Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 30:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମାତ୍ର ଦାଉଦ ଓ ଚାରି ଶହ ଲୋକ ପଛେ ପଛେ ଗୋଡ଼ାଇଲେ; କାରଣ ଦୁଇ ଶହ ଲୋକ ଏପରି କ୍ଳାନ୍ତ ହୋଇଥିଲେ ଯେ, ସେମାନେ ବିଷୋର ନଦୀ ପାର ହୋଇ ନ ପାରି ପଛରେ ରହିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ମାତ୍ର ଦାଉଦ ଓ ଚାରି ଶହ ଲୋକ ପଛେ ପଛେ ଗୋଡ଼ାଇଲେ; କାରଣ ଦୁଇ ଶହ ଲୋକ ଏପରି କ୍ଳା; ହୋଇଥିଲେ ଯେ, ସେମାନେ ବିଷୋର ନଦୀ ପାର ହୋଇ ନ ପାରି ପଛରେ ରହିଗଲେ।

Gade chapit la Kopi

ଓଡିଆ ବାଇବେଲ

10 ମାତ୍ର ଦାଉଦ ଓ ଚାରି ଶହ ଲୋକ ପଛେ ପଛେ ଗୋଡ଼ାଇଲେ; କାରଣ ଦୁଇ ଶହ ଲୋକ ଏପରି କ୍ଳାନ୍ତ ହୋଇଥିଲେ ଯେ, ସେମାନେ ବିଷୋର ନଦୀ ପାର ହୋଇ ନ ପାରି ପଛରେ ରହିଗଲେ।

Gade chapit la Kopi




1 ଶାମୁୟେଲ 30:10
7 Referans Kwoze  

ଏଉତ୍ତାରେ ଅତି କ୍ଳାନ୍ତ ହୋଇ ଦାଉଦଙ୍କର ପଛେ ପଛେ ଯାଇ ନ ପାରିବାରୁ ଯେଉଁ ଦୁଇ ଶହ ଲୋକଙ୍କୁ ସେମାନେ ବିଷୋର ନଦୀ ନିକଟରେ ରଖି ଯାଇଥିଲେ, ଦାଉଦ ସେମାନଙ୍କ ନିକଟକୁ ଗଲେ; ତହୁଁ ସେମାନେ ଦାଉଦଙ୍କୁ ଭେଟିବାକୁ ଓ ତାଙ୍କ ସଙ୍ଗୀ ଲୋକମାନଙ୍କୁ ଭେଟିବାକୁ ବାହାରିଲେ; ପୁଣି, ଦାଉଦ ଲୋକମାନଙ୍କ ନିକଟବର୍ତ୍ତୀ ହୋଇ ସେମାନଙ୍କୁ କୁଶଳବାର୍ତ୍ତା ପଚାରିଲେ।


ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଛଅ ଶହ ଲୋକ ଯାଇ ବିଷୋର ନଦୀ ନିକଟରେ ଉପସ୍ଥିତ ହେଲେ, ସେଠାରେ ପଶ୍ଚାତ୍‍ ପରିତ୍ୟକ୍ତ ଲୋକମାନେ ରହିଗଲେ।


ପୁଣି, ସେଦିନ ସେମାନେ ମିକ୍‍ମସ୍‍ଠାରୁ ଅୟାଲୋନ୍‍ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ଆଘାତ କଲେ; ତହିଁରେ ଲୋକମାନେ ଅତିଶୟ କ୍ଳାନ୍ତ ହେଲେ।


ତହୁଁ ଶାଉଲ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ଏକତ୍ର ହୋଇ ଯୁଦ୍ଧଭୂମିକୁ ଗଲେ; ସେତେବେଳେ ଦେଖ, ପ୍ରତ୍ୟେକ ଲୋକର ଖଡ୍ଗ ଆପଣା ସଙ୍ଗୀ ବିରୁଦ୍ଧରେ ଉଠୁଅଛି ଓ ମହା କୋଳାହଳ ହେଉଅଛି।


ଏଉତ୍ତାରେ ଲୋକମାନେ କ୍ଷେତ୍ରରେ ଜଣେ ମିସରୀୟକୁ ପାଇ ଦାଉଦଙ୍କ ନିକଟକୁ ଆଣିଲେ ଓ ତାହାକୁ ଆହାର ଦିଅନ୍ତେ ସେ ଭୋଜନ କଲା; ମଧ୍ୟ ସେମାନେ ପାନ କରିବା ପାଇଁ ତାହାକୁ ଜଳ ଦେଲେ;


ତରୁଣମାନେ ହେଁ କ୍ଳାନ୍ତ ଓ ଶ୍ରାନ୍ତ ହେବେ, ପୁଣି ଯୁବକମାନେ ନିତାନ୍ତ ପଡ଼ିଯିବେ;


Swiv nou:

Piblisite


Piblisite