Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 30:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଓ ଅରୋୟେର ଓ ଶିଫ୍‍ମୋତ୍‍ ଓ ଇଷ୍ଟିମୋୟ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଓ ଅରୋୟେର ଓ ଶିଫ୍ମୋତ୍ ଓ ଇଷ୍ଟିମୋୟ ;

Gade chapit la Kopi

ଓଡିଆ ବାଇବେଲ

27 ଓ ଅରୋୟେର ଓ ଶିଫ୍‍ମୋତ୍‍ ଓ ଇଷ୍ଟିମୋୟ;

Gade chapit la Kopi

ପବିତ୍ର ବାଇବଲ

27 ଅମାଲେକୀୟମାନଙ୍କ ନିକଟରୁ ଆଣିଥିବା ଦ୍ରବ୍ୟ ଦାଉଦ କିଛି ବୈଥେ‌ଲ୍‌ର ପ୍ରାଚୀନମାନଙ୍କୁ, ନେଗେଭର ରାମା ଓ ଯତ୍ତୀର ନେତାମାନଙ୍କ ନିକଟକୁ ପଠାଇଲେ।

Gade chapit la Kopi




1 ଶାମୁୟେଲ 30:27
11 Referans Kwoze  

ପର୍ବତମୟ ଦେଶରେ ଶାମୀର ଓ ଯତ୍ତୀର ଓ ସୋଖୋ;


ଓ ବାଲତ୍‍-ବେର ଓ ଦକ୍ଷିଣ ଦିଗସ୍ଥିତ ରାମତ୍‍ ପର୍ଯ୍ୟନ୍ତ ଏହିସବୁ ନଗରର ଚତୁର୍ଦ୍ଦିଗସ୍ଥିତ ଗ୍ରାମ ସମସ୍ତ। ଆପଣା ଆପଣା ବଂଶାନୁସାରେ ଶିମୀୟୋନ-ସନ୍ତାନମାନଙ୍କ ବଂଶର ଏହି ଅଧିକାର ଥିଲା।


ଯତ୍ତୀର ଓ ତହିଁ ତଳିଭୂମି, ଇଷ୍ଟିମୋୟ ଓ ତହିଁ ତଳିଭୂମି,


ପୁଣି, ସେହି ସ୍ଥାନର ନାମ ବେଥେଲ୍‍ ରଖିଲା; ମାତ୍ର ପୂର୍ବେ ସେହି ନଗରର ନାମ ଲୂସ୍‍ ଥିଲା।


ତହୁଁ ସେ ଗୋଟିକୁ ବେଥେଲ୍‍ରେ ଓ ଅନ୍ୟଟିକୁ ଦାନ୍‍ରେ ସ୍ଥାପନ କଲେ।


ତହୁଁ ସେ ସୀମା ବେଥେଲ୍‍ଠାରୁ ଲୂସ୍‍କୁ ଗଲା ଓ ଅର୍କୀୟ ସୀମା ଦେଇ ଅଟାରୋତ୍‍କୁ ଗଲା;


ଏଥିମଧ୍ୟରେ ଯିହୋଶୂୟ ଯିରୀହୋଠାରୁ ବେଥେଲ୍‍ର ପୂର୍ବଦିଗସ୍ଥିତ ବେଥ୍-ଆବନର ପାର୍ଶ୍ୱସ୍ଥ ଅୟକୁ ଲୋକ ପଠାଇ ସେମାନଙ୍କୁ କହିଲେ, “ଉଠ, ଯାଇ ଦେଶ ଅନୁସନ୍ଧାନ କର;” ଏଥିରେ ଲୋକମାନେ ଯାଇ ଅୟ ନଗର ଅନୁସନ୍ଧାନ କଲେ।


ଏଥିଉତ୍ତାରେ ସେ ସେହି ସ୍ଥାନ ଛାଡ଼ି ବେଥେଲ୍‍ର ପୂର୍ବଆଡ଼ ପର୍ବତକୁ ଯାଇ ଆପଣା ତମ୍ବୁ ଠିଆ କଲେ; ତହିଁର ପଶ୍ଚିମରେ ବେଥେଲ୍‍ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।


ଏରୂପେ ଯିହୋଶୂୟ ସେମାନଙ୍କୁ ପ୍ରେରଣ କଲେ; ଆଉ ସେମାନେ ଯାଇ ଅୟର ପଶ୍ଚିମରେ ବେଥେଲ୍‍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରହିଲେ; ମାତ୍ର ଯିହୋଶୂୟ ଲୋକମାନଙ୍କ ମଧ୍ୟରେ ସେ ରାତ୍ର ରହିଲେ।


ପୂର୍ବଦିଗସ୍ଥିତ ଯିରୀହୋର ଜଳ ନିକଟବର୍ତ୍ତୀ ଯିରୀହୋ ସନ୍ନିକଟ ଯର୍ଦ୍ଦନ ଅବଧି ଯିରୀହୋଠାରୁ ପର୍ବତମୟ ଦେଶ ଦେଇ ବେଥେଲ୍‍କୁ ଉର୍ଦ୍ଧ୍ବଗାମୀ ପ୍ରାନ୍ତର ଯୋଷେଫ-ସନ୍ତାନମାନଙ୍କ ବାଣ୍ଟ ହେଲା।


Swiv nou:

Piblisite


Piblisite