Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 30:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ସେହି ସମସ୍ତ ସ୍ଥାନସ୍ଥିତ ଆପଣା ମିତ୍ର ଯିହୁଦାର ପ୍ରାଚୀନବର୍ଗଙ୍କ ନିକଟକୁ ଲୁଟିତ ଦ୍ରବ୍ୟରୁ କିଛି କିଛି ପଠାଇ କହିଲେ, “ଦେଖ, ସଦାପ୍ରଭୁଙ୍କ ଶତ୍ରୁମାନଙ୍କଠାରୁ ଲୁଟିତ ଦ୍ରବ୍ୟ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ଏହି ଭେଟି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ସେହି ସମସ୍ତ ସ୍ଥାନସ୍ଥିତ ଆପଣା ମିତ୍ର ଯିହୁଦାର ପ୍ରାଚୀନବର୍ଗଙ୍କ ନିକଟକୁ ଲୁଟିତ ଦ୍ରବ୍ୟରୁ କିଛି କିଛି ପଠାଇ କହିଲେ, ଦେଖ, ସଦାପ୍ରଭୁଙ୍କ ଶତ୍ରୁମାନଙ୍କଠାରୁ ଲୁଟିତ ଦ୍ରବ୍ୟ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ଏହି ଭେଟୀ।

Gade chapit la Kopi

ଓଡିଆ ବାଇବେଲ

31 ସେହି ସମସ୍ତ ସ୍ଥାନସ୍ଥିତ ଆପଣା ମିତ୍ର ଯିହୁଦାର ପ୍ରାଚୀନବର୍ଗଙ୍କ ନିକଟକୁ ଲୁଟିତ ଦ୍ରବ୍ୟରୁ କିଛି କିଛି ପଠାଇ କହିଲେ, ଦେଖ, ସଦାପ୍ରଭୁଙ୍କ ଶତ୍ରୁମାନଙ୍କଠାରୁ ଲୁଟିତ ଦ୍ରବ୍ୟ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ଏହି ଭେଟୀ।

Gade chapit la Kopi

ପବିତ୍ର ବାଇବଲ

31 ଓ ହିବ୍ରୋଣକୁ ଦାଉଦ ଆଣିଥିବା ଦ୍ରବ୍ୟ ଏହି ନେତାମାନଙ୍କ ନିକଟକୁ ପଠାଇଲେ। ଏବଂ ଅନ୍ୟ ସ୍ଥାନ ନିକଟକୁ ପଠାଇଲେ। ଯେଉଁଠାରେ ଦାଉଦ ଓ ତାଙ୍କର ଲୋକମାନେ ଗମନାଗମନ ହେଉଥିଲେ।

Gade chapit la Kopi




1 ଶାମୁୟେଲ 30:31
9 Referans Kwoze  

ଏଥିଉତ୍ତାରେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, “ମୁଁ କʼଣ ଯିହୁଦାର କୌଣସି ଏକ ନଗରକୁ ଯିବି?” ସଦାପ୍ରଭୁ ତାଙ୍କୁ କହିଲେ, “ଯାଅ।” ପୁଣି ଦାଉଦ କହିଲେ, “ମୁଁ କେଉଁ ସହରକୁ ଯିବି?” ସେ କହିଲେ “ହିବ୍ରୋଣକୁ।”


ମାତ୍ର ଅବଶାଲୋମ ସମୁଦାୟ ଇସ୍ରାଏଲ ବଂଶ ନିକଟକୁ ଗୁପ୍ତଚର ପଠାଇ କହିଥିଲା, “ତୁମ୍ଭେମାନେ ତୂରୀଧ୍ୱନି ଶୁଣିବା କ୍ଷଣେ ‘ଅବଶାଲୋମ ହିବ୍ରୋଣରେ ରାଜା ହେଲେ’ ବୋଲି କହିବ।”


ଆଉ ଶାଉଲଙ୍କର ପୁତ୍ର ଈଶ୍‍ବୋଶତ ଯେତେବେଳେ ଶୁଣିଲା ଯେ, ହିବ୍ରୋଣରେ ଅବ୍‍ନର ମରିଅଛି, ସେତେବେଳେ ତାହାର ହସ୍ତ ଦୁର୍ବଳ ହେଲା ଏବଂ ସମୁଦାୟ ଇସ୍ରାଏଲ ନିରାଶ ହେଲେ।


ତହୁଁ ଯିହୁଦାର ଲୋକମାନେ ଆସି ସେହି ସ୍ଥାନରେ ଦାଉଦଙ୍କୁ ଯିହୁଦା ବଂଶ ଉପରେ ରାଜାଭିଷିକ୍ତ କଲେ। ଏଉତ୍ତାରେ ଯେବେ ଲୋକମାନେ ଯାବେଶ-ଗିଲୀୟଦୀୟମାନେ ଶାଉଲଙ୍କୁ କବର ଦେଲେ ବୋଲି ଦାଉଦଙ୍କୁ ଜଣାଇଲେ।


ଆଉ ସେମାନେ ଦକ୍ଷିଣ ଦିଗ ଦେଇ ଯାଇ ହିବ୍ରୋଣରେ ଉପସ୍ଥିତ ହେଲେ; ସେହି ସ୍ଥାନରେ ଅହୀମାନ୍‍, ଶେଶୟ ଓ ତଲ୍ମୟ, ଅନାକର ଏହି ସନ୍ତାନମାନେ ଥିଲେ। ମିସରସ୍ଥିତ ସୋୟନ-ପତ୍ତନର ସାତ ବର୍ଷ ପୂର୍ବେ ହିବ୍ରୋଣର ପତ୍ତନ ହୋଇଥିଲା।


ପୁଣି ସେମାନେ ସେମାନଙ୍କୁ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍‍-ଅର୍ବ ଓ ତହିଁ ଚତୁର୍ଦ୍ଦିଗସ୍ଥିତ ତଳିଭୂମି ଦେଲେ, (ଏହାକୁ ହିବ୍ରୋଣ କହନ୍ତି); ଅର୍ବ ଅନାକର ପିତା ଥିଲା।


ମୁଁ ବିନୟ କରୁଅଛି, ତୁମ୍ଭେମାନେ ଯାଇ ଆହୁରି ସ୍ଥିର କର ଓ କେଉଁଠାରେ ତାହାର ଖୋଜ ପଡ଼ିଅଛି, କିଏ ତାହାକୁ ସେଠାରେ ଦେଖିଅଛି, ଏହା ବୁଝି ଦେଖ; କାରଣ ମୋତେ କୁହାଯାଇଅଛି ଯେ, ସେ ଅତି ସତର୍କ ହୋଇ ଚଳୁଅଛି।


ଏଥିଉତ୍ତାରେ ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥ୍‍-ଅର୍ବ ଦେଲେ, ଅର୍ବ ଅନାକର ପିତା ଥିଲା।


Swiv nou:

Piblisite


Piblisite