Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 3:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଉତ୍ତାରେ ସଦାପ୍ରଭୁ ପୁନର୍ବାର ତୃତୀୟ ଥର ଶାମୁୟେଲଙ୍କୁ ଡାକିଲେ। ତହୁଁ ସେ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା?” ଏଥିରେ ସଦାପ୍ରଭୁ ଯେ ବାଳକକୁ ଡାକୁଅଛନ୍ତି, ଏହା ଏଲି ବୁଝିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏଉତ୍ତାରେ ସଦାପ୍ରଭୁ ପୁନର୍ବାର ତୃତୀୟ ଥର ଶାମୁୟେଲଙ୍କୁ ଡାକିଲେ। ତହୁଁ ସେ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା? ଏଥିରେ ସଦାପ୍ରଭୁ ଯେ ବାଳକକୁ ଡାକୁଅଛନ୍ତି, ଏହା ଏଲି ବୁଝିଲେ।

Gade chapit la Kopi

ଓଡିଆ ବାଇବେଲ

8 ଏଉତ୍ତାରେ ସଦାପ୍ରଭୁ ପୁନର୍ବାର ତୃତୀୟ ଥର ଶାମୁୟେଲଙ୍କୁ ଡାକିଲେ। ତହୁଁ ସେ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା ? ଏଥିରେ ସଦାପ୍ରଭୁ ଯେ ବାଳକକୁ ଡାକୁଅଛନ୍ତି, ଏହା ଏଲି ବୁଝିଲେ।

Gade chapit la Kopi

ପବିତ୍ର ବାଇବଲ

8 ଏହା ପରେ ସଦାପ୍ରଭୁ ପୁନର୍ବାର ତୃତୀୟ ଥର ଶାମୁୟେଲଙ୍କୁ ଡାକିଲେ। ତହୁଁ ସେ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, “ମୁଁ ଏଠାରେ ଅଛି ଆପଣ ମୋତେ ଡାକିଲେ ପରା,” ଏଥିରେ ସଦାପ୍ରଭୁ ଯେ ବାଳକକୁ ଡାକୁଅଛନ୍ତି ଏହା ଏଲି ବୁଝିଲେ।

Gade chapit la Kopi




1 ଶାମୁୟେଲ 3:8
4 Referans Kwoze  

ସେସମୟରେ ଶାମୁୟେଲ ସଦାପ୍ରଭୁଙ୍କର ପରିଚୟ ପାଇ ନ ଥିଲେ, କିଅବା ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ପ୍ରତି ପ୍ରକାଶିତ ହୋଇ ନ ଥିଲା।


ତେଣୁ, ଏଲି ଶାମୁୟେଲଙ୍କୁ କହିଲେ, “ଯାଇ ଶୁଅ; ଯେବେ ସେ ତୁମ୍ଭକୁ ଡାକନ୍ତି, ତେବେ ତୁମ୍ଭେ କହିବ, ‘ହେ ସଦାପ୍ରଭୋ କହନ୍ତୁ, ଆପଣଙ୍କ ଦାସ ଶୁଣୁଅଛି।’” ତହୁଁ ଶାମୁୟେଲ ଯାଇ ଆପଣା ସ୍ଥାନରେ ଶୋଇଲେ।


Swiv nou:

Piblisite


Piblisite