Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 30:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପୁଣି, ଏ ବିଷୟରେ ତୁମ୍ଭମାନଙ୍କର କଥା କିଏ ଶୁଣିବ? କାରଣ ଯୁଦ୍ଧକୁ ଗମନକାରୀ ଲୋକ ଯେପରି ଆପଣା ଅଂଶ ପାଇବ, ସାମଗ୍ରୀ ନିକଟରେ ରହିବା ଲୋକ ସେପରି ଅଂଶ ପାଇବ, ସେମାନେ ସମାନ ଅଂଶ ପାଇବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ପୁଣି ଏ ବିଷୟରେ ତୁମ୍ଭମାନଙ୍କର କଥା କିଏ ଶୁଣିବ? କାରଣ ଯୁଦ୍ଧକୁ ଗମନକାରୀ ଲୋକ ଯେପରି ଆପଣା ଅଂଶ ପାଇବ, ସାମଗ୍ରୀ ନିକଟରେ ରହିବା ଲୋକ ସେପରି ଅଂଶ ପାଇବ, ସେମାନେ ସମାନ ଅଂଶ ପାଇବେ।

Gade chapit la Kopi

ଓଡିଆ ବାଇବେଲ

24 ପୁଣି, ଏ ବିଷୟରେ ତୁମ୍ଭମାନଙ୍କର କଥା କିଏ ଶୁଣିବ ? କାରଣ ଯୁଦ୍ଧକୁ ଗମନକାରୀ ଲୋକ ଯେପରି ଆପଣା ଅଂଶ ପାଇବ, ସାମଗ୍ରୀ ନିକଟରେ ରହିବା ଲୋକ ସେପରି ଅଂଶ ପାଇବ, ସେମାନେ ସମାନ ଅଂଶ ପାଇବେ।

Gade chapit la Kopi

ପବିତ୍ର ବାଇବଲ

24 ତୁମ୍ଭମାନଙ୍କର କଥା କିଏ ଶୁଣିବ? ସମସ୍ତେ ଯୁଦ୍ଧରୁ ଆଣିଥିବା ସାମଗ୍ରୀରେ ଯିଏ ଯୁଦ୍ଧକୁ ଯାଇଥିଲା ସେ ମଧ୍ୟ ଓ ଯିଏ ଭଣ୍ତାରର ଦାୟିତ୍ୱରେ ଥିଲା ସେ ମଧ୍ୟ ସମାନ ଭାଗ ପାଇବ।”

Gade chapit la Kopi




1 ଶାମୁୟେଲ 30:24
7 Referans Kwoze  

“ତୁମ୍ଭେମାନେ ପ୍ରଚୁର ସମ୍ପତ୍ତି ଓ ପଲ ପଲ ପଶୁ, ରୂପା, ସୁନା ଓ ପିତ୍ତଳ ଓ ଲୁହା ଓ ଅପାର ବସ୍ତ୍ର ସଙ୍ଗେ ନେଇ ଆପଣା ଆପଣା ତମ୍ବୁକୁ ଫେରିଯାଅ; ଆପଣା ଶତ୍ରୁମାନଙ୍କଠାରୁ ଲୁଟିତ ଦ୍ରବ୍ୟ ଆପଣା ଆପଣା ଭ୍ରାତୃଗଣ ମଧ୍ୟରେ ବିଭାଗ କର।”


ପୁଣି, ଯୁଦ୍ଧରେ ଧୃତ ସେହି ଜୀବମାନଙ୍କୁ ଯୁଦ୍ଧକୁ ଯାଇଥିବା ନିପୁଣ ଯୋଦ୍ଧାମାନଙ୍କର ଓ ସମସ୍ତ ମଣ୍ଡଳୀର ମଧ୍ୟରେ ବିଭାଗ କର।


ସୈନ୍ୟଶ୍ରେଣୀର ରାଜାଗଣ ପଳାୟନ କରନ୍ତି, ସେମାନେ ପଳାୟନ କରନ୍ତି; ପୁଣି, ଗୃହସ୍ଥିତା ସ୍ତ୍ରୀ ଲୁଟଦ୍ରବ୍ୟ ବିଭାଗ କରେ।


ଏଥିରେ ଦାଉଦ ଆପଣା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଖଡ୍ଗ ବାନ୍ଧ।” ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଖଡ୍ଗ ବାନ୍ଧିଲେ ଓ ଦାଉଦ ହିଁ ଆପଣା ଖଡ୍ଗ ବାନ୍ଧିଲେ; ତହୁଁ ଦାଉଦଙ୍କର ପଛରେ ଊଣାଧିକ ଚାରି ଶହ ଲୋକ ଗମନ କଲେ; ପୁଣି, ଦୁଇ ଶହ ଲୋକ ସାମଗ୍ରୀ ପାଖରେ ରହିଲେ।


ଏଥିରେ ଦାଉଦ ସେମାନଙ୍କୁ କହିଲେ, “ହେ ମୋହର ଭ୍ରାତୃଗଣ, ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କୁ ରକ୍ଷା କରି ଆମ୍ଭମାନଙ୍କ ପ୍ରତିକୂଳଗାମୀ ସୈନ୍ୟଦଳକୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ସେ ଆମ୍ଭମାନଙ୍କୁ ଯାହା ଦେଇଅଛନ୍ତି, ତାହା ନେଇ ତୁମ୍ଭମାନଙ୍କର ଏରୂପ କରିବା ଉଚିତ ନୁହେଁ।


ପୁଣି, ଦାଉଦ ସେହି ଦିନାବଧି ଇସ୍ରାଏଲ ନିମନ୍ତେ ଏହି ବିଧି ଓ ଶାସନ ସ୍ଥିର କଲେ, ତାହା ଆଜି ପର୍ଯ୍ୟନ୍ତ ଚଳୁଅଛି।


ଆଉ ପ୍ରତ୍ୟେକ କ୍ଳିଷ୍ଟ ଓ ପ୍ରତ୍ୟେକ ଋଣଗ୍ରସ୍ତ ଓ ପ୍ରତ୍ୟେକ ତିକ୍ତମନା ଲୋକ ତାଙ୍କ ନିକଟରେ ଏକତ୍ର ହେଲେ; ତହିଁରେ ସେ ସେମାନଙ୍କର ସେନାପତି ହେଲେ; ଏହିରୂପେ ଊଣାଧିକ ଚାରି ଶହ ଲୋକ ତାଙ୍କର ସଙ୍ଗୀ ହେଲେ।


Swiv nou:

Piblisite


Piblisite