Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 31:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କ ଅସ୍ତ୍ରବାହକ ସେହିପରି ଆପଣା ଖଡ୍ଗ ଉପରେ ପଡ଼ି ତାଙ୍କ ସଙ୍ଗରେ ମଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କ ଅସ୍ତ୍ରବାହକ ସେହିପରି ଆପଣା ଖଡ଼୍‍ଗ ଉପରେ ପଡ଼ି ତାଙ୍କ ସଙ୍ଗରେ ମଲା।

Gade chapit la Kopi

ଓଡିଆ ବାଇବେଲ

5 ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କ ଅସ୍ତ୍ରବାହକ ସେହିପରି ଆପଣା ଖଡ୍ଗ ଉପରେ ପଡ଼ି ତାଙ୍କ ସଙ୍ଗରେ ମଲା।

Gade chapit la Kopi

ପବିତ୍ର ବାଇବଲ

5 ତେଣୁ ଶାଉଲଙ୍କର ଦାସ ଦେଖିଲା ଯେ ଶାଉଲ ମରିଯାଇଛନ୍ତି। ତେଣୁ ସେ ତା'ର ଖଣ୍ତା ବାହାର କରି ନିଜ ଖଣ୍ଡାରେ ଶାଉଲଙ୍କ ନିକଟରେ ମୃତ୍ୟୁବରଣ କଲା।

Gade chapit la Kopi




1 ଶାମୁୟେଲ 31:5
5 Referans Kwoze  

ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କର ଅସ୍ତ୍ରବାହକ ସେହିପରି ଆପଣା ଖଡ୍ଗ ଉପରେ ପଡ଼ି ମଲା।


ତେଣୁ ସେ ଶୀଘ୍ର ଆପଣା ଅସ୍ତ୍ରବାହକ ଯୁବାକୁ ଡାକି ତାହାକୁ କହିଲା, “ତୁମ୍ଭ ଖଡ୍ଗ ବାହାର କରି ମୋତେ ବଧ କର, ଯେପରି ଲୋକମାନେ ଆମ୍ଭ ବିଷୟରେ ନ କହିବେ ଯେ, ‘ଜଣେ ସ୍ତ୍ରୀ ତାହାକୁ ବଧ କଲା।’” ତହିଁରେ ତାହାର ଯୁବା ଲୋକ ତାହାକୁ ଭୁସି ଦିଅନ୍ତେ, ସେ ମଲା।


ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, “ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ;” କେଜାଣି ଏହି ଅସୁନ୍ନତମାନେ ଆସି ମୋତେ ଭୁସି ପକାଇ କୌତୁକ କରିବେ। ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।


ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ଅସ୍ତ୍ରବାହକ ଓ ତାଙ୍କର ନିଜ ଲୋକ ସମସ୍ତେ ସେହି ଦିନ ଏକସଙ୍ଗରେ ମଲେ।


ତହିଁରେ ସିମ୍ରି ନଗର ହସ୍ତଗତ ହେବାର ଦେଖି ରାଜଗୃହର ଦୁର୍ଗକୁ ଯାଇ ଆପଣା ଉପରେ ରାଜଗୃହରେ ଅଗ୍ନି ଲଗାଇ ତାହା ଦଗ୍ଧ କଲେ;


Swiv nou:

Piblisite


Piblisite