Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 30:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଉତ୍ତାରେ ଦାଉଦ ଓ ତାଙ୍କର ଲୋକମାନେ ତୃତୀୟ ଦିନରେ ସିକ୍ଲଗ୍‍ ନଗରରେ ଉପସ୍ଥିତ ହେଲେ, ସେସମୟକୁ ଅମାଲେକୀୟ ଲୋକମାନେ ଦକ୍ଷିଣାଞ୍ଚଳ ଓ ସିକ୍ଲଗ୍‍ ଆକ୍ରମଣ କରିଥିଲେ ଓ ସିକ୍ଲଗ୍‍କୁ ଆଘାତ କରି ଅଗ୍ନିରେ ଦଗ୍ଧ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏଉତ୍ତାରେ ଦାଉଦ ଓ ତାଙ୍କର ଲୋକମାନେ ତୃତୀୟ ଦିନରେ ସିକ୍ଳଗ୍ ନଗରରେ ଉପସ୍ଥିତ ହେଲେ, ସେସମୟକୁ ଅମାଲେକୀୟ ଲୋକମାନେ ଦକ୍ଷିଣାଞ୍ଚଳ ଓ ସିକ୍ଳଗ୍ ଆକ୍ରମଣ କରିଥିଲେ ଓ ସିକ୍ଳଗ୍କୁ ଆଘାତ କରି ଅଗ୍ନିରେ ଦଗ୍ଧ କରିଥିଲେ।

Gade chapit la Kopi

ଓଡିଆ ବାଇବେଲ

1 ଏଉତ୍ତାରେ ଦାଉଦ ଓ ତାଙ୍କର ଲୋକମାନେ ତୃତୀୟ ଦିନରେ ସିକ୍ଲଗ୍‍ ନଗରରେ ଉପସ୍ଥିତ ହେଲେ, ସେସମୟକୁ ଅମାଲେକୀୟ ଲୋକମାନେ ଦକ୍ଷିଣାଞ୍ଚଳ ଓ ସିକ୍ଲଗ୍‍ ଆକ୍ରମଣ କରିଥିଲେ ଓ ସିକ୍ଲଗ୍‍କୁ ଆଘାତ କରି ଅଗ୍ନିରେ ଦଗ୍ଧ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ

1 ତୃତୀୟ ଦିନ ଦାଉଦ ଏବଂ ତାଙ୍କର ଲୋକମାନେ ସିକ୍ଳ‌ଗ୍‌ରେ ପହଞ୍ଚିଲେ। ସେମାନେ ଦେଖିଲେ ଅମାଲେକୀୟମାନେ ସିକ୍ଳଗ ଆକ୍ରମଣ କରିଥିଲେ। ଅମାଲେକୀୟ ଲୋକମାନେ ନେଗେଭ ଆକ୍ରମଣ କରି ଓ ସିକ୍ଳ‌ଗ୍‌କୁ ଆକ୍ରମଣ କରି ସହରରେ ନିଆଁ ଲଗାଇ ଦେଇଥିଲେ।

Gade chapit la Kopi




1 ଶାମୁୟେଲ 30:1
18 Referans Kwoze  

ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ପ୍ରଭାତରେ ପ୍ରସ୍ଥାନ କରି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଯିବା ପାଇଁ ଶୀଘ୍ର ଉଠିଲେ। ଆଉ ପଲେଷ୍ଟୀୟମାନେ ଯିଷ୍ରିୟେଲକୁ ଗମନ କଲେ।


ଏଉତ୍ତାରେ ଶାଉଲ ହବୀଲାଠାରୁ ମିସର ସମ୍ମୁଖସ୍ଥ ଶୂରର ନିକଟ ପର୍ଯ୍ୟନ୍ତ ଅମାଲେକୀୟମାନଙ୍କୁ ଆଘାତ କଲେ।


ମାତ୍ର ପଲେଷ୍ଟୀୟ ଅଧିପତିମାନେ ତାହା ଉପରେ କ୍ରୁଦ୍ଧ ହେଲେ ଓ ପଲେଷ୍ଟୀୟ ଅଧିପତିମାନେ ତାହାକୁ କହିଲେ, “ତୁମ୍ଭେ ସେ ଲୋକକୁ ଫେରାଇ ଦିଅ, ତୁମ୍ଭେ ତାହା ପାଇଁ ଯେଉଁ ସ୍ଥାନ ନିରୂପଣ କରିଅଛ, ସେ ଆପଣାର ସେହି ସ୍ଥାନକୁ ଫେରିଯାଉ, ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ, କେଜାଣି ଯୁଦ୍ଧ ସମୟରେ ସେ ଆମ୍ଭମାନଙ୍କର ବିପକ୍ଷ ହୋଇ ପଡ଼ିବ; ଏଇଟା ଆଉ କାହିଁରେ ଆପଣା ପ୍ରଭୁକୁ ପ୍ରସନ୍ନ କରିବ? କି ଏହି ଲୋକମାନଙ୍କ ମସ୍ତକ ଦ୍ୱାରା ନୁହେଁ?


ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେମାନଙ୍କ ସମ୍ମୁଖରେ ଭୀତ ନ ହୁଅ; କାରଣ କାଲି ଏହି ସମୟରେ ଆମ୍ଭେ ସେସମସ୍ତଙ୍କୁ ଇସ୍ରାଏଲ ସମ୍ମୁଖରେ ହତ କରି ସମର୍ପଣ କରିବା; ତୁମ୍ଭେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟିବ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କରିବ।”


ତୃତୀୟ ଦିନରେ ଶାଉଲଙ୍କ ଛାଉଣି ଭିତରୁ ଜଣେ ଲୋକ ଆପଣା ବସ୍ତ୍ର ଚିରି ଓ ମସ୍ତକରେ ମାଟି ଦେଇ ଆସିଲା; ପୁଣି ସେ ଦାଉଦଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ଭୂମିରେ ପଡ଼ି ପ୍ରଣାମ କଲା।


ସେହି ସମୟରେ ଇସ୍‌ହାକ ଦକ୍ଷିଣ ଦେଶରେ ବାସ କରିବାରୁ ବେର-ଲହୟ-ରୋୟୀ ନାମକ ସ୍ଥାନକୁ ଯାଇ ଫେରି ଆସିଥିଲା।


ଓ ସିକ୍ଲଗ୍‍ ଓ ମଦ୍‍ମନ୍ନା ଓ ସନ୍‍ସନ୍ନା


ପୁଣି, ସେ ଅମାଲେକୀୟମାନଙ୍କ ରାଜା ଅଗାଗକୁ ଜିଅନ୍ତା ଧରିଲେ ଓ ଲୋକ ସମସ୍ତଙ୍କୁ ଖଡ୍ଗଧାରରେ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।


ତହିଁରେ ଆଖୀଶ୍‍ ସେହି ଦିନ ତାହାକୁ ସିକ୍ଲଗ୍‍ ନଗର ଦେଲା; ଏହି ହେତୁ ଆଜି ପର୍ଯ୍ୟନ୍ତ ସିକ୍ଲଗ୍‍ ଯିହୁଦା ରାଜାମାନଙ୍କ ଅଧିକାରରେ ଅଛି।


ଆମ୍ଭେମାନେ କରେଥୀୟମାନଙ୍କ ଦକ୍ଷିଣାଞ୍ଚଳ ଆକ୍ରମଣ କଲୁ ଓ ଆମ୍ଭେମାନେ ସିକ୍ଲଗ୍‍କୁ ଅଗ୍ନିରେ ଓ ଯିହୁଦାର ଅଧିକାର ଓ କାଲେବର ଦକ୍ଷିଣାଞ୍ଚଳ ଦଗ୍ଧ କଲୁ।”


ଶାଉଲଙ୍କ ମୃତ୍ୟୁୁ ପରେ, ଦାଉଦ ଅମାଲେକୀୟମାନଙ୍କୁ ବଧ କରି ଫେରି ସିକ୍ଲଗ୍‍ ନଗରରେ ଦୁଇ ଦିନ ରହିଲେ।


ତେଣୁ ସେ ମୋତେ କହିଲେ, ‘ତୁମ୍ଭେ କିଏ?’ ମୁଁ ଉତ୍ତର କଲି, ‘ମୁଁ ଜଣେ ଅମାଲେକୀୟ ଲୋକ।’


ପୁଣି ତାଙ୍କର ସମସ୍ତ ଦାସ ଅଗ୍ରସର ହେଲେ ଓ ଗାଥ୍‍ ନଗରରୁ ତାଙ୍କ ପଛେ ଯେଉଁ ଛଅ ଶହ ଲୋକ ଆସିଥିଲେ, ସେହି କରେଥୀୟ ଓ ପଲେଥୀୟ ଓ ଗାଥୀୟ ଲୋକ ସମସ୍ତେ ରାଜାଙ୍କ ସମ୍ମୁଖରେ ପାର ହୋଇଗଲେ।


ଆଉ ସେମାନେ ଲୁଟକାରୀ ଦଳ ବିରୁଦ୍ଧରେ ଦାଉଦଙ୍କର ସାହାଯ୍ୟ କଲେ; କାରଣ ସେମାନେ ସମସ୍ତେ ମହାବିକ୍ରମଶାଳୀ ପୁରୁଷ ଓ ସେନାପତି ଥିଲେ।


ସେମାନେ ସମସ୍ତ ଲୋକଙ୍କୁ ନେଇ ନଥନୀୟର ପୁତ୍ର ଇଶ୍ମାୟେଲ ସଙ୍ଗେ ଯୁଦ୍ଧ କରିବାକୁ ଗଲେ ଓ ଗିବୀୟୋନ୍‍ସ୍ଥିତ ମହାଜଳାଶୟ ନିକଟରେ ତାହାକୁ ଦେଖିଲେ।


ଏହେତୁ ତୁମ୍ଭେ ଓ ତୁମ୍ଭ ସହିତ ଆଗତ ତୁମ୍ଭ ପ୍ରଭୁର ଦାସମାନେ ଅତି ପ୍ରଭାତରେ ଉଠ ଓ ଅତି ପ୍ରଭାତରେ ଉଠିଲାକ୍ଷଣି ଆଲୁଅ ହେଲେ ପ୍ରସ୍ଥାନ କର।”


ଦିନକୁ ଦିନ ଲୋକମାନେ ଦାଉଦଙ୍କୁ ସାହାଯ୍ୟ କରିବାକୁ ଆସିଲେ, ତହିଁରେ ପରମେଶ୍ୱରଙ୍କ ସୈନ୍ୟ ତୁଲ୍ୟ ମହାସୈନ୍ୟ ହେଲା।


Swiv nou:

Piblisite


Piblisite