1 ଶାମୁୟେଲ 31:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍ବୋୟ ପର୍ବତରେ ହତ ହୋଇ ପଡ଼ିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଏଥି ମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍ବୋୟ ପର୍ବତରେ ହତ ହୋଇ ପଡ଼ିଲେ। Gade chapit laଓଡିଆ ବାଇବେଲ1 ଏଥି ମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍ବୋୟ ପର୍ବତରେ ହତ ହୋଇ ପଡ଼ିଲେ। Gade chapit laପବିତ୍ର ବାଇବଲ1 ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ ଏବଂ ଇସ୍ରାଏଲୀୟମାନେ ଭୟରେ ସେଠାରୁ ଦୌଡ଼ି ପଳାୟନ କଲେ। ଗିଲ୍ବୋୟ ପର୍ବତ ଉପରେ ବହୁତ ଇସ୍ରାଏଲୀୟମାନଙ୍କୁ ମାରି ଦିଆଗଲା। Gade chapit la |
ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ତୁମ୍ଭେ ମୋତେ ଉଠାଇ ଆଣି କାହିଁକି ବ୍ୟସ୍ତ କଲ?” ତହୁଁ ଶାଉଲ ଉତ୍ତର ଦେଲେ, “ମୁଁ ଅତ୍ୟନ୍ତ ବିପଦଗ୍ରସ୍ତ ହୋଇଅଛି; କାରଣ ପଲେଷ୍ଟୀୟମାନେ ମୋʼ ସଙ୍ଗେ ଯୁଦ୍ଧ କରୁଅଛନ୍ତି ଓ ପରମେଶ୍ୱର ମୋତେ ତ୍ୟାଗ କରିଅଛନ୍ତି, ପୁଣି, ମୋତେ ଆଉ ଉତ୍ତର ଦେଉ ନାହାନ୍ତି, ନା ଭବିଷ୍ୟଦ୍ବକ୍ତାମାନଙ୍କ ହାତରେ, ନା ସ୍ୱପ୍ନରେ (ଉତ୍ତର ଦେଉ ନାହାନ୍ତି); ଏଥିପାଇଁ ମୁଁ କଅଣ କରିବି, ଏହା ମୋତେ ଜଣାଇବା ପାଇଁ ମୁଁ ତୁମ୍ଭକୁ ଡକାଇଲି।”