1 ଶାମୁୟେଲ 30:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ସେମାନଙ୍କର ସାନ କି ବଡ଼, ପୁତ୍ର କି କନ୍ୟା, ଲୁଟଦ୍ରବ୍ୟ କି ଯାହା କିଛି ଅମାଲେକୀୟମାନେ ନେଇଥିଲେ, ତହିଁରୁ କିଛି ଊଣା ହେଲା ନାହିଁ; ଦାଉଦ ସବୁ ଫେରି ପାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)19 ପୁଣି ସେମାନଙ୍କର ସାନ କି ବଡ଼, ପୁତ୍ର କି କନ୍ୟା, ଲୁଟଦ୍ରବ୍ୟ କି ଯାହା କିଛି ଅମାଲେକୀୟମାନେ ନେଇଥିଲେ, ତହିଁରୁ କିଛି ଊଣା ହେଲା ନାହିଁ; ଦାଉଦ ସବୁ ଫେରି ପାଇଲେ। Gade chapit laଓଡିଆ ବାଇବେଲ19 ପୁଣି, ସେମାନଙ୍କର ସାନ କି ବଡ଼, ପୁତ୍ର କି କନ୍ୟା, ଲୁଟଦ୍ରବ୍ୟ କି ଯାହା କିଛି ଅମାଲେକୀୟମାନେ ନେଇଥିଲେ, ତହିଁରୁ କିଛି ଊଣା ହେଲା ନାହିଁ; ଦାଉଦ ସବୁ ଫେରି ପାଇଲେ। Gade chapit laପବିତ୍ର ବାଇବଲ19 ତାଙ୍କର କୌଣସି ଜିନିଷ କିମ୍ବା ବ୍ୟକ୍ତି ହରାଇ ନ ଥିଲେ। ସେମାନଙ୍କର ସମସ୍ତ ଦ୍ରବ୍ୟ, ବୟସ୍କ ଲୋକ, ପିଲା, ସମସ୍ତଙ୍କ ପୁତ୍ରକନ୍ୟା ସମସ୍ତଙ୍କୁ ଦାଉଦ ରକ୍ଷା କଲେ। ଏବଂ ସେମାନଙ୍କର ମୂଲ୍ୟବାନ ବସ୍ତୁକୁ ମଧ୍ୟ ଦାଉଦ ନେଇ ଆସିଲେ। Gade chapit la |