେଲ

14 ଏହେତୁ ଏଲି ବଂଶର ଅପରାଧ, ବଳିଦାନ କି ନୈବେଦ୍ୟ ଦ୍ୱାରା ସଦାକାଳ ପରିଷ୍କୃତ ନୋହିବ ବୋଲି ଏଲି-ବଂଶ ବିଷୟରେ ଆମ୍ଭେ ଶପଥ କରିଅଛୁ।

Gade chapit la Kopi

ପବିତ୍ର ବାଇବଲ

14 ମୁଁ ପ୍ରତିଜ୍ଞା କରୁଅଛି ଯେ, ଏଲିର ପରିବାର ପାପ ବଳିଦାନ ଉତ୍ସର୍ଗ ଦ୍ୱାରା ଶସ୍ୟ ନୈବେଦ୍ୟ ଉତ୍ସର୍ଗ ଦ୍ୱାରା କେବେ ପ୍ରାୟଶ୍ଚିତ ହେବ ନାହିଁ।”

Gade chapit la Kopi




1 ଶାମୁୟେଲ 3:14
10 Referans Kwoze  

ପୁଣି, ସୈନ୍ୟାଧିପତି ସଦାପ୍ରଭୁ ସ୍ୱୟଂ ଆମ୍ଭ କର୍ଣ୍ଣଗୋଚରରେ ପ୍ରକାଶ କଲେ, “ନିଶ୍ଚୟ ତୁମ୍ଭମାନଙ୍କର ମରଣକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଏହି ଅପରାଧ କ୍ଷମା ହେବ ନାହିଁ,” ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏରୂପ କହନ୍ତି।


ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ।


ଏଣୁକରି ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ କାତରୋକ୍ତି ଅବା ପ୍ରାର୍ଥନା ଉତ୍ସର୍ଗ କର ନାହିଁ, ଆମ୍ଭ ନିକଟରେ ନିବେଦନ କର ନାହିଁ; କାରଣ ଆମ୍ଭେ ତୁମ୍ଭ କଥା ଶୁଣିବା ନାହିଁ।


ମନୁଷ୍ୟ ଯଦି ମନୁଷ୍ୟ ବିରୁଦ୍ଧରେ ପାପ କରେ, ତେବେ ପରମେଶ୍ୱର ତାହାର ବିଚାର କରିବେ; ମାତ୍ର ମନୁଷ୍ୟ ଯଦି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରେ, ତେବେ କିଏ ତାହା ପକ୍ଷରେ ପ୍ରାର୍ଥନା କରିବ?” ତଥାପି ସେମାନେ ଆପଣା ପିତାଙ୍କ ରବ ଶୁଣିଲେ ନାହିଁ, କାରଣ ସେମାନଙ୍କୁ ବଧ କରିବାକୁ ସଦାପ୍ରଭୁଙ୍କର ଇଚ୍ଛା ଥିଲା।


କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ; ହେଲେ ମୁଁ ତାହା ଦିଅନ୍ତି; ହୋମବଳିରେ ତୁମ୍ଭର କିଛି ସନ୍ତୋଷ ନାହିଁ।


ଏହିରୂପେ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କର ମଧ୍ୟବର୍ତ୍ତୀ ଆମ୍ଭର ଆବାସ ଅଶୁଚି କଲେ, ଯେପରି ସେମାନେ ଆପଣାମାନଙ୍କ ଅଶୁଚିତାରେ ନ ମରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ସେମାନଙ୍କ ଅଶୁଚିତାରୁ ପୃଥକ କରିବ।”


ତୁମ୍ଭର ଅଶୌଚର ଲମ୍ପଟତା ଅଛି; ଆମ୍ଭେ ତୁମ୍ଭକୁ ଶୁଚି କଲେ ହେଁ ତୁମ୍ଭେ ଶୁଚି ହେଲ ନାହିଁ, ଏଥିପାଇଁ ତୁମ୍ଭ ଉପରେ ଆମ୍ଭେ ଆପଣା କୋପ ଶାନ୍ତ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆପଣା ଅଶୌଚରୁ ଆଉ ଶୁଚୀକୃତ ନୋହିବ।


Swiv nou:

Piblisite


Piblisite