1 ଶାମୁୟେଲ 31:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ ଓ ଅବୀନାଦବକୁ ଓ ମଲ୍କୀଶୂୟକୁ ବଧ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ ଓ ଅବୀନାଦବକୁ ଓ ମଲ୍କୀଶୂୟକୁ ବଧ କଲେ। Gade chapit laଓଡିଆ ବାଇବେଲ2 ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ ଓ ଅବୀନାଦବକୁ ଓ ମଲ୍କୀଶୂୟକୁ ବଧ କଲେ। Gade chapit laପବିତ୍ର ବାଇବଲ2 ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କର ପୁତ୍ର ବିରୁଦ୍ଧରେ ଭୟଙ୍କର ଯୁଦ୍ଧ କଲେ। ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନ, ଅବୀନାଦବ ଏବଂ ମଲକୀଶୂୟଙ୍କୁ ହତ୍ୟା କଲେ। Gade chapit la |