1 ଶାମୁୟେଲ 3:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହୁଁ ଶାମୁୟେଲ ପ୍ରଭାତ ପର୍ଯ୍ୟନ୍ତ ଶୟନ କଲେ, ତହିଁ ଉତ୍ତାରେ ସଦାପ୍ରଭୁଙ୍କ ଗୃହଦ୍ୱାର ଫିଟାଇଲେ। ପୁଣି, ଏଲିଙ୍କୁ ସେହି ଦର୍ଶନ ବିଷୟ ଜଣାଇବାକୁ ଶାମୁୟେଲ ଭୟ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ତହୁଁ ଶାମୁୟେଲ ପ୍ରଭାତ ପର୍ଯ୍ୟନ୍ତ ଶୟନ କଲେ, ତହିଁ ଉତ୍ତାରେ ସଦାପ୍ରଭୁଙ୍କ ଗୃହଦ୍ଵାର ଫିଟାଇଲେ। ପୁଣି ଏଲିଙ୍କୁ ସେହି ଦର୍ଶନ ବିଷୟ ଜଣାଇବାକୁ ଶାମୁୟେଲ ଭୟ କଲେ। Gade chapit laଓଡିଆ ବାଇବେଲ15 ତହୁଁ ଶାମୁୟେଲ ପ୍ରଭାତ ପର୍ଯ୍ୟନ୍ତ ଶୟନ କଲେ, ତହିଁ ଉତ୍ତାରେ ସଦାପ୍ରଭୁଙ୍କ ଗୃହଦ୍ୱାର ଫିଟାଇଲେ। ପୁଣି, ଏଲିଙ୍କୁ ସେହି ଦର୍ଶନ ବିଷୟ ଜଣାଇବାକୁ ଶାମୁୟେଲ ଭୟ କଲେ। Gade chapit laପବିତ୍ର ବାଇବଲ15 ତହୁଁ ଶାମୁୟେଲ ଶୋଇବାକୁ ଗଲେ। ସଦାପ୍ରଭୁଙ୍କ ମନ୍ଦିରଦ୍ୱାର ଫିଟାଇବାକୁ ଶୀଘ୍ର ଉଠିଲେ। ଏଲିଙ୍କୁ ସେହି ଦର୍ଶନ ବିଷୟ ଜଣାଇବାକୁ ଶାମୁୟେଲ ଭୟକଲେ। Gade chapit la |