Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 31:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, ସେମାନେ ସେମାନଙ୍କର ଅସ୍ଥି ନେଇ ଯାବେଶସ୍ଥ ଝାଉଁ ବୃକ୍ଷ ତଳେ ପୋତି ରଖିଲେ ଓ ସାତ ଦିନ ଉପବାସ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି ସେମାନେ ସେମାନଙ୍କର ଅସ୍ଥି ନେଇ ଯାବେଶସ୍ଥ ଝାଉଁବୃକ୍ଷ ତଳେ ପୋତି ରଖିଲେ ଓ ସାତ ଦିନ ଉପବାସ କଲେ।

Gade chapit la Kopi

ଓଡିଆ ବାଇବେଲ

13 ପୁଣି, ସେମାନେ ସେମାନଙ୍କର ଅସ୍ଥି ନେଇ ଯାବେଶସ୍ଥ ଝାଉଁ ବୃକ୍ଷ ତଳେ ପୋତି ରଖିଲେ ଓ ସାତ ଦିନ ଉପବାସ କଲେ।

Gade chapit la Kopi

ପବିତ୍ର ବାଇବଲ

13 ତା'ପରେ ସେହି ଲୋକମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କର ଅସ୍ଥି ସଂଗ୍ରହ କରି ଆଣି ଯାବେ‌‌‌ଶ୍‌‌ଠାରେ ଥିବା ଏକ ଝାଉଁ ବୃକ୍ଷ ତଳେ ତାହାକୁ ସମାଧି ଦେଲେ। ତା'ପରେ ଯାବେ‌‌‌ଶ୍‌‌ର ଲୋକମାନେ ଶୋକ ସନ୍ତାପ୍ତ ଭାବରେ ଦୁଃଖରେ ଶୋକ ପାଳନ ନିମନ୍ତେ ସାତ ଦିନ ବିନା ଆହାରରେ ଶୋକ ପାଳନ କଲେ।

Gade chapit la Kopi




1 ଶାମୁୟେଲ 31:13
8 Referans Kwoze  

ଏଥିଉତ୍ତାରେ ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ।


ଏଥିଉତ୍ତାରେ ଶାଉଲ ଶୁଣିଲେ ଯେ, ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନଙ୍କର ସନ୍ଧାନ ମିଳିଅଛି; ଏହି ସମୟରେ ଶାଉଲ ନିଜ ହସ୍ତରେ ବର୍ଚ୍ଛା ଧରି ଗିବୀୟାସ୍ଥିତ ରାମାରେ ଝାଉଁଗଛ ତଳେ ବସିଥିଲେ ଓ ତାଙ୍କର ଚାରିଆଡ଼େ ତାଙ୍କର ଦାସ ସମସ୍ତେ ଠିଆ ହୋଇଥିଲେ।


ପୁଣି ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସଦାପ୍ରଭୁଙ୍କ ଲୋକମାନେ ଓ ଇସ୍ରାଏଲ ବଂଶ ଖଡ୍ଗରେ ପତିତ ହେବାରୁ ଦାଉଦ ଓ ତାଙ୍କ ସଙ୍ଗୀମାନେ ସେମାନଙ୍କ ନିମନ୍ତେ ବିଳାପ ଓ ରୋଦନ କଲେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ।


ଆଉ ସେହି ସ୍ଥାନରେ ରିବିକାର ଦବୋରା ନାମ୍ନୀ ଧାତ୍ରୀର ମୃତ୍ୟୁୁ ହୁଅନ୍ତେ, ବେଥେଲ୍‍ର ଅଧଃସ୍ଥିତ ଅଲୋନ ବୃକ୍ଷ ମୂଳେ ତାହାର କବର ହେଲା, ପୁଣି, ସେହି ସ୍ଥାନର ନାମ ଅଲୋନ-ବାଖୁତ୍‍ ହେଲା।


ଆଉ, ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ମାର୍ଥା ଓ ମରୀୟମଙ୍କୁ ସେମାନଙ୍କ ଭାଇ ବିଷୟରେ ସାନ୍ତ୍ୱନା ଦେବା ନିମନ୍ତେ ସେମାନଙ୍କ ନିକଟକୁ ଆସିଥିଲେ।


ଏଉତ୍ତାରେ ଊରୀୟର ଭାର୍ଯ୍ୟା ଆପଣା ସ୍ୱାମୀ ଊରୀୟର ମୃତ୍ୟୁୁ ସମ୍ବାଦ ପାଇ ଆପଣା ସ୍ୱାମୀ ନିମନ୍ତେ ବିଳାପ କଲା।


Swiv nou:

Piblisite


Piblisite