1 ଶାମୁୟେଲ 30:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଥିରେ ଦାଉଦ ତାହାକୁ ପଚାରିଲେ, “ତୁମ୍ଭେ କାହାର ଲୋକ? ଓ ତୁମ୍ଭେ କେଉଁଠାରୁ ଆସିଅଛ?” ତହୁଁ ସେ କହିଲା, “ମୁଁ ଜଣେ ମିସରୀୟ ଯୁବା ଓ ଏକ ଅମାଲେକୀୟ ଲୋକର ଦାସ; ପୁଣି, ତିନି ଦିନ ହେଲା ମୁଁ ପୀଡ଼ିତ ହେବାରୁ ମୋହର ମୁନିବ ମୋତେ ଛାଡ଼ି ଚାଲିଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)13 ଏଥିରେ ଦାଉଦ ତାହାକୁ ପଚାରିଲେ, ତୁମ୍ଭେ କାହାର ଲୋକ? ଓ ତୁମ୍ଭେ କେଉଁଠାରୁ ଆସିଅଛ? ତହୁଁ ସେ କହିଲା, ମୁଁ ଜଣେ ମିସ୍ରୀୟ ଯୁବା ଓ ଏକ ଅମାଲେକୀୟ ଲୋକର ଦାସ; ପୁଣି ତିନି ଦିନ ହେଲା ମୁଁ ପୀଡ଼ିତ ହେବାରୁ ମୋହର ମୁନିବ ମୋତେ ଛାଡ଼ି ଚାଲିଗଲା। Gade chapit laଓଡିଆ ବାଇବେଲ13 ଏଥିରେ ଦାଉଦ ତାହାକୁ ପଚାରିଲେ, ତୁମ୍ଭେ କାହାର ଲୋକ ? ଓ ତୁମ୍ଭେ କେଉଁଠାରୁ ଆସିଅଛ ? ତହୁଁ ସେ କହିଲା, ମୁଁ ଜଣେ ମିସ୍ରୀୟ ଯୁବା ଓ ଏକ ଅମାଲେକୀୟ ଲୋକର ଦାସ; ପୁଣି, ତିନି ଦିନ ହେଲା ମୁଁ ପୀଡ଼ିତ ହେବାରୁ ମୋହର ମୁନିବ ମୋତେ ଛାଡ଼ି ଚାଲିଗଲା। Gade chapit laପବିତ୍ର ବାଇବଲ13 ଦାଉଦ ମିଶରୀୟଙ୍କୁ ପଗ୍ଭରିଲେ, “ତୁମ୍ଭର ମାଲିକ କିଏ? ତୁମ୍ଭେ କେଉଁଠାରୁ ଆସିଛ?” ସେ କହିଲା, “ମୁଁ ଜଣେ ମିଶରୀୟ। ମୁଁ ଏକ ଅମାଲେକୀୟର ଜଣେ ଦାସ ଅଟେ। ତିନି ଦିନ ପୂର୍ବରୁ ମୁଁ ଅସୁସ୍ଥ ହୋଇଗଲି, ତେଣୁ ମୋର ପ୍ରଭୁ ମୋତେ ଛାଡ଼ି ଗ୍ଭଲିଗଲେ। Gade chapit la |