1 ଶାମୁୟେଲ 30:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିରେ ଦାଉଦ ଅତିଶୟ ଉଦ୍ବିଗ୍ନ ହେଲେ; କାରଣ ପ୍ରତ୍ୟେକ ଲୋକର ମନ ଆପଣା ଆପଣା ପୁତ୍ରକନ୍ୟା ସକାଶୁ ବିରକ୍ତ ହେବାରୁ ଲୋକମାନେ ତାଙ୍କୁ ପଥରରେ ମାରିବାକୁ କହିଲେ; ମାତ୍ର, ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କଠାରେ ଆପଣାକୁ ସବଳ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଏଥିରେ ଦାଉଦ ଅତିଶୟ ଉଦ୍ବିଗ୍ନ ହେଲେ; କାରଣ ପ୍ରତ୍ୟେକ ଲୋକର ମନ ଆପଣା ଆପଣା ପୁତ୍ରକନ୍ୟା ସକାଶୁ ବିରକ୍ତ ହେବାରୁ ଲୋକମାନେ ତାଙ୍କୁ ପଥରରେ ମାରିବାକୁ କହିଲେ; ମାତ୍ର ଦାଉଦ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ-ଠାରେ ଆପଣାକୁ ସବଳ କଲେ। Gade chapit laଓଡିଆ ବାଇବେଲ6 ଏଥିରେ ଦାଉଦ ଅତିଶୟ ଉଦ୍ବିଗ୍ନ ହେଲେ; କାରଣ ପ୍ରତ୍ୟେକ ଲୋକର ମନ ଆପଣା ଆପଣା ପୁତ୍ରକନ୍ୟା ସକାଶୁ ବିରକ୍ତ ହେବାରୁ ଲୋକମାନେ ତାଙ୍କୁ ପଥରରେ ମାରିବାକୁ କହିଲେ; ମାତ୍ର, ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କଠାରେ ଆପଣାକୁ ସବଳ କଲେ। Gade chapit laପବିତ୍ର ବାଇବଲ6 ଯେତେ ଲୋକ ସେ ସୈନ୍ୟଦଳରେ ଥିଲେ ସମସ୍ତେ ଦୁଃଖ ଓ କ୍ରୋଧି ଥିଲେ, କାରଣ ସେମାନଙ୍କର ପିଲାମାନେ ବନ୍ଦୀ ହୋଇ ଯାଇଥିଲେ। ଲୋକମାନେ ଦାଉଦକୁ ପଥରରେ ମାରିବାକୁ କଥାବାର୍ତ୍ତା ହେଉଥିଲେ। କିନ୍ତୁ ଦାଉଦ ନିଜକୁ ସଦାପ୍ରଭୁ ତାଙ୍କ ପରମେଶ୍ୱରଙ୍କଠାରେ ସବଳ କଲେ। Gade chapit la |
ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ତୁମ୍ଭେ ମୋତେ ଉଠାଇ ଆଣି କାହିଁକି ବ୍ୟସ୍ତ କଲ?” ତହୁଁ ଶାଉଲ ଉତ୍ତର ଦେଲେ, “ମୁଁ ଅତ୍ୟନ୍ତ ବିପଦଗ୍ରସ୍ତ ହୋଇଅଛି; କାରଣ ପଲେଷ୍ଟୀୟମାନେ ମୋʼ ସଙ୍ଗେ ଯୁଦ୍ଧ କରୁଅଛନ୍ତି ଓ ପରମେଶ୍ୱର ମୋତେ ତ୍ୟାଗ କରିଅଛନ୍ତି, ପୁଣି, ମୋତେ ଆଉ ଉତ୍ତର ଦେଉ ନାହାନ୍ତି, ନା ଭବିଷ୍ୟଦ୍ବକ୍ତାମାନଙ୍କ ହାତରେ, ନା ସ୍ୱପ୍ନରେ (ଉତ୍ତର ଦେଉ ନାହାନ୍ତି); ଏଥିପାଇଁ ମୁଁ କଅଣ କରିବି, ଏହା ମୋତେ ଜଣାଇବା ପାଇଁ ମୁଁ ତୁମ୍ଭକୁ ଡକାଇଲି।”