Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 31:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସମସ୍ତ ବିକ୍ରମଶାଳୀ ଲୋକ ଉଠି ସେହି ରାତ୍ରିସାରା ଗମନ କରି ଶାଉଲଙ୍କର ଓ ତାଙ୍କର ପୁତ୍ରମାନଙ୍କ ଶରୀର ବେଥ୍-ଶାନ ପ୍ରାଚୀରରୁ ଯାବେଶକୁ ନେଇ ସେଠାରେ ସେସବୁ ଦଗ୍ଧ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସମସ୍ତ ବିକ୍ରମଶାଳୀ ଲୋକ ଉଠି ସେହି ରାତ୍ରିଯାକ ଗମନ କରି ଶାଉଲଙ୍କର ଓ ତାଙ୍କର ପୁତ୍ରମାନଙ୍କ ଶରୀର ବୈଥ୍ଶାନ ପ୍ରାଚୀରରୁ ଯାବେଶ୍କୁ ନେଇ ସେଠାରେ ସେସବୁ ଦଗ୍ଧ କଲେ।

Gade chapit la Kopi

ଓଡିଆ ବାଇବେଲ

12 ସମସ୍ତ ବିକ୍ରମଶାଳୀ ଲୋକ ଉଠି ସେହି ରାତ୍ରିସାରା ଗମନ କରି ଶାଉଲଙ୍କର ଓ ତାଙ୍କର ପୁତ୍ରମାନଙ୍କ ଶରୀର ବେଥ୍-ଶାନ ପ୍ରାଚୀରରୁ ଯାବେଶକୁ ନେଇ ସେଠାରେ ସେସବୁ ଦଗ୍ଧ କଲେ।

Gade chapit la Kopi

ପବିତ୍ର ବାଇବଲ

12 ତେଣୁ ଯାବେ‌‌‌ଶ୍‌‌ର ସୈନ୍ୟମାନେ ବୈ‌ଥ୍‌ଶା‌‌ନ୍‌‌‌‌‌କୁ ଗଲେ, ସେମାନେ ରାତ୍ରି ତମାମ ଯାତ୍ରା କଲେ, ତା'ପରେ ସେମାନେ ସେଠାରେ ପହଞ୍ଚି ଶାଉଲଙ୍କର ଶରୀରକୁ ବୈ‌ଥ୍‌ଶାନ୍ କାନ୍ଥରୁ ତଳକୁ କାଢ଼ିଲେ, ସେମାନେ ମଧ୍ୟ ଶାଉଲର ପୁତ୍ରମାନଙ୍କର ଶରୀରକୁ ଯାବେ‌‌‌ଶ୍‌‌କୁ ଆଣିଲେ। ଯାବେ‌‌‌ଶ୍‌‌ର ଏହିସବୁ ଲୋକମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କର ଶରୀରକୁ ସେହିଠାରେ ପୋଡ଼ି ଦେଲେ।

Gade chapit la Kopi




1 ଶାମୁୟେଲ 31:12
6 Referans Kwoze  

ଆଉ ସେ ଦାଉଦ-ନଗରରେ ଆପଣା ପାଇଁ ଯେଉଁ କବର ଖୋଳିଥିଲେ, ତାଙ୍କର ସେହି କବରରେ ଲୋକମାନେ ତାଙ୍କୁ କବର ଦେଲେ ଓ ଗନ୍ଧବଣିକର ପ୍ରକ୍ରିୟାରେ ପ୍ରସ୍ତୁତ ନାନା ପ୍ରକାର ସୁଗନ୍ଧି ଦ୍ରବ୍ୟରେ ପୂର୍ଣ୍ଣ ଶଯ୍ୟାରେ ତାଙ୍କୁ ଶୁଆଇଲେ ଓ ତାଙ୍କ ନିମନ୍ତେ ସେମାନେ ଅତି ବଡ଼ ଦାହ କଲେ।


ତୁମ୍ଭେ ଶାନ୍ତିରେ ମରିବ; ପୁଣି, ତୁମ୍ଭ ପିତୃଲୋକମାନଙ୍କ ନିମନ୍ତେ, ତୁମ୍ଭ ପୂର୍ବବର୍ତ୍ତୀ ରାଜାମାନଙ୍କ ନିମନ୍ତେ ଯେପରି ଦାହ ହୋଇଥିଲା, ସେପରି ଲୋକମାନେ ତୁମ୍ଭ ନିମନ୍ତେ ସୁଗନ୍ଧି ଧୂପଦାହ କରିବେ; ଆଉ, ‘ହାୟ ପ୍ରଭୋ! ହାୟ ପ୍ରଭୋ!’ ବୋଲି ତୁମ୍ଭ ନିମନ୍ତେ ବିଳାପ କରିବେ, କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି କଥା କହିଅଛୁ।”


ପୁଣି, ଗୃହ ମଧ୍ୟରୁ ଅସ୍ଥିସକଳ ବାହାର କରି ଆଣିବା ପାଇଁ କୌଣସି ଲୋକର ପିତୃବ୍ୟ, ଶବଦାହକାରୀ ତାହାକୁ ଉଠାଇଲା ଉତ୍ତାରେ ଗୃହର ଅନ୍ତରସ୍ଥ ଲୋକକୁ ପଚାରିବ, “ଏବେ ହେଁ ତୁମ୍ଭର କି ଆଉ କିଏ ଅଛି?” ତେବେ ସେ କହିବ, “ନାହିଁ।” ସେତେବେଳେ ସେ କହିବ, “ତୁନି ହୁଅ; କାରଣ ସଦାପ୍ରଭୁଙ୍କର ନାମ ଆମ୍ଭମାନଙ୍କର ଉଚ୍ଚାରଣ କରିବାର ନୁହେଁ।”


ପୁଣି, ସେମାନେ ତାଙ୍କର ସଜ୍ଜା ଅଷ୍ଟାରୋତ୍‍ ଦେବୀ ଗୃହରେ ରଖିଲେ ଓ ତାଙ୍କର ଶରୀରକୁ ବେଥ୍-ଶାନ ପ୍ରାଚୀରରେ ଟାଙ୍ଗି ଦେଲେ।


ସମସ୍ତ ବିକ୍ରମଶାଳୀ ଲୋକ ଉଠି ଶାଉଲଙ୍କର ଶରୀର ଓ ତାଙ୍କର ପୁତ୍ରମାନଙ୍କ ଶରୀର ଯାବେଶକୁ ନେଇ ଆସିଲେ ଓ ଯାବେଶସ୍ଥ ଅଲୋନ ବୃକ୍ଷ ମୂଳେ ସେମାନଙ୍କର ଅସ୍ଥି ପୋତି ସାତ ଦିନ ଉପବାସ କଲେ।


Swiv nou:

Piblisite


Piblisite