Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 30:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ଯିଷ୍ରିୟେଲୀୟା ଅହୀନୋୟମ୍‍ ଓ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲ ନାମ୍ନୀ ଦାଉଦଙ୍କର ଦୁଇ ଭାର୍ଯ୍ୟା ବନ୍ଦୀ ହୋଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ଯିଷ୍ରିୟେଲୀୟା ଅହୀନୋୟମ୍ ଓ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲ ନାମ୍ନୀ ଦାଉଦଙ୍କର ଦୁଇ ଭାର୍ଯ୍ୟା ବନ୍ଦୀ ହୋଇଥିଲେ।

Gade chapit la Kopi

ଓଡିଆ ବାଇବେଲ

5 ପୁଣି, ଯିଷ୍ରିୟେଲୀୟା ଅହୀନୋୟମ୍‍ ଓ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲ ନାମ୍ନୀ ଦାଉଦଙ୍କର ଦୁଇ ଭାର୍ଯ୍ୟା ବନ୍ଦୀ ହୋଇଥିଲେ।

Gade chapit la Kopi

ପବିତ୍ର ବାଇବଲ

5 ଅମାଲେକୀୟମାନେ ମଧ୍ୟ ଦାଉଦଙ୍କର ଦୁଇ ସ୍ତ୍ରୀକୁ ନେଇ ଯାଇଅଛନ୍ତି। ଅହୀନମ୍ ଯିଷ୍ରିୟେଲୀୟା ଓ କର୍ମିଲୀୟ ନାବଲର ସ୍ତ୍ରୀ ଅବୀଗଲ।

Gade chapit la Kopi




1 ଶାମୁୟେଲ 30:5
5 Referans Kwoze  

ଏଣୁ ଦାଉଦ ଓ ତାଙ୍କର ଦୁଇ ଭାର୍ଯ୍ୟା ଯିଷ୍ରିୟେଲୀୟା ଅହୀନୋୟମ୍‍ ଓ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲ ନାମ୍ନୀ ସେହି ସ୍ଥାନକୁ ଗଲେ।


ପୁଣି, ଦାଉଦ ଓ ତାଙ୍କର ଲୋକମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପରିବାର ସହିତ ଆଖୀଶ୍‍ ନିକଟରେ ଗାଥ୍‍ ନଗରରେ ବାସ କଲେ, ବିଶେଷତଃ ଦାଉଦ ଓ ଯିଷ୍ରିୟେଲୀୟା ଅହୀନୋୟମ୍‍ ଓ ନାବଲର ଭାର୍ଯ୍ୟା କର୍ମିଲୀୟା ଅବୀଗଲ ନାମ୍ନୀ ତାଙ୍କର ଏହି ଦୁଇ ଭାର୍ଯ୍ୟା ସେଠାରେ ବାସ କଲେ।


ପୁଣି, ତାହାର ଦୁଇ ଭାର୍ଯ୍ୟା ଥିଲେ; ଜଣକର ନାମ ହାନ୍ନା, ଅନ୍ୟର ନାମ ପନିନ୍ନା; ପନିନ୍ନାର ସନ୍ତାନସନ୍ତତି ଥିଲେ, ମାତ୍ର ହାନ୍ନାର କୌଣସି ସନ୍ତାନସନ୍ତତି ନ ଥିଲେ।


Swiv nou:

Piblisite


Piblisite