Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 30:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ଅମାଲେକୀୟମାନେ ଯାହା କିଛି ନେଇ ଯାଇଥିଲେ, ଦାଉଦ ସେସମସ୍ତ ଉଦ୍ଧାର କଲେ; ମଧ୍ୟ ଦାଉଦ ଆପଣାର ଦୁଇ ଭାର୍ଯ୍ୟାଙ୍କୁ ମୁକ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପୁଣି ଅମାଲେକୀୟମାନେ ଯାହା କିଛି ନେଇ ଯାଇଥିଲେ, ଦାଉଦ ସେସମସ୍ତ ଉଦ୍ଧାର କଲେ; ମଧ୍ୟ ଦାଉଦ ଆପଣାର ଦୁଇ ଭାର୍ଯ୍ୟାଙ୍କୁ ମୁକ୍ତ କଲେ।

Gade chapit la Kopi

ଓଡିଆ ବାଇବେଲ

18 ପୁଣି, ଅମାଲେକୀୟମାନେ ଯାହା କିଛି ନେଇ ଯାଇଥିଲେ, ଦାଉଦ ସେସମସ୍ତ ଉଦ୍ଧାର କଲେ; ମଧ୍ୟ ଦାଉଦ ଆପଣାର ଦୁଇ ଭାର୍ଯ୍ୟାଙ୍କୁ ମୁକ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ

18 ଦାଉଦ ପ୍ରତ୍ୟେକ ଜିନିଷ ଫେରି ପାଇଲେ, ଯେଉଁଗୁଡ଼ିକୁ ଅମାଲେକୀୟମାନେ ନେଇଯାଇ ଥିଲେ। ଏପରିକି ତାଙ୍କର ଦୁଇ ସ୍ତ୍ରୀଙ୍କୁ ମଧ୍ୟ।

Gade chapit la Kopi




1 ଶାମୁୟେଲ 30:18
4 Referans Kwoze  

ଆଉ, ସବୁ ସମ୍ପତ୍ତି ଓ ଆପଣାର ଜ୍ଞାତି ଲୋଟ ଓ ତାଙ୍କର ସମ୍ପତ୍ତି, ପୁଣି, ସ୍ତ୍ରୀଗଣ ଓ ଲୋକସମୂହକୁ ବାହୁଡ଼ାଇ ଆଣିଲେ।


ସେତେବେଳେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପଚାରି କହିଲେ, “ମୁଁ ଏହି ସୈନ୍ୟଦଳର ପଛେ ପଛେ ଗୋଡ଼ାଇଲେ କି ସେମାନଙ୍କର ସଙ୍ଗ ଧରି ପାରିବି?” ତହିଁରେ ସେ ତାଙ୍କୁ କହିଲେ, “ପଛେ ପଛେ ଯାଅ; କାରଣ ତୁମ୍ଭେ ନିଶ୍ଚୟ ସେମାନଙ୍କର ସଙ୍ଗ ଧରିବ ଓ ବିଫଳ ନ ହୋଇ ସମସ୍ତଙ୍କୁ ଉଦ୍ଧାର କରିବ।”


ସେମାନେ ସମସ୍ତ ଲୋକଙ୍କୁ ନେଇ ନଥନୀୟର ପୁତ୍ର ଇଶ୍ମାୟେଲ ସଙ୍ଗେ ଯୁଦ୍ଧ କରିବାକୁ ଗଲେ ଓ ଗିବୀୟୋନ୍‍ସ୍ଥିତ ମହାଜଳାଶୟ ନିକଟରେ ତାହାକୁ ଦେଖିଲେ।


ପୁଣି, ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭର ଏହି ଦାସମାନେ ଆପଣାମାନଙ୍କ ହସ୍ତଗତ ଯୋଦ୍ଧାମାନଙ୍କର ସଂଖ୍ୟା ନେଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ହିଁ ଊଣା ହୋଇ ନାହିଁ।


Swiv nou:

Piblisite


Piblisite